-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ଆତ୍ମଗୌରବ ଦିବସ ଅବସରରେ ନୂଆଦିଲ୍ଲୀ ରେ ବଲାଙ୍ଗୀର ଜିଲ୍ଲା ଦେଢଗାଁର ଓଡ଼ିଆ ପୁଅ ବଳଦେବ ବାଗଙ୍କୁ ସମ୍ମାନିତ କଲା ଆଦିଲୀଳା ଫାଉଣ୍ଡେସନ

29-May-2026



ବଙ୍ଗୋମୁଣ୍ଡା(ପ୍ରେରଣା ଖବର): ସାଂସ୍କୃତିକ, ସାମାଜିକ ଓ ଶିକ୍ଷାଗତ ବିକାଶ କ୍ଷେତ୍ରରେ ସକ୍ରିୟ ଭାବେ କାର୍ଯ୍ୟରତ ପ୍ରତିଷ୍ଠିତ ସଂସ୍ଥା ‘ଆଦିଲୀଳା ଫାଉଣ୍ଡେସନ’ ପକ୍ଷରୁ ନୂଆଦିଲ୍ଲୀସ୍ଥିତ ଆନ୍ଧ୍ର–ତେଲେଙ୍ଗାନା ଭବନ ରେ ଆୟୋଜିତ ଭବ୍ୟ ସମାରୋହରେ ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଦେଢଗାଁ ର ଓଡ଼ିଆ ପ୍ରତିଭା ବଳଦେବ ବାଗଙ୍କୁ ସମ୍ମାନିତ କରାଯାଇଛି।ମହାନ ନେତା ଏବଂ ପଦ୍ମଶ୍ରୀ ଡ଼. ଏନ୍‌.ଟି. ରାମାରାଓଙ୍କ ଜୟନ୍ତୀ ଅବସରରେ ପାଳିତ ‘ଆତ୍ମଗୌରବ ଦିବସ’ କାର୍ଯ୍ୟକ୍ରମରେ ଏହି ସମ୍ମାନ ପ୍ରଦାନ କରାଯାଇଥିଲା। ଆନ୍ଧ୍ରପ୍ରଦେଶ ସରକାରଙ୍କ ଭାଷା ଓ ସଂସ୍କୃତି ବିଭାଗର ସହଯୋଗରେ ଆୟୋଜିତ ଏହି ଉତ୍ସବରେ ବଳଦେବ ବାଗଙ୍କ ସାମାଜିକ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନକୁ ସ୍ୱୀକୃତି ଦେଇ ମାନପତ୍ର ଓ ସ୍ମାରକୀ ପ୍ରଦାନ କରାଯାଇଥିଲା।ଏହି ଭବ୍ୟ କାର୍ଯ୍ୟକ୍ରମରେ ଭାରତ ସରକାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଡାଇରେକ୍ଟର ଜେନେରାଲ ଡ଼. ସୁଭାଷ, ଆଦିଲୀଳା ଫାଉଣ୍ଡେସନର ଜାତୀୟ ଅଧ୍ୟକ୍ଷ ଡ଼. ଆଦିନାରାୟଣ, ସାମାଜିକ ପ୍ରବର୍ତ୍ତକ ଏବଂ ରିଟେଲସ୍ପାର୍କ ଆପ୍‌ର ସହ-ସଂସ୍ଥାପକ ବାକି ବାଇରି ରେଡ୍ଡି, ପ୍ରସିଦ୍ଧ ସିନେ ତେଲୁଗୁ ଅଭିନେତା  ଏବଂ ନିର୍ଦ୍ଦେଶକ ଚନ୍ଦ୍ରହାସ, ବିଭାଗ ଫାଉଣ୍ଡେସନର ସିଇଓ ଶ୍ରୀ ୱେଣୁଗୋପାଳ (କୋଇମ୍ବାତୁର), ଯୁଗ୍ମ ସଚିବ ଶ୍ରୀ ରାଜୀବ ଦ୍ୱିବେଦୀ, ଭାରତ ସରକାରଙ୍କ ପାର୍ଲାମେଣ୍ଟ ସଚିବ ଶ୍ରୀ ସତ୍ୟନାରାୟଣ, ଏନ୍‌.ଡି.ଏଫ୍‌.ସି. ଦିଲ୍ଲୀର ଉପନିର୍ଦ୍ଦେଶିକା ମ୍ୟାଡାମ କୌଶିକ ଏବଂ ବିଶିଷ୍ଟ ଚିକିତ୍ସକ ଡ଼. କେ.ବି. କୁପ୍ପୁସ୍ୱାମୀଙ୍କୁ ‘ଲାଇଫଟାଇମ ଏଚିଭମେଣ୍ଟ ଆୱାର୍ଡ’ ପ୍ରଦାନ କରାଯାଇଥିଲା। ସେହିପରି ପ୍ରୋଫେସର ଦୀପକ କୁମାର ମିଶ୍ର ସହ ଅନେକ ଗଣ୍ୟମାନ୍ୟ ବ୍ୟକ୍ତିବିଶେଷ ଏହି ଅବସରରେ ଉପସ୍ଥିତ ଥିଲେ।ଜାତୀୟ ସ୍ତରରେ ମିଳିଥିବା ଏହି ସମ୍ମାନ ବଲାଙ୍ଗୀର ସହ ସମଗ୍ର ଓଡ଼ିଶା ପାଇଁ ଗୌରବର ବିଷୟ ହୋଇଥିବାବେଳେ, ଏହା ରାଜ୍ୟର ଯୁବପିଢ଼ୀଙ୍କୁ ସାମାଜିକ ସେବା, ସଂସ୍କୃତି ଓ ସୃଜନଶୀଳ କାର୍ଯ୍ୟ ପ୍ରତି ଅଧିକ ପ୍ରେରଣା ଯୋଗାଇବ ବୋଲି ମତ ପ୍ରକାଶ ପାଇଛି।(ଫଟୋ ସହ)


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like