-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

*ସ୍ୱାମୀ ବିବେକାନନ୍ଦ କଲେଜ ବରପାଲିରେ ସମ୍ବର୍ଦ୍ଧନା ଉତ୍ସବ ଉଦଯାପିତ*

29-May-2026



ବରପାଲି (ସୁଦାମ ଦୀପ )
ବରଗଡ଼ ଜିଲ୍ଲା ଅନ୍ତର୍ଗତ ବରପାଲି ବ୍ଲକ ସ୍ଥିତ ସ୍ଵାମୀ ବିବେକାନନ୍ଦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚଳିତ ବର୍ଷ ବାର୍ଷିକ ପରୀକ୍ଷା ଫଳାଫଳରେ କୃତିତ୍ଵ ଅର୍ଜନ କରିଥିବା ଛାତ୍ରଛାତ୍ରୀ ଙ୍କୁ ଏକ ସମ୍ୱର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଶ୍ରୀଯୁକ୍ତ ଜିତେନ୍ଦ୍ର ସାହୁ ଙ୍କ ଅଧ୍ୟକ୍ଷତାରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା। ଏହି ଉତ୍ସବରେ ବରପାଲି ତହସିଲଦାର ଶ୍ରୀଯୁକ୍ତ ରୁକ୍ମଣ ମେହେର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ବ୍ଲକ୍ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ମୁକୁନ୍ଦ ମାହାରା ସମ୍ମାନିତ ଅତିଥି ରୂପେ ଯୋଗଦେଇ କାର୍ଯ୍ୟକ୍ରମକୁ ସଫଳ କରିଥିଲେ । ଏଥିରେ କଲେଜ୍ ପ୍ରତିଷ୍ଠାତା ଶ୍ରୀଯୁକ୍ତ ଆଲୋକ କୁମାର ଗୁପ୍ତା ଏବଂ ଶ୍ରୀଯୁକ୍ତ ତରଣି ସେନ୍ ବାରିକ ଙ୍କ ସମେତ ପୂର୍ବତନ ଅଧ୍ୟକ୍ଷ ଶ୍ରୀଯୁକ୍ତ ଶରତ ଚନ୍ଦ୍ର ପ୍ରଧାନ ସାର୍, କଲେଜର ଅନ୍ୟାନ୍ୟ ଅଧ୍ୟାପକ ଅଧ୍ୟାପିକା କୃତି ଛାତ୍ରଛାତ୍ରୀ ଉପସ୍ଥିତ ରହିଥିଲେ  । ମୁଖ୍ୟ ଅତିଥି ରୁକ୍ମଣ ମେହେର ତଥା ବ୍ଲକ୍ ଶିକ୍ଷାଧିକାରୀ କୃତି ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଉଭୟ କଳା ଓ ବିଜ୍ଞାନ ବିଭାଗରେ ଯଥା କ୍ରମେ ରୋଜାଲିନ ଥପା ୯୨.୫ % ( ୫୫୫ ମାର୍କ ) ରଖି ବରପାଲି ବ୍ଲକ ଟପ୍ପର ହୋଇଥିବା ବେଳେ ଗୁଲସନ୍ କୁମାର ମହାକୁର ୮୦ % ପ୍ରତିଶତ ମାର୍କ ରଖି କଲେଜ୍ ପାଇଁ ଗୌରବ ଆଣିଥିଲେ । ସେହିପରି ମୋନାଲିସା ଭୋଇ ୮୭ % , ଶ୍ରୁତିରେଖା ମଲିକ୍ ୮୬ % ,  ଗିରିଧାରୀ ସାହୁ ୭୮% , ରିତିକ୍ ବେହେରା ୭୭% , ସ୍ନେହା ଭୋଇ ୭୫% ମାର୍କ ରଖି ନିଜ କଠିନ ପରିଶ୍ରମର ପରାକାଷ୍ଠା କୁ ପ୍ରଦର୍ଶିତ କରିଛନ୍ତି । ଏହା ସମେତ କଲେଜ୍ ର ୭୦ ରୁ ଉର୍ଦ୍ଧ୍ବ ପରୀକ୍ଷାର୍ଥୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିଲେ  । ସମସ୍ତ ଛାତ୍ରଛାତ୍ରୀଙ୍କୁ ମୁଖ୍ୟ ଅତିଥି ଅଭିବାଦନ ଜଣାଇବା ସହ ନିଜର ଅଭିଭାଷଣରେ କହିଥିଲେ ଏଇ ସଫଳତା ଶେଷ ନୁହେଁ ଆରମ୍ଭ ମାତ୍ର । Self Motivation ଦ୍ଵାରା ଜଣେ ଅସମ୍ଭବକୁ ସମ୍ଭବ କରିପାରିବ ଏହା କହି ଉତ୍ତମ ମାର୍ଗରେ ଗତିଶୀଳ ହେବାକୁ ପରାମର୍ଶ ଦେଇଥିଲେ । ସେପରି ବ୍ଲକ୍ ଶିକ୍ଷାଧିକାରୀ ବରପାଲି ବ୍ଲକରେ ଥିବା ୯ଟି କଲେଜ୍ ମଧ୍ୟରେ ସ୍ୱାମୀ ବିବେକାନନ୍ଦ କଲେଜ ର ଛାତ୍ରୀ ରୋଜାଲିନ ଥପା ପ୍ରଥମ ସ୍ଥାନରେ ରହି କଲେଜ୍ ପାଇଁ ଗୌରବ ଆଣିଥିବାରୁ ତାଙ୍କ କଠିନ ଅଧ୍ୟବସାୟ ସାଙ୍ଗକୁ କଲେଜର ଅଧ୍ୟାପକ ଅଧ୍ୟାପିକାଙ୍କ ମାର୍ଗ ଦର୍ଶନକୁ ପ୍ରଶଂସା କରିଥିଲେ । ସେ ନିଜେ ବକ୍ତବ୍ୟରେ କହିଥିଲେ,  ନିଜକୁ ସବୁବେଳେ ଶିଷ୍ୟ ରୂପରେ ବିଚରା କରୁଥିବା ବ୍ୟକ୍ତି ସମାଜରେ ଯୋଗ୍ୟତମ ବ୍ୟକ୍ତିଙ୍କ ମଧ୍ୟରୁ ଜଣେ ହୋଇଥାଏ , ନିଜକୁ ଆଗକୁ ନେବା ସାଙ୍ଗକୁ ଅନ୍ୟମାନଙ୍କୁ ଆଗକୁ ନେଇ ପାରେ । ଶେଷରେ ସମସ୍ତ କୃତି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରି ଶୁଭେଚ୍ଛା ଜଣାଇଥିଲେ । ଏହାପରେ କୃତି ଛାତ୍ରଛାତ୍ରୀ ନିଜ ମତାମତ ରଖିଥିଲେ । କାର୍ଯ୍ୟକ୍ରମକୁ ଓଡ଼ିଆ ଅଧ୍ୟାପକ ଶ୍ରୀମାନ୍ ଦିନ ଛତର ପରିଚାଳନା କରିଥିଲେ। ଶେଷରେ ଇଂରାଜୀ ଅଧ୍ୟାପିକା ସୁଶ୍ରୀ ଶାଳିନି ମେହେର ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like