-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||     

HOME   ଜିଲ୍ଲା

ବିନାସୂଚନା ଫଳକ ରେ ଚାଲିଛି ଚେକଡେମ କାମ

29-May-2026



ଆଗଲପୁର, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ନୁନିଆପାଲି ଗ୍ରାମ ପଞ୍ଚାୟତ ଅମରାମୁଣ୍ଡା ଗ୍ରାମ ନିକଟସ୍ଥ କୁଲାରି ନାଳ।ରେ ନୂତନ ନିର୍ମିତ ଚେକଡେ ମ କାମ ଚାଲିଛି l ହେଲେ ଉକ୍ତ କାମଟି ବିନା ସୂଚନା ଫଳକ ରେ ଚାଲିଛି ଯାହାକି କେଉଁ ଅନୁଦାନ ରାଶି ,କେତେ ଟଙ୍କାର କାମ, କେଉଁ ଫଣ୍ଡ ରୁ ଆସିଛି , ଠିକ।ଦ।ର କିଏ , ସମୟ ସୀମା କେବେ ଠାରୁ କେବେ ସରିବ, କୌଣସି ସୂଚନା ଦିଆଯାଇ ନାହିଁ । ତେଣୁ ଚାଷୀ ,ଜନସାଧାରଣ କୌଣସି ତଥ୍ୟ ଜାଣିପାରୁ ନାହିଁ । ଉକ୍ତ ନାଳରେ କ୍ଷୀପ୍ର ଗତିରେ ବନ୍ୟା ଜଳ , ବର୍ଷା ଜଳ ପ୍ରବାହିତ ହୋଇଥାଏ ତେଣୁ ଏହାକୁ ଅଟକାଇ ବା ପାଇଁ ଚେକଡେମ ନିର୍ମାଣ ଚାଲିଛି । ଅଞ୍ଚଳ ରେ ଭରସୂଜା ଓ ଅମରାମୁଣ୍ଡା ର ଶତାଧିକ ଚାଷୀ ଉପକୃତ ହେବେ ବୋଲି ସୂଚନା ମିଳିଛି । ଏହି କାମ କୁ ଠିକ୍ ଭାବେ କାମ ନ କଲେ ଆଗାମୀ ବର୍ଷା ଦିନରେ ଭୁଶୁଡ଼ି ଯିବାର ସମ୍ଭାବନା ବୋଲି ଚାଷୀ ମୟ ପ୍ରକାଶ କରିଛନ୍ତି । ଏହି କାର୍ଯ୍ୟ ରେ ନିମ୍ନ ମାନର 10/12 ଟି ବାଲି , ଗେଟି ଦିଆଯିବା ସହ 8 ଏମ ଏମ ଛଡ, ଜେ କେ କମ୍ପାନୀ ର ଲୋକାଲ ସିମେଣ୍ଟ ଦିଆଯାଉଛି ତେଣୁ ଅତି ହାଲକା କାମ ଯୋଗୁଁ ଅଳ୍ପ ଦିନରେ ଭୁଶୁଡ଼ି ପଡ଼ିବା ସମ୍ଭାବନା ବୋଲି ଚାଷୀ ମହଲ ରେ ପ୍ରକାଶ ପାଇଛି l ଏହା ବ୍ୟତୀତ ଏହି କାର୍ଯ୍ୟ କୁ କୌଣସି ଯନ୍ତ୍ରୀ ,ଠିକାଦାର କିମ୍ବା ଉଚ୍ଚ ସ୍ତରୀୟ ଅଧିକାରୀ ଆସୁନ ଥିବାରୁ ଶ୍ରମିକ ଭରସାରେ ଚାଲିଛି କାର୍ଯ୍ୟ ।ଏହି ଅଞ୍ଚଳ ର ଚାଷୀ ଅଭିଯୋଗ କରିବାକୁ ଗଲେ ଶ୍ରମିକ ମାନଙ୍କୁ କହୁଥିବା ସୂଚନା ଦେଇଛନ୍ତି।ତେଣୁ ଆଗାମୀ ଦିନରେ ଏହି କାର୍ଯ୍ୟ କୁ ଠିକ୍ ଭାବେ କରିବାକୁ ଅଞ୍ଚଳ ର ବିକ୍ରମ ବାଗ , ଧିରେନ୍ ପଧାନ , ଗୋପାଳ ପଟେଲ , ସମାରୁ ଭୁ ଏ, ସିଜନ୍ ସାହୁ , ପବିତ୍ର ପୁ ଟେ ଲ , ଅଶୋକ ପାତ୍ର , ବେଣୁଧର ପଧାନ , କଷ୍ଟ ସାହୁ ପ୍ରମୁଖ ଶତାଧିକ ଚାଷୀ ଅଭିଯୋଗ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026

You Might Also Like