-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଯୁବୋଦୟ ଭିକ୍ଟର ୨୦୨୬♦️ +୨ବିଜ୍ଞାନରେ ୯୦ ପ୍ରତିଶତ ରୁ ଉର୍ଦ୍ଧ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

30-May-2026



ବଲାଙ୍ଗୀର(ପ୍ରେରଣା ଖବର): ଛାତ୍ରଛାତ୍ରୀ ମାନେ ଗୋଟିଏ ସଫଳତାରେ କେବଳ ଉତଫୁଲ୍ଲିତ ହୋଇ ରହିଯିବା ଉଚିତନୁହେଁ। ସେମାନେ ନିଜର ଲକ୍ଷ୍ୟ ପଥରେ ଆଗକୁ ବଢିବାପାଇଁ ଲଗାତାର  ଉଦ୍ୟମ ଜାରିରଖିବା ଦରକାର। କାରଣ ସଫଳତା ଲଗାତାର ଉଦ୍ୟମ ଦ୍ୱାରା ହିଁ ମିଳିଥାଏ।ଯୁବୋଦୟ ମହାବିଦ୍ୟାଳୟ ଆଜି ସମଗ୍ର ଓଡ଼ିଶାରେ ନିଜର ସ୍ୱତନ୍ତ୍ରତା ପାଇଁ, ଶିକ୍ଷାଦାନ ଶୈଳୀ, ସର୍ବୋଚ୍ଚ ପରୀକ୍ଷା ଫଳ ପାଇଁ  ପରିଚିତ। ଏହି ସଫଳତା ର ଶ୍ରେୟ   ଶିକ୍ଷାନୁଷ୍ଠାନର  ପୌନଃପୌନିକ ଉଦ୍ୟମ ବୋଲି କହିଛନ୍ତି ଓଡିଶା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅବସରପ୍ରାପ୍ତ ସହକାରୀ ନିର୍ଦେଶକ ଶ୍ରୀ ଧ୍ରୁବଚରଣ ବେହେରା।   ଯୁବୋଦୟ ମହାବିଦ୍ୟାଳୟ ସକମା ର  ଆର ଆଣ୍ଡ  ଡି   ବିଭାଗ ରେ  ଆୟୋଜିତ +୨ବିଜ୍ଞାନରେ ୯୦ ପ୍ରତିଶତ ରୁ ଉର୍ଦ୍ଧ  ମାର୍କ ପାଇଥିବା ଉଭୟ ଓଡିଶା ବୋର୍ଡ଼ ଓ କେନ୍ଦ୍ର ବୋର୍ଡ଼ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା ପ୍ରଦାନ ଅବସରରେ ସେ ଏହି କଥା କହିଛନ୍ତି। କାର୍ଯ୍ୟକ୍ରମରେ ସଭାପତିତ୍ୱ କରି ଯୁବୋଦୟ ର ନିର୍ଦେଶକ ଶ୍ରୀ ଅମ୍ବରିଶ  ଦାଶ ଛାତ୍ର ଛାତ୍ରୀଙ୍କୁ

ଶୁଭେଚ୍ଛା ଜଣାଇବା ସହ ଓଡ଼ିଶାର ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରି ହଜାର ହଜାର ବାପା ମା ଙ୍କ ଆଶା ଓ ବିଶ୍ୱାସର ଶିକ୍ଷାନୁଷ୍ଠାନ ହୋଉପାରିଥିବା ଯୁବୋଦୟ ପ୍ରତ୍ୟେକ ବର୍ଷ ସଫଳତା ର ନୂଆଁ କୀର୍ତ୍ତିମାନ ସ୍ଥାପନ କରି ଆଗକୁ ବଢୁଛି। ମେଡିକାଲ, ଇଞ୍ଜିନିଅରିଙ୍ଗ, ଆଇ ଆଇ ଟି, ଏନଆଇ ଟି ରେ  ଫ୍ରେଶର ପିଲାଙ୍କ ସଫଳତା ପାଇବା ଆମର ସ୍ୱତନ୍ତ୍ରତା। ମାତ୍ର ଏଥିପାଇଁ ଆମେ ଗୁଣାତ୍ମକ ଶିକ୍ଷା ଦାନରେ

କୌଣସି ସାଲିସ କରିନାହୁଁ ବୋଲି ମତ ଦେଇଥିଲେ ।ଏହି ଅବସରରେ + ୨ବିଜ୍ଞାନରେ ୯୦ ପ୍ରତିଶତ ରୁ ଉର୍ଦ୍ଧ ମାର୍କ ପାଇଥିବା ଉଭୟ ଓଡିଶା ବୋର୍ଡ଼ ଓ କେନ୍ଦ୍ର ବୋର୍ଡ଼ ର ଶତାଧିକ ଛାତ୍ର ଛାତ୍ରୀଙ୍କୁ ମାନପତ୍ର ମେଡାଲ ଦେଇ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଅଧ୍ୟାପକ ସନ୍ଦୀପ କୁମାର କୁଅଁର  ସମ୍ବର୍ଦ୍ଧନା ସମାରୋହ କୁ ସଂଯୋଜନା କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like