-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||     

HOME   ଜିଲ୍ଲା

ତୁଳଣ୍ଡିରେ ପିଇବା ପାଣି, ଅର୍ଡାରେ ବିଜୁଳି ସମସ୍ୟା ନରସିଂହ ଙ୍କ ହସ୍ତକ୍ଷେପ ଚାହିଁଲେ ଗ୍ରାମବାସୀ♦️ ତୁରନ୍ତ ସମାଧାନ ପାଇଁ ବିଭାଗୀୟ ଯନ୍ତ୍ରୀଙ୍କ ସହ କଥା ହେଲେ ନରସିଂହ

28-May-2026



ବଲାଙ୍ଗିର(ପ୍ରେରଣା ଖବର)- ବଲାଙ୍ଗିର ଜିଲ୍ଲାରେ ଗ୍ରୀଷ୍ମର ପ୍ରବାହ ଚରମରେ ପହଂଚିଥିବା ବେଳେ କ୍ରମାଗତ ବିଜୁଳି ବିଭ୍ରାଟ ଓ ପିଇବା ପାଣି ସମସ୍ୟା ଲୋକଙ୍କୁ ଘୋର ହଇରାଣ କରୁଛି । ପିଇବା ପାଣି ଓ ବିଜୁଳି ସମସ୍ୟା ଧିରେ ଧିରେ ଗାଁ ଅଂଚଳରେ ଉତ୍କଟ ରୂପ ନେଲାଣି । ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ମିର୍ଦ୍ଧାପାଲି ପଂଚାୟତର ତୁଳଣ୍ଡି ଗାଁ ରେ ପିଇବା ପାଣି ଘୋର ସମସ୍ୟା ଦେଖାଦେଇଛି । କେନ୍ଦ୍ର ସରକାରଙ୍କ ବସୁଧା ଯୋଜନା ଅନ୍ତର୍ଗତ ପ୍ରତ୍ୟେକ ଘରକୁ ଘର ନଳ ଯୋଗେ ପିଇବା

ପାଣି ପହଂଚାଇବା ଯୋଜନା ଗ୍ରାମାଂଚଳରେ ସମ୍ପୁର୍ଣ୍ଣ ଫେଲ ମାରିଛି । ତୁଲଣ୍ଡି ଗାଁ ପଟରେ ଯାଇଥିବା ସୁକତେଲ ନଦୀ ରେ ଜଳସ୍ତର ତଳକୁ ତଳ ଯାଉଛି । ନଦୀ ହୁଡାରେ ଖନନ କରାଯାଇଥିବା ଗଭିର ନଳକୂଳ ରେ ପାଣି ହେଉନାହିଁ ତେଣୁ ଏହାର ପ୍ରତିକାର ପାଇଁ ଗ୍ରାମବାସୀ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ରଙ୍କୁ ଗୁହାରି କରିଥିଲେ । ଶ୍ରୀ ମିଶ୍ର ଫୋନ ଯୋଗେ ବିଭାଗୀୟ ଯନ୍ତ୍ରୀ ଙ୍କ ସହ କଥା ହୋଇ ନଦୀ ମଧ୍ୟ ଭାଗରେ ଆଉ ଏକ ଇନଟେକ ୱେଲର ବ୍ୟବସ୍ଥା କରିବାକୁ କହିବା ସହ ସମସ୍ୟା ସମାଧାନ ନ ହେବା ପର‌୍ୟ୍ୟନ୍ତ ଗାଁବାସୀଙ୍କ ପାଇଁ ଆଉ ଏକ ନଳକୂପ ଖନନ ର ବ୍ୟବସ୍ଥା କରିବା ପାଇଁ କହିଥିଲେ । ଦେଓଗାଁ ବ୍ଲକ ଅନ୍ତର୍ଗତ ଗାଇବାହାଲ ପଂଚାୟତର ଲୋକେ ମଧ୍ୟ ବିଜୁଳି ସମସ୍ୟାକୁ ନେଇ ଶ୍ରୀ ମିଶ୍ରଙ୍କ ଆବାସିକ କାର‌୍ୟ୍ୟାଳୟକୁ ଆସି ଅଭିଯୋଗ ରଖିଥିଲେ । ଗାଁ ରେ ପ୍ରାୟତଃ ଗ୍ରାମବାସୀ ବିଜୁଳି ବିଲ ଠିକ୍ ସମୟରେ ପଇଠ କରୁଥିବା ବେଳେ ବାରମ୍ବାର ବିଜୁଳି ବିଭ୍ରାଟ ହେବା ଯୋଗୁଁ ପିଲାମାନଙ୍କର ପାଠ ପଢାରେ ବ୍ୟାଘାତ ସହ ଗରବ ଗୁଳିଗୁଳିରେ ଲୋକେ ଅତିଷ୍ଟ ହେବାରେ ଲାଗିଛନ୍ତି । ସେଠାରେ ଲାଗିଥିବା ୧୦୦ କେଭି ର ଟ୍ରାନ୍ସଫରମର ରେ ବାରମ୍ବାର ସମସ୍ୟା ଦେଖାଯାଉଛି । ଜନସଂଖ୍ୟା ଓ ବିଦ୍ୟୁତ ବିଭାଗ ସଂଖ୍ୟା ଦୃଷ୍ଟିରୁ ଏଠାରେ ୧୦୦ କେଭି ରୁ ୨ ଗୁଣ ଉର୍ଦ୍ଧ୍ୱ କ୍ଷମତା ସମ୍ପନ୍ନ ଟ୍ରାନ୍ସଫରମର ଆବଶ୍ୟକତା ଅଛି । ତେଣୁ ଟ୍ରାନ୍ସଫରମର ଏହି ଅପଗ୍ରେଡେସନ ପାଇଁ  ବ୍ୟବସ୍ଥା କରାଇବାକୁ ଲୋକେ ଦାବି

କରିଥିଲେ । ଏହାକୁ ନେଇ ବିଦ୍ୟୁତ ବିଭାଗ ଅଧିକ୍ଷଣ ଯନ୍ତ୍ରୀଙ୍କ ସହ ଶ୍ରୀ ମିଶ୍ର କଥା ହୋଇ  ଟ୍ରାନ୍ସଫରମର କୁ ଯେତେ ଶିଘ୍ର ହେବ ଅପଗ୍ରେଡେସନ କରେଇବା ପାଇଁ କହିଥିଲେ । ଏହି ଆଲୋଚନା ବେଳେ ସୁମନ୍ତ ସାମଲ, ଶୁଶାନ୍ତ ବିଶ୍ୱାଲ, ସମ୍ବିତ ଭୋଇ, ନରାକାର ମେହେର, ଦିବାକର ମେହେର, କାହ୍ନୁ ମେହେର, ଅନି ମାଝି, ଗୋବିନ୍ଦ ମେହେର, କୁମର ମେହେର, ଭୁବନ ରଣା,ଲବର ଜୁଏଡ, ବିକ୍ରମ ମେହେର ପ୍ରମୁଖ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026

You Might Also Like