-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||     

HOME   ଜିଲ୍ଲା

ଜୁନାଗଡ- କେନ୍ଦ୍ରୀୟ ପଣ୍ୟାଗାର ନିଗମର ସରକାରୀ ବାବୁ ଙ୍କ ଦବଙ୍ଗଗିରୀ 

12-Oct-2020



ଜୁନାଗଡ,12/10- ଏମିତି ଏକ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା ଜୁନାଗଡ ସ୍ଥିତ  ଓଡିଶା ପଣ୍ୟାଗାର ନିଗମର OSWC କାର୍ଯ୍ୟାଳୟରେ, ଜୟପାଟଣା ସ୍ଥିତ SM ରାଇସ୍ ମିଲରୁ ଦୁଇଟି ଚାଉଳ ବଝେଇ ଟ୍ରକ୍ ଜୁନାଗଡ OSWC ଗୋ ଡାଉନ ଆସିଥିଲା,  କିନ୍ତୁ ଗୋ ଡାଉନର କାର୍ଯ୍ୟରତ ଅଫିସର ବାବୁ ଚାଉଳ ଅତି ନିମ୍ନ ମାନର ବୋଲି ଅନ୍ ଲୋଡ କରିନଥିଲେ, ଖବର ପାଇ MS ରାଇସ୍ ମିଲର ମାଲିକ ସନତ କୁମାର ପଣ୍ଡା ଜୁନାଗଡ କାର୍ଯ୍ୟାଳୟ କୁ ଆସିଥିଲେ, ଓ ସେ  OSWC ର P.O ସହିତ କଥାବାର୍ତ୍ତା କରୁଥିବା ସମୟରେ CWCର P.0 ଭୋଲା ଶଙ୍କର ରାଓ  ନିଜ ଅଫିସ୍ କୁ ଛାଡ଼ି ସେ OSWC କାର୍ଯ୍ୟାଳୟ କୁ ଯାଇ ରାଇସ୍ ମିଲର ମାଲିକ ସନତ କୁମାର ପଣ୍ଡା ଙ୍କ  ସହିତ ପାଟିତୁଣ୍ଡ କରି ମାଡ ମାରିବା ସମୟରେ ପ୍ରଶାନ୍ତ ଦୁର୍ଗା ଛଡାଇ ବାକୁ ଚେଷ୍ଟା କରୁଥିବା ବେଳେ ତାଙ୍କୁ ମଧ୍ୟ ଠେଲା ପେଲା କରି ଜାତି ଆଣା ଆକ୍ଷେପ କରିଥିବା  ଅଭିଯୋଗ କରିଛନ୍ତି। 
ଏଠି ପ୍ରଶ୍ନ ବାଚୀସୃଷ୍ଟ ହେଉଛି, ଜଣେ ସରକାରୀ ବରିଷ୍ଠ କର୍ମଚାରୀ ତାଙ୍କ ନିଜ  ଅଫିସ କାର୍ଯ୍ୟାଳୟକୁ ଛାଡ଼ି OSWCକାର୍ଯ୍ୟାଳୟ କୁ କାହିଁକି ଯାଇଥିଲେ, ନାଁ ରାଇସ୍ ମିଲର ମାଲିକ ଙ୍କ ଠାରୁ ଚାଉଳ ଅତି ନିମ୍ନ ମାନର ବୋଲି କିଛି ଅର୍ଥ ଆଦାୟ କରିବା ପାଇଁ ଯାଇଥିଲେ, ତାହା ଅନୁସଂଧାନ କଲେ ପ୍ରକୃତ ବିଷୟ ଜଣାପଡିବ ବୋଲି ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଥିବା ଶୁଣିବାକୁ ମିଳୁଛି  ।

ଏହି ସରକାରୀ କର୍ମଚାରୀ ବାବୁ ଙ୍କର ସେତିକି ରେ ଆତ୍ମା ତୃପ୍ତି ହୋଇ ନଥିଲା, ସେ ଗୁଣ୍ଡା ପଠାଇ ରାସ୍ତାରେ ମାରିଦେବା ପାଇଁ ଚେଷ୍ଟା କରୁଥିବା ମଧ୍ୟ ରାଇସ୍ ମିଲର ମାଲିକ ଆମ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି,  ଏ ନେଇ ରାଇସ୍ ମିଲର ମାଲିକ ସନତ କୁମାର ପଣ୍ଡା ଓଡିଶା ପଣ୍ୟାଗାର ନିଗମର P.O ଭଲା ଶଙ୍କର ରାଓ ଙ୍କ  ନାମରେ ଜୁନାଗଡ ଥାନାରେ ଏତଲା  ଦେଇଥିବା ବେଳେ, ଜୁନାଗଡ ଥାନା ଭାର ପ୍ରାପ୍ତ ଅଧିକାରୀ  ଉତ୍ତମ ସାହୁ  , କେଶ୍ ନଂ 285/20 ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛନ୍ତି,  
 
ଏହି ଘଟଣା କୁ ଜାଣିବା ପାଇଁ  ଭଲା ଶଙ୍କର ରାଓ ଙ୍କ ସହିତ ଫୋନ୍ ମାଧ୍ୟମରେ ଯୋଗାଯୋଗ କରିବା ରୁ ସେ ମୁଁ କିଛି ବି କ୍ୟାମେରା ସମ୍ମୁଖରେ ପ୍ରକାଶ କରିବି ନାହିଁ  ମୋତେ ମୋର ଉର୍ଦ୍ଧ ଅଫିସର ମନା କରିଛନ୍ତି ବୋଲି  କହିବା ସହିତ ପରବର୍ତ୍ତୀ ସମୟରେ ଫୋନ୍ କୁ ସୁଇଚ୍ ଅଫ କରିଦେଇଥିଲେ । 
ଏହି ଘଟଣା କୁ ଥାନା ଅଧିକାରୀ କି  ପ୍ରକାର ତଦନ୍ତ କରି ଦବଙ୍ଗ ଗିରୀ ସରକାରୀ କର୍ମଚାରୀ ବାବୁ ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ  ତାହା ଜନ ସାଧାରଣ ଦେଖିବାକୁ ବାକି ରହିଲା ।
କଳାହାଣ୍ଡି ଜିଲ୍ଲା ରୁ ତ୍ରିନାଥ ବେଶ୍ରା ଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026
  ଜିଲ୍ଲା  
ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   05-Aug-2026

You Might Also Like