-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ମୈଦଳପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ

30-May-2026



(ପ୍ରିୟଦର୍ଶିନୀ ପାତ୍ର)
ପାପଡ଼ା ହାଣ୍ଡି ବ୍ଲକର ମୈଦଳପୁରରେ  ଭୋଟର ତାଲିକାର ସଠିକତା ଓ ନିର୍ଭୁଳତା ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ମୈଦଳପୁର ଠାରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମଟି BLO Supervisor ଶ୍ରୀ ବାବୁଲାଲ ସାଗର (BLV-48)ଙ୍କ ପର୍ଯ୍ୟବେକ୍ଷଣରେ ସମ୍ପନ୍ନ ହୋଇଥିଲା।ଏହି କାର୍ଯ୍ୟକ୍ରମରେ ୧୨ ଜଣ BLO ଓ ୪୮ ଜଣ BLV ଉପସ୍ଥିତ ରହି ନିର୍ବାଚନୀ ତାଲିକା ସଂଶୋଧନ କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ଘରେ ଘରେ ସର୍ଭେ, ଭୋଟର ତଥ୍ୟ ସଂଗ୍ରହ, ଡବଲ ଏଣ୍ଟ୍ରି ଯାଞ୍ଚ, ଫର୍ମର ନିର୍ଭୁଳ ପୂରଣ ଏବଂ ଆପ  ମାଧ୍ୟମରେ ତଥ୍ୟ    ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଥିଲା।
ଏହି କାର୍ଯ୍ୟକ୍ରମରେ ଧରଣୀଧର କମର୍ଲା,  ଆରପି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ସହଯୋଗ କରିଥିଲେ। ସେ ସମସ୍ତ BLO ଓ BLV ମାନଙ୍କୁ ନିର୍ଦ୍ଧାରିତ ସମୟ ମଧ୍ୟରେ କାର୍ଯ୍ୟ ସମାପନ, ଆନୋମାଲି ସଂଶୋଧନ, ଦୈନିକ କାର୍ଯ୍ୟର ଅଗ୍ରଗତି ଏବଂ ତଥ୍ୟ ପ୍ରଦାନ ସମ୍ପର୍କରେ ବିସ୍ତୃତ ଆଲୋକପାତ କରିଥିଲେ।ସଠିକ ଭୋଟର ତଥ୍ୟ, ସୁଦୃଢ ଗଣତନ୍ତ୍ରର ପରିଚୟ” ସ୍ଲୋଗାନକୁ ସାମ୍ନାରେ ରଖି ସମସ୍ତ କାର୍ଯ୍ୟକୁ ଦାୟିତ୍ୱବୋଧ ଓ ନିଷ୍ଠାର ସହିତ ସମ୍ପାଦନ କରିବାକୁ ପରାମର୍ଶ ଦିଆଯାଇଥିଲା।ଶେଷରେ BLO Supervisor ଶ୍ରୀ ବାବୁଲାଲ ସାଗର ସମସ୍ତ ଉପସ୍ଥିତ BLO, BLV ଓ ଆରପିଙ୍କୁ ଧନ୍ୟବାଦ ଜଣାଇଥିଲେ ଏବଂ ସମସ୍ତଙ୍କ ସହଯୋଗ କାମନା କରି ସଭାର ସମାପ୍ତି ଘୋଷଣା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like