-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

କଲ୍ୟାଣୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଆମ୍ବୁଲାନ୍ସ ସେବାର ଲୋକାର୍ପଣ

30-May-2026



କଟକ,(ତପନ ମହାନ୍ତି) ସାଂସଦ ଭର୍ତ୍ତୃହରି ମହତାବଙ୍କ ସାଂସଦ ପାଣ୍ଠିରୁ ସାତ ଲକ୍ଷ ଟଙ୍କା ବ୍ୟୟରେ ଏକ ଆମ୍ବୁଲାନ୍ସ ସ୍ଵେଛାସେବୀ ସଂଗଠନ କଲ୍ୟାଣୀ ଚାରିଟେବୁଲ ଟ୍ରଷ୍ଟକୁ ପ୍ରଦାନ କରାଯାଇଛି। କଲ୍ୟାଣୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଉକ୍ତ ଆମ୍ବୁଲାନ୍ସ ସେବାକୁ ଶନିବାର ଲୋକାର୍ପଣ କରାଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ସାଂସଦ ଭର୍ତ୍ତୃହରି ମହତାବ ଯୋଗ ଦେଇ ଫିତା କାଟି ଏହି ଆମ୍ବୁଲାନ୍ସ ସେବାକୁ ଲୋକର୍ପଣ କରିଛନ୍ତି। ୭ ଲକ୍ଷ ଟଙ୍କା ବ୍ୟୟରେ ଉକ୍ତ ଆମ୍ବୁଲାନ୍ସରେ ରୋଗୀମାନେ ଏଵେ ବିନା ମୂଲ୍ୟରେ ଡାକ୍ତରଖାନା ଯାଇପାରିବେ।  ବାଇଶି ଦିଗଭାଗ ସର୍ବାଧିକାରୀ ସୁବାଷ ଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥିଭାବେ ପୂର୍ବତନ ବିଧାୟକ ଡ଼ଃ ପ୍ରଭାତ ରଞ୍ଜନ ବିଶ୍ୱାଳ, ଇଂ ପ୍ରଦୀପ୍ତ ବେହେରା, କର୍ପୋରେଟର ଅରବିନ୍ଦ ଜେନା, କଲ୍ୟାଣୀନଗର ଅଂଚଳର ମୁରବୀ ତଥା ଟ୍ରଷ୍ଟର ଉପଦେଷ୍ଟା ଡ଼ଃ ବିପିନ ଭୋଳ ପ୍ରମୁଖ ଯୋଗ ଦେଇ ଟ୍ରଷ୍ଟ କର୍ମକର୍ତାଙ୍କୁ ପ୍ରଶଂସା କରିବା ସହିତ ସାଂସଦଙ୍କୁ ସାଧୁବାଦ ଜଣାଇଥିଲେ। ଖାଲି ଆମ୍ବୁଲାନ୍ସ ଆସିଗଲେ ସେବା ହେବ ନାହିଁ, ବରଂ ଏହାକୁ ସେବା ଉଦ୍ୟଶ୍ୟରେ ସଠିକ ପରିଚାଳନା କରିପାରିଲେ ଏହି ପ୍ରଚେଷ୍ଟା ଫଳପ୍ରସୂ ହେବ ବୋଲି ମୁଖ୍ୟ ଅତିଥି ସାଂସଦ ଶ୍ରୀ ମହତାବ କହିଥିଲେ। ସ୍ଥାନୀୟ ୫୩ ନମ୍ବର ୱାର୍ଡ ରେଡକ୍ରସ ଖେଳପଡିଆରେ ଆୟୋଜିତ କାର୍ଯ୍ୟକ୍ରମରେ ସାଂସଦଙ୍କ ପ୍ରତିନିଧି ଜ୍ୟୋତିରଞ୍ଜନ ରାୟ, ଅନ୍ଦରପୁର ସାହୀ ଅଧିକାରୀ ପ୍ରମୋଦ ଭୋଳ, ସଂଗ୍ରାମ ପାତ୍ର, ବିନୋଦ ବେହେରା, ଚିତ୍ତରଞ୍ଜନ ନାୟକ, ବିଜୟା ନନ୍ଦ ସାହୁ, ମାଗୁଣି ଦାସ, ନଗେନ ଦାସ, ଧୀରପ୍ରସାଦ ମହାନ୍ତି, ସରୋଜ ରାଉତ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଆମ୍ବୁଲାନ୍ସ ଟି ଏବେ ଟ୍ରଷ୍ଟର ମୁଖ୍ୟ କାର୍ଯ୍ୟାଳୟ ସ୍ଥାନୀୟ କଲ୍ୟାଣୀନଗର ଠାରେ ରହିବ, ଯଦି କୌଣସି ରୋଗୀଙ୍କ ଆବଶ୍ୟକ ପଡେ ତେବେ ୭୨୦୫୮୧୦୪୧୭ ଓ ୯୯୩୭୯୪୪୭୨୨ ରେ ଯୋଗାଯୋଗ କଲେ ଏହା ଅବିଳମ୍ବେ ମିଳିପାରିବ ବୋଲି ଟ୍ରଷ୍ଟର ପ୍ରତିଷ୍ଠାତା ଲିପ୍ତିମୟୀ ମହାନ୍ତି, ସଭାପତି ସଂଜୀବ କୁମାର ସ୍ୱାଇଁ ଓ ସମ୍ପାଦକ ମାନସ ମୁଦୁଲି କହିଛନ୍ତି। ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ସ୍ଥାନୀୟ ଅଂଚଳବାସି ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like