-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ବରପାଲି ସାମ୍ୱାଦିକ ସଂଘ ପକ୍ଷରୁ କର୍କଟ ରୋଗର ସଚେତନତା ଶିବିର ଅନୁଷ୍ଠିତ,

29-May-2026



ବରପାଲି (ସୁଦାମ ଦୀପ )
ବରଗଡ ଜିଲ୍ଲା ବରପାଲି ସ୍ଥିତ ଗଙ୍ଗାଧର କଲ୍ୟାଣ ମଣ୍ଡପ ପରିସରରେ ବରପାଲି ସାମ୍ୱାଦିକ ସଂଘ ପକ୍ଷରୁ କର୍କଟ ରୋଗ ସଚେତନତା ଶିବିର ସଂଘ ର ସଭାପତି ଚିତ୍ତ ରଞ୍ଜନ ସାହୁଙ୍କ ସଭାପତିତ୍ୟରେ ଅଦ୍ୟ ୨୯ ତାରିଖ ରେ ଅନୁଷ୍ଠିତ ହୋଇଯାଇଛି l ଏହି ଶିବିରରେ ମୁଖ୍ୟ ଅତିଥି ଭାବେ ବିକାଶ ମଲ୍ଟି ହସ୍ପିଟାଲର ଏଚଓଡି ସର୍ଗିକକାଲ୍ ଡକ୍ଟର ଭରତ ଚନ୍ଦ୍ର ମିଶ୍ର, ସମ୍ମାନୀତ ଅତିଥି ଭାବରେ ଶ୍ରୀମତି ପ୍ରତିଭା ବାରିକ, ବ୍ଲକ ଶିକ୍ଷା ଅଧିକାରୀ ମୁକୁନ୍ଦ ମାହାର,ତହସିଲଦାର ରୁକ୍ମଣ କୁମାର ମେହେର, ଏନଏସି ଅଧ୍ୟକ୍ଷ ଦିନେଶ ଗହିର, ବ୍ଲକ ଅଧ୍ୟକ୍ଷା ରିନା ଥଇତ, ବରପାଲି ଥାନା ଅଧିକାରୀ ପ୍ରମୋଦ କୁମାର ସାହୁ, ଗୋଷ୍ଟି ଉନ୍ନୟନ ଅଧିକାରୀ ସୁମନ୍ତ କୁମ୍ଭାର, ଡାକ୍ତର ରେଜେଶ କୁମାର ବେହେରା, ଡାକ୍ତର ନିମାଇଁ ଚରଣ ସାହୁ,  ଜଗବାନ୍ଧୁ ଦାଶ ଜେଡି ମହିଳା ଅଧ୍ୟକ୍ଷା ଶ୍ରୀମତୀ ପଦ୍ମିନୀ ଦାଶ, ଯୋଗଦାନ କରି କର୍କଟ ରୋଗ ଅଧିକ ସଂକ୍ରମଣ ନହେବ ଏବଂ ସରକାରଙ୍କ ତରଫରୁ ଦିଆଯାଇଥିବା କର୍କଟ ରୋଗର ଟୀକା ଅଧିକରୁ ଅଧିକ ପରିମାଣରେ ୯ ବର୍ଷ ରୁ ଉର୍ଦ୍ଧ ଯୁବତୀ ମାନଙ୍କୁ ଟୀକା ଦେବା ସହିତ କେନ୍ସର ଜାତୀୟ ସଂକ୍ରମଣରୁ ବଞ୍ଚିତ ହେବା ପାଇଁ ଉପସ୍ଥିତ ଅତିଥି ମାନେ ବକ୍ତବ୍ୟ ପ୍ରଦାନ କରିଥିଲେ l ପ୍ରଥମେ ମା ସମଲେଇସ୍ୱରି ଙ୍କ ତୈଳ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟ ଓ ଦୀପ ପ୍ରଜୟଲ କରିଥିଲେ l  ଏହି ଶିବିରରେ ବରିଷ୍ଟ ସାମ୍ୱାଦିକ ବାଲ କିଶୋର ଖାଡାଙ୍ଗ ଅତିଥି ପରିଚୟ ପ୍ରଦାନ କରିଥିଲେ l ବ୍ଲକ ଶିକ୍ଷା ଅଧିକାରୀ ମୁକୁନ୍ଦ ମାହାରକୁ ବରପାଲି ସାମ୍ୱାଦିକ ସଂଘ ପକ୍ଷରୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା l ଏହି ଶିବିରରେ ମାରୱାଡ଼ି ମହିଳା ସଂଘ, ସରସ୍ବତୀ ମହିଳା ସଂଘ, ବରପାଲି ବ୍ଲକ ଓ ଏନଏସି ର ସମସ୍ତ ଆଶା,     ଅଙ୍ଗନୱାଡ଼ି, ସ୍ଵାସ୍ଥ୍ୟ କର୍ମୀ, ସମସ୍ତ ସ୍ଵାସ୍ଥ୍ୟ କର୍ମୀ, ସ୍ଵାସ୍ଥ୍ୟ ବିଭାଗର ସମସ୍ତ କର୍ମଚାରୀ, ବରପାଲି ସାମ୍ୱାଦିକ ସଂଘର ସଭାପତି ଚିତ୍ତ ରଞ୍ଜନ ସାହୁ, ସୂର୍ଯ୍ୟ ଦାଶ, ବାଲ କିଶୋର ଖାଡାଙ୍ଗା  ,ବ୍ରଜକିଶୋର ମେହେର, ସୁଦାମ ଦୀପ, ସୁବୋଧ ସାହୁ, ଦୁଷ୍ମନ୍ତ ମିଶ୍ର, ହର୍ଷ ବେହେରା, ବରଗଡ  ଫାଇଟର୍ଷ ଗ୍ରୁପର ସୁନିଲ ଶର୍ମା, ସତ୍ୟଜିତ ଦାଶ ପ୍ରମୁଖ ଉପସ୍ଥିତ ଥିଲେ l ସଭା ଶେଷରେ       ସମାଜସେବୀ ନିବେଦିତା ସ୍ଵାଇ ଧନ୍ୟବାଦ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like