-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ନିର୍ମାଣ ସଂସ୍ଥା ବସ ଧକ୍କାରେ ଯୁବତୀ ମୃତ

30-May-2026



କଟକ (ତପନମହାନ୍ତି )ଯୋବ୍ରା “ଆଇ ଲଭ୍ କଟକ” ସେଲ୍ଫି ପଏଣ୍ଟ ନିକଟରେ ଏସସିବି ମେଡିକାଲ ସମ୍ପ୍ରସାରଣ କାର୍ଯ୍ୟରେ ଲାଗିଥିବା ଘରୋଇ ବସ୍ ଧକ୍କାରେ ସ୍ୱାଗତିକା ମହାନ୍ତି ନାମକ ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି।ମୃତା ସ୍ୱାଗତିକା ଜଣେ ପୁଲିସ କର୍ମଚାରୀଙ୍କ ର ଝିଅ। ସ୍କିଲିଂ ୟୁଥ କୋର୍ଡିନେଟର ଭାବେ କଟକ ଲାଇଟ ହାଉସରେ କାର୍ଯ୍ୟ କରୁଥିଲେ। ସେ ତୁଳସୀପୁର ଭିଜିଲାନ୍ସ କଲୋନୀରେ ସେ ରହୁଥିଲେ। ଆଜି ନିଜର କର୍ମକ୍ଷେତ୍ରକୁ ଆସୁଥିବା ସମୟରେ ଏଲଏନଟି ରେ ଲାଗିଥିବା ଏକ ଘରୋଇ ବସ୍ ଦ୍ରୁତ ଗତିରେ ଆସି ତାଙ୍କୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଏସସିବି ମେଡିକାଲକୁ ଚିକିତ୍ସା ପାଇଁ ନିଆଯାଇଥିଲା। ସ୍ବଳ୍ପ ସମୟ ଚିକିତ୍ସା ପରେ ତାଙ୍କର ମୃତ୍ୟୁ ଘଟିଛି ବୋଲି ସୂଚନା ମିଳିଛ ନିଜର ଝିଅ କୁ ହରାଇ ପରିବାର ଲୋକେ ଭାଙ୍ଗି ପଡ଼ିଛନ୍ତି। ବଡ଼ କଥା ହେଉଛି ଏସସିବି ମେଡିକାଲ ସମ୍ପ୍ରସାରଣ କାର୍ଯ୍ୟ ପାଇଁ ଲାଗିଥିବା ପ୍ରାୟ ସମସ୍ତ ବସ୍ ଗୁଡ଼ିକ ଜଗତପୁର ଜନ ଗହଳି ପୂର୍ଣ୍ଣ ଅଞ୍ଚଳ ଦେଇ ସବୁବେଳେ ଯିବା ଆସିବା କରୁଛନ୍ତି। ଫଳରେ ପ୍ରତ୍ୟେକ ଦିନ କୋଉଠି ନା କୋଉଠି ଦୁର୍ଘଟଣା ଘଟୁଛି। ଏ ସମ୍ପର୍କରେ ଅଞ୍ଚଳ ବାସୀ ବାରମ୍ବାର ଆର ଟି ଓ , ଟ୍ରାଫିକ ପୁଲିସ, ଏବଂ ସ୍ଥାନୀୟ ପୁଲିସ ପ୍ରଶାସନକୁ ଅଭିଯୋଗ କଲେ ସୁଦ୍ଧା ସେମାନଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ|


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like