-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ପ୍ରଚଣ୍ଡ ଗ୍ରୀଷ୍ମରେ ସେବାରତ ‘ସମର ୱାରିଅର୍ସ’ଙ୍କୁ ଯୁବୋଦୟ ଛାତ୍ରଛାତ୍ରୀଙ୍କ ସମ୍ମାନ

28-May-2026



ବଲାଙ୍ଗୀର(ପ୍ରେରଣା ଖବର): ବିଗତ କିଛିଦିନ ହେଲା ବଲାଙ୍ଗୀର ବିଶ୍ୱର ସର୍ବାଧିକ ଉଷ୍ଣ ସହରମାନଙ୍କ ମଧ୍ୟରେ  ପ୍ରଥମ ସ୍ଥାନ ପାଇ ସମ୍ବାଦ ଶିରୋନାମାରେ ରହିଥିଲା। ସହରର ତାପମାତ୍ରା ୪୫ ଡିଗ୍ରୀରୁ ୪୮ ଡିଗ୍ରୀ ସେଲସିଅସ ପର୍ଯ୍ୟନ୍ତ ପହଞ୍ଚୁଥିବା ବେଳେ ମଧ୍ୟ ଟ୍ରାଫିକ ପୋଲିସ ଓ ଟାଉନ ପୋଲିସ କର୍ମଚାରୀମାନେ ନିରନ୍ତର ଭାବେ ନିଜ କର୍ତ୍ତବ୍ୟ ପାଳନ କରି ସହରର ଶୃଙ୍ଖଳା ଓ ସୁରକ୍ଷାକୁ ସୁଚାରୁଭାବେ   କରିଆସିଛନ୍ତି। ୪୬ ଡିଗ୍ରୀର ପ୍ରଚଣ୍ଡ ଖରାରେ ମଧ୍ୟ ସେମାନେ ଟ୍ରାଫିକ ନିୟନ୍ତ୍ରଣ ସହ ଆଇନ ଶୃଙ୍ଖଳା ରକ୍ଷାରେ ନିୟୋଜିତ ରହି ଲୋକସେବା କରୁଛନ୍ତି ।
ସେମାନଙ୍କ ଏହି ନିଷ୍ଠା ଓ ନିସ୍ଵାର୍ଥ ସେବାରେ ପ୍ରଭାବିତ ହୋଇ  ଯୁବୋଦୟର ଛାତ୍ରଛାତ୍ରୀମାନେ ଆଗକୁ ଆସି ଉତ୍ତରୀୟ ଓ

ସ୍ୱାସ୍ଥ୍ୟକର ପାନୀୟ ପ୍ରଦାନ କରି ସେମାନଙ୍କୁ ସମ୍ମାନିତ କରିଥିଲେ । ସହରର ସୁରକ୍ଷା ଓ ସାଧାରଣ ଲୋକଙ୍କ ସେବା ପାଇଁ ଦିନରାତି କାର୍ଯ୍ୟରତ ସମସ୍ତ କର୍ମୀଙ୍କ ପ୍ରତି ଏହା ଛାତ୍ରଛାତ୍ରୀଙ୍କର କୃତଜ୍ଞତାର ଏକ ସାଧାରଣ ପ୍ରୟାସ ଥିଲା ।
ଉଲ୍ଲେଖଯୋଗ୍ୟ ଯେ, ଯୁବୋଦୟ ପକ୍ଷରୁ ‘ୱାଇସିଏପି (ୱାଇକ୍ୟାପ)’ ନାମକ ୪୫ ଦିନିଆ ଇନ୍-ହାଉସ ଇଣ୍ଟର୍ନସିପ୍ କାର୍ଯ୍ୟକ୍ରମ ସଫଳତାର ସହ ଚାଲିଛି । ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରୁଥିବା ବିଏସସି, ବିସିଏ ଓ ବିବିଏ ଛାତ୍ରଛାତ୍ରୀମାନେ ଏହି ସାମାଜିକ କାର୍ଯ୍ୟରେ ସକ୍ରିୟ ଭାଗ ନେଇ ସହରର ୪୦ରୁ ଅଧିକ ‘ସମର ୱାରିଅର୍ସ’ଙ୍କୁ ସମ୍ମାନିତ କରିଥିଲେ ।

ଛାତ୍ରଛାତ୍ରୀଙ୍କ ଏହି ମାନବିକ ପଦକ୍ଷେପକୁ ସାଧାରଣ ଲୋକମାନେ ବହୁ ପ୍ରଶଂସା କରିଥିଲେ। କୃତଜ୍ଞତା ଓ ସାମାଜିକ ଦାୟିତ୍ୱବୋଧ ଜଣେ ଭଲ ନାଗରିକର ମୁଖ୍ୟ ଗୁଣ ବୋଲି ମତ ପ୍ରକାଶ ପାଇଥିଲା । ଏପରି ସଚେତନ ଓ ସେବାମୂଳକ କାର୍ଯ୍ୟ ନିଶ୍ଚିତ ଭାବେ ସମାଜ ପାଇଁ ପ୍ରେରଣାଦାୟକ ବୋଲି ବୁଦ୍ଧିଜୀବୀ ମାନେ ମତ ଦେଇଥିଲେ । ଆମେ ନିଜେ ଖରା ବର୍ଷା ୨୪ X ୭ ଛାତ୍ରଛାତ୍ରୀର ଭବିଷ୍ୟତ ପାଇଁ କାମ କରୁଛେ, ଆମେ ଭଲ ଭାବେ ବୁଝିପାରୁ ଅନ୍ୟମାନେ କେତେ କଷ୍ଟରେ ଚଳିତ ଗ୍ରୀଷ୍ମ ପ୍ରବାହରେ କାର୍ଯ୍ୟରତ, ଏହି କାର୍ଯ୍ୟକ୍ରମ ସେମାନଙ୍କ ପାଇଁ ଆମର ଗୋଟିଏ ଛୋଟିଆ ସହୃଦୟରୁ ସମ୍ମାନ ବୋଲି ଅନୁଷ୍ଠାନର ନିର୍ଦ୍ଦେଶକ ଶ୍ରୀ ଅମ୍ବରୀଶ ଦାଶ କହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like