-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||     

HOME   ଜିଲ୍ଲା

ଓଡିଶା ହାଇକୋର୍ଟରେ ଜଷ୍ଟିସ ରାଧାଚରଣ ପଟ୍ଟନାୟକଙ୍କ ୩୪ତମ ପୂଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ

30-May-2026



କଟକ(ତପନ ମହାନ୍ତି )ଆଜି ଓଡିଶା ହାଇକୋର୍ଟ ବାର ଆସୋସିଏସନ ହଲରେ ଓଡିଶା ହାଇକୋର୍ଟର ପୂର୍ବତନ କାର୍ଯ୍ୟନିର୍ବାହୀ ମୁଖ୍ୟ ବିଚାରପତି ତଥା ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ରାଧାଚରଣ ପଟନାୟକଙ୍କ ୩୪ତମ ଶ୍ରାଦ୍ଧ ବାର୍ଷିକୀ ଶ୍ରଦ୍ଧାଞ୍ଜଳି ସଭା ପାଳିତ ହୋଇଛି I ଜଷ୍ଟିସ ରାଧାଚରଣ ପଟନାୟକ ସ୍ମୃତି କମିଟିର ଆବାହକ ଶଶିଭୂଷଣ ଦାସ ଓ ଯୁଗ୍ମ ଆବାହକ ଭବାନୀ ଶଙ୍କର ଦାସଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଶ୍ରଦ୍ଧାଞ୍ଜଳି ସଭାରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ଓଡିଶା ହାଇକୋର୍ଟର ଅନ୍ୟତମ ବରିଷ୍ଠ ବିଚାରପତି ଶ୍ରୀଯୁକ୍ତ କୃଷ୍ଣ ରାମ ମହାପାତ୍ର ନିଜ ବକ୍ତବ୍ୟରେ ଓଡିଶା ହାଇକୋର୍ଟ ଓ ବାର ଆସୋସିଏସନପାଇଁ ଜଷ୍ଟିସ ପଟନାୟକଙ୍କ ଅବଦାନ ଉପରେ ଆଲୋକପାତ କରିଥିଲେ I ଗରିବ ଲୋକଙ୍କପାଇଁ ଲିଗାଲ ଏଡ଼ ଜରିଆରେ ଓ ବ୍ୟକ୍ତିଗତଭାବେ ଜଷ୍ଟିସ ରାଧାଚରଣ ପଟନାୟକଙ୍କ ଦରଦ ଉପରେ ଆଲୋକପାତ କରିବା ସହିତ ନିଜର ବହୁ ଅନୁଭୂତି କହିଥିଲେ । 

 ସମ୍ମାନୀୟ ଅତିଥି ତଥା ମୁଖ୍ୟ ବକ୍ତାଭାବେ ମାନ୍ୟବର ନ୍ୟାୟମୁର୍ତ୍ତୀ ଶ୍ରୀଯୁକ୍ତ ମୃଗାଙ୍କ ଶେଖର ସାହୁ ଓ ମାନ୍ୟବର ନ୍ୟାୟମୁର୍ତ୍ତୀ ଶ୍ରୀଯୁକ୍ତ ମୁରାହରି ଶ୍ରୀ ରମଣ ନ୍ୟାୟ ବ୍ୟବସ୍ଥାକୁ ଜଷ୍ଟିସ ରାଧାଚରଣ ପଟନାୟକଙ୍କ ଅବଦାନ କଥା ସ୍ମରଣ କରିଥିଲେ । ଶ୍ରଦ୍ଧାଞ୍ଜଳି ସଭାର ପ୍ରାରମ୍ଭରେ ସ୍ମୃତି ଫଳକପାଖରେ ପ୍ରଦୀପ ପ୍ରଜ୍ଯୋଳନ କରଯାଇଥିଲା I ପ୍ରାରମ୍ଭରେ ଓକିଲାତିବେଳୁ, ଓଡିଶା ହାଇକୋର୍ଟ ବାର ସମ୍ପାଦକ, ହାଇକୋର୍ଟ ବିଚାରପତିଭାବେ ସାଧାରଣ ଲୋକଙ୍କୁ ନ୍ୟାୟ ପାଇଁ ଓ ଆଇନ ସେବା ଓ ସାହାଯ୍ୟପାଇଁ, ବନ୍ୟା ପ୍ରପୀଡିତଙ୍କୁ ଓ କଳାହାଣ୍ଡିର ଅନାହାର ମୃତ୍ୟୁବେଳେ ତାଙ୍କର ଅତୁଳନୀୟ ଅବଦାନ ସମ୍ପର୍କରେ ଆବାହକ ତଥା ସଂଯୋଜକ ଶଶିଭୂଷଣ ଦାସ ବର୍ଣନା କରିବା ସହିତ, କିପରି ସୁପ୍ରିମକୋର୍ଟର ବିଚାରପତିଭାବେ ୨୦୦୦ମସିହା ପର୍ଯ୍ୟନ୍ତ କାର୍ଯ୍ୟ କରିବାକୁ ଥିବାବେଳେ ୧୯୯୨ ମସିହା ମଇ ମାସ ୩୦ ତାରିଖରେ ଭୁବନେଶ୍ବରରୁ ନିଜେ କାର ଚଳାଇ ଫେରୁଥିବାବେଳେ ସଡକ ଦୁର୍ଘଟଣାରେ ମୃତ୍ୟୁବରଣ କରିବାବେଳେ କିପରି ବଡମେଡିକଲ ଲୋକାରଣ୍ୟ ହୋଇଯାଇଥିଲା, ତାହାର ଅବତାରଣା କରିଥିଲେ I 

 ହାଇକୋର୍ଟ ବାର ସଭାପତି ଲଲାଟେନ୍ଦୁ ସାମନ୍ତରାୟ, ଉପ-ସଭାପତି ପ୍ରଦୀପ କୁମାର ମହାପାତ୍ର ବକ୍ତବ୍ୟ ରଖିବାପରେ, ସମ୍ପାଦକ ହୃଦାନନ୍ଦ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ । ବରିଷ୍ଠ ଆଇନଜୀବି ଜୀବନବଲ୍ଲଭ ଦାଶ, ଡକ୍ଟର ସୁଜାତା ଦାଶ, ଲାଇବ୍ରେରୀ ସମ୍ପାଦକ ବାସୁଦେବ ବାରିକ, କେଦାର ଷଡଙ୍ଗୀ, ଚନ୍ଦନା ଦାଶ, ସୁଧାମୟୀ ଦାଶ, ହେମନ୍ତ ମହାପାତ୍ର, ରବିନ୍ଦ୍ର ପ୍ରଧାନ, ଲକ୍ଷ୍ମୀଚରଣ ବେହେରା, କପିଳ ନାୟକ, ଯୁବ ଆଇନଜୀବି ଡକ୍ଟର ବିପ୍ଲବ ଶିଳାଦିତ୍ୟ, ଜଷ୍ଟିସ ପଟନାୟକଙ୍କ ଭାଣିଜୀ ଆଡଭୋକେଟ ସୋନାଲୀ ମହାନ୍ତିଙ୍କ ସମେତ ଶତାଧିକ ଆଇନଜୀବୀ ଓ ଅନ୍ୟମାନେ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   16-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026

You Might Also Like