-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରେ ଓ ଏ ଏସ ଛାତ୍ରୀ ଶୀତଲ କୁଶଳ ଙ୍କୁ ଭବ୍ୟ ସମ୍ବର୍ଦ୍ଧନା*- *ଶୁଭେଛା ଓ ସଫଳତା କାମନା କଲେ ଜିଲ୍ଲାପାଳ*-

29-May-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )  ୧୩୪ ନମ୍ବର ରେଙ୍କ ରେ କୃତକାର୍ଯ୍ୟ  ହୋଇଥିବା ଓ ପ୍ରଥମ ଥର ପରୀକ୍ଷା ରେ ବିନା କୋଚିଂ ରେ  ସଫଳତା ପାଇଥିବା ସୋନପୁର ସହର ର ସୂଶ୍ରୀ ଶୀତଲ କୁଶଳ ଙ୍କୁ ବିଭିନ୍ନ ସଂଗଠନ ପକ୍ଷରୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରା ଯାଇଛି l ହୋଟେଲ ମୁନ କନଫରେନ୍ସ ହଲ୍ ଠାରେ ଆୟୋଜିତ ଏହି ସଭା ରେ ମୁଖ୍ୟ ଅତିଥି ଭାବରେ ଓ ଏ ଏସ ଅଫିସର ଶରତ ସେଠି, ସମ୍ମାନିତ ଅତିଥି ଭାବରେ ଡ଼ଃ ସଂତୋଷ ପାଢ଼ୀ, ଡଃ ଆର୍ତ୍ତ ତ୍ରାଣ ବାବୁ, ଜ୍ୟୋତି ରଞ୍ଜନ ପଟ୍ଟନାୟକ, ସମାଜ ସେବୀ ଶ୍ରୀବତ୍ସ ମଲ୍ଲିକ, ସମାଜ ସେବୀ ଗୋବିନ୍ଦ ମହାରଣା  ଯୋଗ ଦେଇ ଓ ଏ ଏସ କୃତି ଛତ୍ରୀ ଶୀତଲ କୁ ସମ୍ବର୍ଧନା ଜ୍ଞାପନ କରି ସଫଳତା କାମନା କରିଥିଲେ l  ଓ ଏ ଏସ ଶୀତଲ  ନିଜର ଅଭିଜ୍ଞତା ପ୍ରକାଶ କରି ତଳ ସ୍ତର ର ଲୋକ ଓ ସମାଜ ର ସବୁ ବର୍ଗ ର ଲୋକ ଙ୍କ ପାଇଁ ଉତ୍ତମ ସେବା ପ୍ରଦାନ କରିବି ଓ ସୋନପୁର ମାଟି ର ତଥା ଓଡ଼ିଶା ର ସୁନାମ ଅର୍ଜନ କରିବି ବୋଲି କହିଥିଲେ l ଆଜି ଶୀତଲ ଭୁବନେଶ୍ୱର ରୁ ସୋନପୁର ଫେରିବା ପରେ  ବସଷ୍ଟାଣ୍ଡ ରୁ ସୁରେଶ୍ଵରୀ ମନ୍ଦିର ଯାଏ ଓ ପରେ ନିଜ ବାସ ଭବନ ଯାଏଁ ଏକ ଭବ୍ୟ ସ୍ୱାଗତ କରି ଶୀତଲ କୁ ଶହ ଶହ ଶୁଭେଚ୍ଛୁ ପାଛୋଟି ନେଇଥିଲେ l  ଶୀତଲ ସୋନପୁର ପହଞ୍ଚିଲା ପରେ ପ୍ରଥମେ ମା ସୁରେଶ୍ଵରୀ ଙ୍କ ଦର୍ଶନ ଲାଭ କରି ଆଶୀର୍ବାଦ ଭିକ୍ଷା କରିଥିଲେ l ଶୀତଲ ର ପିତା ଅଭିମନ୍ୟୁ କୁଶଳ ଓ ଭଉଣୀ କାଜଲ କୁଶଳ ଏ ସଫଳତା ଉପରେ ନିଜ ନିଜର ଅନୁଭୂତି ପ୍ରକାଶ କରି ମା ସୁରେଶ୍ଵରୀ ଙ୍କ ଠାରେ ସୋନପୁର ବାସୀ ଙ୍କ ଠାରେ କୃତଜ୍ଞ ବୋଲି କହିଥିଲେ l 
ସମ୍ବର୍ଧନା ସଭା କୁ ପ୍ରାଧ୍ୟାପକ ମଦନ ସୁନ୍ଦର ଖେତି ଓ ସାମ୍ୱାଦିକ ମନୋରଞ୍ଜନ ତ୍ରିପାଠି ସଂଯୋଜନା କରିଥିବା ବେଳେ ଅଧ୍ୟାପକ କ୍ଷୀରୋଦ ମେହେର ଧନ୍ଯବାଦ ଅର୍ପଣ କରିଥିଲେ l 
ଶୀତଲ ସୋନପୁର ପହଞ୍ଚିଲା ପରେ ଆଜି ସୁବର୍ଣ୍ଣପୁର ସହର ର  ଶହ ଶହ ଶୁଭେଚ୍ଛୁ ଛାତ୍ର ଛାତ୍ରୀ ଓ ବୁଦ୍ଧିଜୀବି ଙ୍କ ଶୀତଲ ର ବାସ ଭବନ ରେ  ଭିଡ଼ ଲଗାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ   05-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026
  ଜିଲ୍ଲା  
ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   04-Nov-2026
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026

You Might Also Like