-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଓଡ଼ିଶା ସିଭିଲ ସର୍ଭିସ୍ ପରୀକ୍ଷାରେ ପ୍ରଥମ ସ୍ଥାନ ହାସଲ କରିଥିବା ବୁବୁନ ସାହୁଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

28-May-2026



ଭୁବନେଶ୍ବର(ସମୀର ରଞ୍ଜନ ନାୟକ): ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଓଡ଼ିଶା ସିଭିଲ ସର୍ଭିସ୍ (OCS) ପରୀକ୍ଷା-୨୦୨୪ରେ ପ୍ରଥମ ସ୍ଥାନ ଅଧିକାର କରିଥିବା କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ତୋଳଙ୍କପଡ଼ା ଗ୍ରାମର ଶ୍ରୀ ବୁବୁନ ସାହୁଙ୍କୁ ସମ୍ବର୍ଦ୍ଧିତ କରି ଏହି ଉଲ୍ଲେଖନୀୟ ସଫଳତା ପାଇଁ ଅଭିନନ୍ଦନ ଜଣାଇଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜନସେବା ହେଉଛି ପ୍ରଶାସନର ମୂଳ ଲକ୍ଷ୍ୟ। ଲୋକଙ୍କ ମଙ୍ଗଳ, ସୁଶାସନ ଏବଂ ଶେଷ ମାଇଲ ପର୍ଯ୍ୟନ୍ତ ସରକାରୀ ସେବା ପହଞ୍ଚାଇବାକୁ ଅଧିକ ଗୁରୁତ୍ୱ ଦେବା ସହିତ ସମାଜର ଶିଶୁ, ମହିଳା ଏବଂ ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗଙ୍କ ଉନ୍ନତି ପାଇଁ ସମର୍ପିତ ହୋଇ କାମ କରିବାକୁ ପରାମର୍ଶ ଦେଇଥିଲେ। ଜଣେ ଭଲ ପ୍ରଶାସକ ସହ ଜଣେ ଭଲ ମଣିଷ ଭାବେ ନିଜକୁ ଗଢ଼ି ତୋଳିବାକୁ ମୁଖ୍ୟମନ୍ତ୍ରୀ କହିଥିଲେ।
ଶ୍ରୀ ବୁବୁନ ସାହୁ ଗତ ବର୍ଷ ଓଡିଶା ପୋଲିସ୍ ସେବାରେ ଚୟନ ହୋଇଥିଲେ ଓ ବର୍ତ୍ତମାନ ଓଡ଼ିଶା ପୋଲିସରେ ଡିଏସପି ଭାବେ  ୨୦୨୬ ମାର୍ଚ୍ଚ ମାସରୁ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ରାଜ୍ୟ ପୁଲିସ ଏକାଡେମୀ (BPSPA)ରେ ପ୍ରଶିକ୍ଷଣ ନେଉଛନ୍ତି। ଶ୍ରୀ ସାହୁଙ୍କ ପିତା ଶ୍ରୀ ଭଗବାନ ସାହୁ ଜଣେ କୃଷକ ଏବଂ ମାତା ଶ୍ରୀମତୀ କୁଞ୍ଜଲତା ସାହୁ ଗୃହିଣୀ। ପୁଅର ଏହି ଅନନ୍ୟ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ଉଭୟଙ୍କୁ ମଧ୍ୟ ଅଭିନନ୍ଦନ ଜଣାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like