-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ଜିଲ୍ଲା

ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ! ଘଟଣା ଦିନ ରାଜ୍ୟ ବାହାରେ ଥାଇ ଵି ସେହି ଘଟଣାରେ ସାମ୍ବାଦିକଙ୍କୁ ଦୋଷୀ କରାଗଲା ♦️ ନିର୍ଦ୍ଦୋଷକୁ ଗିରଫ ନେଇ ସାମ୍ୱାଦିକ ସଂଘର କ୍ଷୋଭ

30-May-2026



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର): ରାମପୁର ଥାନା ଅନ୍ତର୍ଗତ ଅନ୍ଧାରି ବାଞ୍ଜି ଗ୍ରାମର ଅମିତ ପାତ୍ର ନିଜ ଦୋକାନ ବନ୍ଦକରି ଗତ ୯ ତାରିଖ ରାତି ୧୦ଟାରେ ପଣ୍ଡକିଟାଲରୁ ଘରକୁ ଫେରୁଥିଲେ। ସିଆଲିନାଲି କେନାଲ ବୁଲାଣି ବୁଲାଣିରେ ୫ ମୁଖାପିନ୍ଧା ଯୁବକ ତାଙ୍କୁ ଆକ୍ରମଣ କରିଥିଲେ। ଏନେଇ ସେ ରାମପୁର ଥାନାରେ ଅଭିଯୋଗ କରିଥିଲେ। ଏହି ମାମଲାରେ ୩ ଜଣକୁ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରାଯାଇଥିବା ରାମପୁର ରାମପୁର ଥାନାଧିକାରୀ  ବିନୋଦିନୀ ବରିହା କହିଛନ୍ତି। ଏହି ୩ ଜଣଙ୍କ ମଧ୍ୟରେ ଜଣେ ସାମ୍ବାଦିକ ରହିଥ‌ିବା ସେ ସୂଚନା ଇଛନ୍ତି। ତେବେ । ଥାନାଧିକାରୀଙ୍କ ଏହି ସୂଚନାକୁ ଡୁଙ୍ଗୁରିପାଲି ସାମ୍ବାଦିକ ସଂଘ ପକ୍ଷରୁ ନିନ୍ଦା କରାଯାଇଛି।

ଦର୍ଶାଯାଇଛି, ଯେଉଁ ସାମ୍ବାଦିକଙ୍କୁ ଗିରଫ କରାଯାଇଥିବା ସଂଘ ପକ୍ଷରୁ ଦର୍ଶାଯାଇଛି ସେ ବ୍ଲକର ଅନ୍ୟ ସାମ୍ବାଦିକଙ୍କ ସହ ଗତ ୩ ତାରିଖରେ ହରିଦ୍ଵାର, ରିଷିକେଶ, ମୌସୁରୀ ଯାଇ ଗତ ୯ ତାରିଖ ଉତ୍କଳ ଏକ୍ସପ୍ରେସରେ ଆସି ସନ୍ଧ୍ୟାରେ ଝାରସୁଗୁଡ଼ା ଠାରେ ପହଞ୍ଚିଥିଲେ। ରାତି ୮ଟା ୧୨ରେ ଝାରସୁଗୁଡ଼ା ଛାଡ଼ି ରାତି ୧୦ଟା ୨୨ମିନିଟ୍‌ରେ ବରପାଲିରେ ପହଞ୍ଚିଥିଲେ। ସେ ସମୟରେ ଝଡ଼ତୋଫାନ ହେବାରୁ ଅଧଘଣ୍ଟା ଅଟକିବା ପରେ ରାତି ୧୧ଟାରେ ସମସ୍ତ ସାମ୍ବାଦିକ ନିଜନିଜ ଘରକୁ ଫେରି ଥିଲେ। ବରପାଲିରୁ ଉକ୍ତ ସାମ୍ବାଦିକଙ୍କୁ ସିଆଲିନାଲି ଆସିବାକୁ ପ୍ରାୟ ୧ ଘଣ୍ଟା ସମୟ ଲାଗିବ। ତେବେ ପୁଲିସ ଦର୍ଶାଇଥ‌ିବା ଆକ୍ରମଣ ଘଟଣା ସମୟରେ ସାମ୍ବାଦିକ ଟ୍ରେନରେ ଥିଲେ। ସେ କିପରି ପରି ଘଟଣାରେ ର ସଂପୃକ୍ତ ହେଲେ ତାହା ଆଶ୍ଚର୍ଯ୍ୟର କଥା ବୋଲି ସଂଘ କହିଛି। ଏ ସଂପର୍କରେ ଆଜି ସଂଘ ପକ୍ଷରୁ ଥାନାଧିକାରୀଙ୍କୁ ଭେଟି ରେଳ ଟିକଟ, ବୁଲିଥ‌ିବା ବିଭିନ୍ନ ସ୍ଥାନର ଫଟୋ, ଟୋ, ଭିଡିଓ, ରହୁଥ‌ିବା ହୋଟେଲର କାଗଜପତ୍ର, ଟ୍ରେନ ସମୟ ସାରଣୀ ଆଦି ପ୍ରଦାନ କରାଯାଇ ଥିଲା। ଘଟଣାର ଉଚିତ ତଦନ୍ତ  ନକରି ଥାନାଧିକାରୀ କାହା ଚାପରେ ଏଭଳି ଜଣେ ନିର୍ଦ୍ଦୋଷକୁ ଦୋଷୀ ସାବ୍ୟସ୍ତ କରି ତା'କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି ବୋଲି ସଂଘର ସଦସ୍ୟମାନେ ପ୍ରଶ୍ନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like