-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ସୋସିଆଲ ମିଡିଆରେ ସୁରକ୍ଷା ସୂଚନା ସେୟାର୍‌ କଲେ କଡ଼ା କାର୍ଯ୍ୟାନୁଷ୍ଠାନ♦️ ସମସ୍ତ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ଗୃହ ବିଭାଗ ତରଫରୁ କଡ଼ାନିର୍ଦେଶ

29-May-2026



ଭୁବନେଶ୍ୱର(ସମୀର ରଞ୍ଜନ ନାୟକ): ଭିଭିଆଇପିଙ୍କ ଗସ୍ତ ସୂଚନା ଲିକ୍‌ ନେଇ କଡ଼ା ସତର୍କତା ଜାରି କରିଛନ୍ତି ସରକାର। ସୋସିଆଲ ମିଡିଆରେ ସୁରକ୍ଷା ସୂଚନା ଶେୟାର୍‌ କଲେ ଏଣିକି ହେବ କାର୍ଯ୍ୟାନୁଷ୍ଠାନ। ଘଟଣାକୁ ଗୁରୁତ୍ୱର ସହ ନେଇ ଓଡ଼ିଶା ସରକାର କଡ଼ା ସତର୍କତା ଜାରି କରିଛନ୍ତି। ଗୃହ ବିଭାଗ ପକ୍ଷରୁ ଡିଜିପି ଓ ଆଇଜି, ଗୁପ୍ତଚର ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର।ନୂଆଦିଲ୍ଲୀ ସ୍ଥିତ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଭିତ୍ତିରେ ରାଜ୍ୟ ଗୃହ ବିଭାଗ ଏହି ତ୍ୱରିତ ପଦକ୍ଷେପ ଗ୍ରହଣ କରିଛି। ଗୃହ ବିଭାଗର ଅତିରିକ୍ତ ଶାସନ ସଚିବ ଭବେଶ କୁମାର ନାୟକ ଏକ ସ୍ୱତନ୍ତ୍ର ଚିଠି ଜରିଆରେ ପୋଲିସ ମହାନିର୍ଦ୍ଦେଶକ (DGP), ଗୁଇନ୍ଦା ନିର୍ଦ୍ଦେଶକ, ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧୀକ୍ଷକ (SP) ମାନଙ୍କୁ ସତର୍କ କରାଇଛନ୍ତି। ଭିଭିଆଇପିଙ୍କ ଟିକିନିଖି କାର୍ଯ୍ୟକ୍ରମ, ସୁରକ୍ଷା ବ୍ୟବସ୍ଥା ଏବଂ ପରିଚାଳନାଗତ ତଥ୍ୟ ଆଦାନପ୍ରଦାନ ବେଳେ ବ୍ୟାପକ ସତର୍କତା ଅବଲମ୍ବନ କରିବାକୁ ଏହି ଚିଠିରେ ସ୍ପଷ୍ଟ ନିର୍ଦ୍ଦେଶ ଦିଆଯାଇଛି।ସାମାଜିକ ଗଣମାଧ୍ୟମ ବା ସୋସିଆଲ ମିଡିଆ ପ୍ଲାଟଫର୍ମରେ ଭିଭିଆଇପିଙ୍କ ଗସ୍ତ ସୂଚନା ଭାଇରାଲ୍ ହେବା ଘଟଣାକୁ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ଯଦି କୌଣସି ଅଧିକାରୀ ବା କର୍ମଚାରୀ ପ୍ରୋଟୋକଲ୍ ଉଲ୍ଲଂଘନ କରନ୍ତି କିମ୍ବା ବିନା ଅନୁମତିରେ ଏହି ଗୁପ୍ତ ତଥ୍ୟ ସେୟାର କରନ୍ତି, ତେବେ ସେମାନଙ୍କ ବିରୋଧରେ କଠୋର ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଗୃହ ବିଭାଗ ଚେତାବନୀ ଦେଇଛି। ଏହା ସହିତ ସମସ୍ତ ବିଭାଗକୁ ନିଜର ଆଭ୍ୟନ୍ତରୀଣ ତଦାରଖ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବିନା ଉଚ୍ଚ କର୍ତ୍ତୃପକ୍ଷଙ୍କ ଅନୁମତିରେ ଭିଭିଆଇପିଙ୍କ ଗମନାଗମନ କିମ୍ବା ସୁରକ୍ଷା ଯୋଜନା ସମ୍ବନ୍ଧୀୟ କୌଣସି ବି ସମ୍ବେଦନଶୀଳ ସୂଚନା ସାର୍ବଜନୀନ ଭାବେ ବା ଇଲେକ୍ଟ୍ରୋନିକ୍ ମାଧ୍ୟମରେ ସେୟାର କରାଯାଇପାରିବ ନାହିଁ ବୋଲି ସରକାର ସ୍ପଷ୍ଟ କରିଛନ୍ତି


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like