-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ମହିଳା ବାଥରୁମରେ ସ୍ପାଏ କ୍ୟାମେରା : ଏସପିଙ୍କ ତତ୍ତ୍ବାବଧାନରେ ଚାଲିଛି ତନାଘନା

29-May-2026




 କଟକ(ପ୍ରେରଣା ଖବର)   ଜଗତସିଂହପୁରଜିଲ୍ଲା ପରିଷଦ ମହିଳା ବାଥରୁମରେ ସ୍ପାଏ କ୍ୟାମେରା ଲଗାଯିବା ଘଟଣାକୁ ନେଇ ଆଲୋଡ଼ନ ସୃଷ୍ଟି ହୋଇଛି। ଜଣେ ମହିଳା କର୍ମଚାରୀ ବାଥରୁମ୍ ବ୍ୟବହାର କରିବା ସମୟରେ ସ୍ପାଏ କ୍ୟାମେରା ଖସି ପଡ଼ିଥିଲା। କ୍ୟାମେରା ଦେଖି ମହିଳା ଭୟଭୀତ ହୋଇ ପଡ଼ିଥିଲେ। ଏ ନେଇ ଜିଲ୍ଲା ପରିଷଦ ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀଙ୍କୁ ଜଣାଇଥିଲେ। ଜିଲ୍ଲା ପରିଷଦ କର୍ତ୍ତୃପକ୍ଷ ଜିଲ୍ଲାପାଳଙ୍କୁ ଅବଗତ କରିଥିଲେ। ଜିଲ୍ଲାପାଳ ଘଟଣା ସମ୍ପର୍କରେ ତଦନ୍ତ କରିବା ଲାଗି ଏସପିଙ୍କୁ ଜଣାଇଥିଲେ। ଏ ସମ୍ପର୍କରେ ଅତିରିକ୍ତ ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ତଥା ତିର୍ତ୍ତୋଲ ବିଡିଓ ତିର୍ତ୍ତୋଲ ଥାନାରେ ଏତଲା ଦେବା ପରେ ପୁଲିସ ମାମଲା ରୁଜୁ କରିଛି। ଏହା ଏକ ସମ୍ବେଦନଶୀଳ ମାମଲା ହୋଇଥିବାରୁ ଏସପିଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ତଦନ୍ତ ଜାରି ରହିଛି।
ଏଠାରେ ପ୍ରଶ୍ନ ଉଠୁଛି ଏହି ସ୍ପାଏ କ୍ୟାମେରାକୁ ଲଗାଇଲା କିଏ? କୌଣସି ପୁରୁଷ କର୍ମଚାରୀ ନା ମହିଳା କର୍ମଚାରୀ? ମହିଳାଙ୍କ ଅଶ୍ଳୀଳ ଫଟୋ ଓ ଭିଡିଓ ରଖି ବ୍ଲାକମେଲିଂ ଉଦ୍ଦେଶ୍ୟରେ ଲଗାଯାଇଛି ନା ପ୍ରତିଶୋଧ ନେବାକୁ ଏହି କ୍ୟାମେରା ଖଞ୍ଜାଯାଇଛି? ନିର୍ଦ୍ଦିଷ୍ଟ ମହିଳାଙ୍କର ଭିଡିଓ, ଫଟୋ ଉତ୍ତୋଳନ କରାଯାଇଛି ନା ଅନେକ ମହିଳା କର୍ମଚାରୀ ଏହି ଜାଲରେ ଫସିଛନ୍ତି? କେତେଦିନ ପୂର୍ବରୁ ଲଗାଯାଇଛି? କ୍ୟାମେରା କିଏ କିଣିଥିଲା? ତାହାର ସରଜମିନ୍ ତଦନ୍ତ କରୁଛି ପୁଲିସ।
ପୂରା କାର୍ଯ୍ୟାଳୟରେ ସିସିଟିଭି କ୍ୟାମେରା ଲାଗିଥିବା ବେଳେ ମହିଳା ବାଥରୁମକୁ କେହି ପୁରୁଷ ପ୍ରବେଶ କରିଛନ୍ତି କି ତାକୁ ନେଇ ଯାଞ୍ଚ କରାଯାଉଛି। ଯଦି କେହି ପୁରୁଷ ପ୍ରବେଶ କରି ନ ଥିବେ ତାହେଲେ ତଦନ୍ତ ପ୍ରକ୍ରିୟା ଟିକେ ଲମ୍ବା ହୋଇପାରେ ବୋଲି କୁହାଯାଉଛି। କିନ୍ତୁ ଏହି ଘଟଣାକୁ ନେଇ ଜିଲ୍ଲା ପରିଷଦ କାର୍ଯ୍ୟାଳୟରେ କମ୍ପନ ସୃଷ୍ଟି ହୋଇଛି


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like