-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||      ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   (05-Nov-2026)       ||      କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||      ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||     

HOME   ଜିଲ୍ଲା

ଅପରାଧୀଙ୍କ ଉପରେ କଡ଼ା ଆକ୍ସନ ନେବାକୁ ନିର୍ଦ୍ଦେଶ |

29-May-2026



କଟକ (ତପନ ମହାନ୍ତି ) ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ପୋଲିସ ଡିଜି ଓ୍ବାଇ.ବି ଖୁରାନିଆଙ୍କ ପ୍ରତିକ୍ରିୟା । ସବୁ ଜିଲ୍ଲା ଏସପିଙ୍କୁ ଅପରାଧୀଙ୍କ ତାଲିକା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇ । ଅପରାଧୀଙ୍କ ଉପରେ କଡ଼ା ଆକ୍ସନ ନେବାକୁ ନିର୍ଦ୍ଦେଶ ।୫ ହଜାର ୭ ଶହରୁ ଅଧିକ ଅପରାଧୂଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା ଜାରି କରାଯାଇଛି। ମାଳ ମାଳ ଅପରାଧରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ତଡିପାର ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ୨୦ ଜିଲ୍ଲାରେ ସାଇବର ଅପରାଧୀଙ୍କ ଉପରେ ରହିଛି ନଜର। ସରେଣ୍ଡର ନକଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ବୋଲି ଡିଜିପି ଚେତାବନୀ ଦେଇଛନ୍ତି। ପୋଲିସର ଥାର୍ଡ଼ ଡିଗ୍ରୀର ସେଭଳି କୌଣସି ଉଦ୍ଦେଶ୍ୟ ନାହିଁ। ଓଡ଼ିଶାରେ ବାଂଲାଦେଶୀଙ୍କ ଉପରେ କଡ଼ା ନଜର ରହିଛି । ବିଭିନ୍ନ ଥାନା ଓ ମେରାଇନ ଥାନାକୁ ନିର୍ଦ୍ଦେଶ ଦିଆଯାଇଛି ନଜର ରଖୁବା ପାଇଁ । ପୋଲିସର ଏନକାଉଣ୍ଟର ଉଦ୍ଦେଶ୍ୟ ନୁହେଁ, ପୋଲିସ ଉପରେ ଯେତେବେଳେ ଅପରାଧୀ ଆକ୍ରମଣ ବା ଗୁଳି ଚାଳନା କିମ୍ବା ବମିଙ୍ଗ କରିଥାନ୍ତି ପୋଲିସ ନିଜର ସେଲ୍ଫ ଡିଫେନ୍ସ ପାଇଁ ଏନକାଉଣ୍ଡର କରିଥାଏ ବୋଲି ପୋଲିସ ଡିଜି ଶ୍ରୀ ଖୁରାନିଆ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   05-Nov-2026
  ରାଜ୍ୟ  
ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   05-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ   05-Nov-2026
  ଜିଲ୍ଲା  
କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   05-Nov-2026
  ଜିଲ୍ଲା  
ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ   05-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026
  ଜିଲ୍ଲା  
ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   04-Nov-2026
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026

You Might Also Like