-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ରତାଖଣ୍ଡି-ଆଟଗାଁ ରାସ୍ତାର ତେଲନଦୀରେ ନିର୍ମାଣହେବ ଉଚ୍ଚକ୍ଷମତାସମ୍ପନ୍ନ ପୋଲ

30-May-2026



ବଲାଙ୍ଗୀର(ପ୍ରେରଣା ଖବର):  ବଲାଙ୍ଗୀର ଜିଲ୍ଲାର ଦେଓଗାଁ ଓ ଗୁଡଭେଲା ବ୍ଲକର ଲୋକଙ୍କର ବହୁଦିନର ଦାବି ପୂରଣ ହେବାକୁ ଯାଉଛି । ଦେଓଗାଁ ବ୍ଲକର ଗୌରଗୋଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ରତାଖଣ୍ଡିଠାରୁ ଗୁଡଭେଲା ମାଢେକେଲା ପଞ୍ଚାୟତର ବ୍ଲକର ଆଟଗାଁକୁ ସଂଯୋଗ କରିବାକୁ ତେଲନଦୀ ରେ ନିର୍ମାଣ ହେବ ଏକ ଉଚ୍ଚକ୍ଷମତାସମ୍ପନ୍ନ ବ୍ରିଜ । ୬୧୫ ମିଟର ବିଶିଷ୍ଟ ତଥା ପ୍ରାୟ ୭୫ କୋଟି ଟଙ୍କାର ବ୍ୟୟଅଟକଳରେ ଏହାକୁ ନିର୍ମାଣ କରିବାକୁ ରାଜ୍ୟସରକାର ଅନୁମୋଦନ କରିଛନ୍ତି। ରାଜ୍ୟସରକାରଙ୍କ ଗ୍ରାମ୍ୟଉନ୍ନୟନ ବିଭାଗର ପତ୍ର ସଂଖ୍ୟା-୨୮୫୪୧୬୦୦୫୫୨୦୨୬/ଆରଡି ତା.୧୯.୫. ୨୦୨୬ରେ ଗ୍ରାମ୍ୟଉନ୍ନୟନ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀମତୀ ଶୁଭଦର୍ଶିନୀ ସ୍ୱାଇଁ ଆରଡି ବିଭାଗର ଇଞ୍ଜିନିୟରିଂ ଇନଚିଫ(୨)ଙ୍କୁ ଦେଇଥିବା ପ୍ରକଲ୍ପ ଅନୁମୋଦିତ ପତ୍ରରେ ୧ ନମ୍ବରରେ ଏହି ରତାଖଣ୍ଡି-ଆଟଗାଁ ତେଲନଦୀ ବ୍ରୀଜ ସ୍ଥାନିତ ହୋଇଛି । ସେହିପରି ବଲାଙ୍ଗୀର ନିର୍ବାଚନମଣ୍ଡଳୀର ସଦର ବ୍ଲକର କୁଟୁମଡୋଲା-ଦୁଆନପାଲି ବ୍ରୀଜ ମଧ୍ୟ ଅନୁମୋଦିତ ହୋଇଥିବା ଜଣାପଡିଛି । ସୂଚନାଯୋଗ୍ୟ ଯେ, ରାଜ୍ୟର ଅନୁମୋଦିତ ୨୦ଟି ବ୍ରିଜ ମଧ୍ୟରେ ବଲାଙ୍ଗୀର ନିର୍ବାଚନ ମଣ୍ଡଳୀରେ ଦୁଇଟି, ଲୋଇସିଂହା ନିର୍ବାଚନମଣ୍ଡଳୀର ୩ଟି ଓ ଟିଟିଲାଗଡ ନିର୍ବାଚନମଣ୍ଡଳୀର ଗୋଟିଏ ବ୍ରୀଜ ନିର୍ମାଣ ପାଇଁ ଅନୁମୋଦିତ ହୋଇଥିବା ଜଣାପଡିଛି। ପ୍ରକାଶ ଯେ, ବଲାଙ୍ଗୀର ଜିଲ୍ଲାର ଦେଓଗାଁ ଓ ଗୁଡଭେଳାଅଞ୍ଚଳବାସୀ ବହୁବର୍ଷ ହେଲା ଏହି ସ୍ଥାନରେ ତେଲନଦୀ ଉପରେ ବ୍ରୀଜ ର୍ନିର୍ମାଣ ପାଇଁ ଦାବି କରି ଆସୁଥିଲେ। ଏହି ବ୍ରୀଜ ନିର୍ମାଣ ହେଲେ ବଲାଙ୍ଗୀର ଜିଲ୍ଲା ତଥା ସହର ସହିତ ଗୁଡଭେଲା ବ୍ଲକର ଉପାନ୍ତ ଗୁଡଭେଲା, ଘୁନା, ବିରାମୁଡା, ଜାମୁଟ, ଗମ୍ଭାରୀଗୁଡା, ମାଢେକେଲା ପଞ୍ଚାତ ସହିତ ପ୍ରାୟ ୭ଟି ପଞ୍ଚାୟତର ଲୋକେ ଯାତାୟାତର ସୁବିଧା ହୋଇପାରିବ। ଏହି ବ୍ରୀଜ ଯୋଗୁଁ ବଲାଙ୍ଗୀର ଜିଲ୍ଲା ସହିତ ବୌଦ୍ଧ, କଳାହାଣ୍ଡି ଓ ଫୁଲବାଣୀ ଜିଲ୍ଲାକୁ ସିଧାସଳଖ ସଂଯୋଗ ହୋଇପାରିବ। ରାଜ୍ୟସରକାରଙ୍କ ଏହି ପଦକ୍ଷେପ ପାଇଁ ଅଞ୍ଚଳବାସୀଙ୍କ ତରଫରୁ ଦେଓଗାଁର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କର ପୂର୍ବତନ ସଭାପତି ଲକ୍ଷ୍ମଣ କୁମାର ମେହେର ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ, ଗ୍ରାମ୍ୟ ଉନ୍ନୟନ ତଥା ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ଓ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି ଐତିହାସିକ ପଦକ୍ଷେପ କେବଳ ଦେଓଗାଁ ବ୍ଲକପାଇଁ ନୁହଁ ବଲାଙ୍ଗୀର ଜିଲ୍ଲାର ବିକାଶର ଏକ ମାଇଲଖୁଣ୍ଟ ହୋଇ ରହିବ ବୋଲି ଏକ ପ୍ରେସ ବିବୃତିରେ ଶ୍ରୀ ମେହେର ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like