-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ବିଜୁ ବାବୁଙ୍କ ସମ୍ପତ୍ତି ହଡ଼ପ ପାଇଁ ଚାଲିଛି ଷଡ଼ଯନ୍ତ୍ର : ଦେବାଶିଷ ସାମନ୍ତରାୟ

29-May-2026



କଟକ ( ତପନ ମହାନ୍ତି ) : ପଦ୍ମ ଧରିବା ପରେ ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ I ପ୍ରେସମିଟ୍ ? କରି ବର୍ଷି ଲେ ପୂର୍ବତନ

ରାଜ୍ୟସଭା ସାଂ ସାଂସଦ। କହିଲେ ନବୀନ ବାବୁଙ୍କୁ ମୋତେ ଦେଖା କରେଇ ଦେଲେନି I ବିଜୁ ବ ବାବୁଙ୍କ ସମ୍ପତ୍ତି ହଡ଼ପ ପାଇଁ ଷଡ଼ଯନ୍ତ୍ର ଚାଲିଛି I ବିଜେଡିର ଏବେ ବାପା, ମା ନ ନଥୁବା ଭଳି ସ୍ଥିତି I ଏନଡିଏ ସହ ମୋ ରାଜନୈତିକ କ୍ୟାରିଅର ଆରମ୍ଭହୋଇଥୁଲା ନ‌ଥୁଲା I I ବିଜେପିରେ ମିଶିବା ପରେ ମୋତେ ଘରକୁ ଫେରିବା ଭଳି ଅନୁଭବ ହେଉଛି I ସେହିପରି ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କରି ଦେବାଶିଷ କହିଛନ୍ତି ଯେ, ମୋହନ ସରକାର ହେଉଛନ୍ତି ଲୋକଙ୍କ ସରକାର I କଟକର ବିଜେଡି ସଙ୍ଗଠନ ମୋ ସହ ଆସି ସାଗି ସାରିଲେଣି I ବାରବାଟୀ କଟକର ୨୮ ବିଜେଡି କର୍ପୋରେଟର ମୋ ସହିତ ଅଛନ୍ତି I ସେପଟେ ପ୍ରେସମିଟ୍ ? କରି ଦେବାଶିଷ ସାମନ୍ତରାୟଙ୍କଙ୍କୁ କଟାକ୍ଷ କଲା ବିଜେଡି I ଦ ଦଳ ମୁଖପାତ୍ର ଲେନିନ ମହାନ୍ତି କହିଛନ୍ତି ଯେ, ଯେ, ପ୍ରଲୋଭିତ ପ୍ରଳେ କରେଇବା ଓ ପ୍ରଲୋଭିତ ହେବାର ଟ୍ରେଣ୍ଡ ଏବେ ଦେଶରେ ଚାଲିଛି I ଗୋଟିଏ ଏ ଦଳ ଲୋକଙ୍କୁ ପ୍ରୋଳି ପ୍ରାଲିଭିତ କରୁଛି I ସେହି ପ୍ରସେସରେ ଦୁଇ ଦିନ ତଳେ ଳ ଜଣେ ନେତା ଆମ ଦଳ ଛାଡିଛନ୍ତି । ଦଳର ଭଲ ସମୟରେ ଥିଲେ, ବିଜେଡିରୁ ପଦ ପଦବୀ ପାଇଥିଲେ I ପୂର୍ବରୁ କିଛି ଜଣ ଜଣ ଯାଇଥିଲେ | ହେଲେ । ତାଙ୍କୁ ଦେଖୁବାକୁ ମିଳୁନାହିଁ I ଏବେ ଦେବାଶିଷ ସାମନ୍ତରାୟ ଗଲେ I ଦଳ ଯେତେ ବେଳେ ବିରୋଧୀ ଦଳରେ ଅଛି I ସେ ସମୟରେ ଫେରିଛି I ବିଜେପିରେ ଏବେ ପଲିଟିକାଲ ଟସଲ କହୁଛନ୍ତି ମୁଁ ଏ€ [ ଏବେ ପୁରୁଣା ଘରକୁ ପେ ଚାଲିଛି। ଦେବାଶିଷ ବାବୁ ଟ୍ରାପରେ ପଡିଲେ I ନବୀନ ବାବୁ ଆପଣଙ୍କୁ ୫ ଥର ଟିକେଟ ଦେବା ସହ ରାଜ୍ୟସଭାବ ।ଜ୍ୟସଭାକୁ ପଠାଇଛନ୍ତି I ଯଦି ଅଣନିଶ୍ୱାସୀ ହେଉଥିଲେ ତାହାଲେ କାହିଁକି ସେତେବେଳେ ବେଳେ ଇସ୍ତଫା ଦେଇ ଦେଲେ ନାହିଁ ବୋଲି ପ୍ରଶ୍ନ କରିଛନ୍ତି ଲେନିନା  ସେ କହିଛନ୍ତି ଯେ, ଦେବାଶିଷ ବିଜେଡି କର୍ମୀଙ୍କୁ ଚ୍ୟାଲେଞ୍ଜ ଦିଅନ୍ତୁ ନାହିଁ। ଆପଣ କେତେ ବାଟ ଯାଇ ପାରିବେ ଆମେ ଦେଖୁଛୁ I ଏତେ ଉଲ୍ଲସିତ ହୁଅନ୍ତୁ ନାହିଁ । ଯଦି ବିଜେଡି ସଂଗଠନ ତାଙ୍କ ସହ ଅଛି ତାହାଲେ ଗତକାଲି କାହିଁକି ବିମାନ ବନ୍ଦରରେ କେହି ନଥୁଲେ ବୋଲି ବାଲି ପ୍ରଶ୍ନ କରିଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like