-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବାଲିଯାତ୍ରା ତଳ ପଡିଆରେ ପ୍ରେମୀ ଯୁଗଳଙ୍କ ଭିଡ ପଡ଼ିଆରେ ଯୁବତୀଙ୍କୁ ଅସଦାଚରଣ ଉଦ୍ୟମ

31-May-2026



କଟକ,(ତପନ ମହାନ୍ତି ): ବାଲିଯାତ୍ରା ପଡିଆରେ ଶନିବାର ରାତିରେ ଜଣେ ଯୁବତୀଙ୍କୁ ଅସଦାଚରଣ ଉଦ୍ୟମ ହୋଇଛି। ଏହି ଯୁବତୀଙ୍କ ପୁରୁଷ ବନ୍ଧୁଙ୍କ ମଧ୍ୟ ଆକ୍ରମଣ ଉଦ୍ୟମ ହୋଇଛି । ଜୀବନ ବଞ୍ଚାଇବା ପାଇଁ ଭୟରେ ଏହି ଦୁଇ ଜଣ ପଡିଆରେ ଗାଡି ଫୋପାଡ଼ି ଡିସିପିଙ୍କ କାର୍ଯ୍ୟାଳୟରେ ପଶିଯାଇଥିଲେ। ଏ ସମ୍ପର୍କରେ ଖବର ପାଇ କ୍ୟାଣ୍ଟନମେଣ୍ଡ ଥାନା ପୁଲିସ ପହଞ୍ଚି ଯୁବକ ଓ ଯୁବତୀଙ୍କୁ ଆଣିଥିବା ବେଳେ ଗାଡ଼ିକୁ ଜବତ କରିଛି। ଏହି ମାମଲାରେ ପୁଲିସ ଜଣେ ଅଭିଯୁକ୍ତକୁ ଅଟକ ରଖି ପଚରାଉଚୁରା କରୁଛି। ସନ୍ଧ୍ୟା ହେଲେ ତଳ ବାଲିଯାତ୍ରା ପଡିଆରେ ଶହ ଶହ ସଂଖ୍ୟାରେ ପ୍ରେମୀ ଯୁଗଳଙ୍କ ଭିଡ ଜମୁଛି। କମ ବୟସର ପ୍ରେମିକ ପ୍ରେମିକାମାନେ ଘରୁ ବିଭିନ୍ନ ପ୍ରକାର ଆଳ ଦେଖାଇ ବାଲିଯାତ୍ରା ପଡିଆରେ ଆଡା ଜମାଉଛନ୍ତି। ପଡିଆର ଅନ୍ଧାରୁଆ ସ୍ଥାନ ଦେଖି ବସିବା ଏବଂ ଗଛ ମୂଳରେ ପୁଅଝିଅ ମାନେ ଘଣ୍ଟା ଘଣ୍ଟା ଧରି ବସିରହିବାରୁ ସେମାନଙ୍କୁ ନିଶାଡିଆ ମଦୁଆ ମାନେ ପିଛାକରି ଅସଭ୍ୟ ଭାଷାରେ କମେଣ୍ଟ ମାରୁଥିବା ଅଭିଯୋଗ ହେଉଛି। କିଛି ଅଘଟଣ ଘଟିଲେ ସେଥିପାଇଁ ଦାଇ କିଏ ରହିବ? ତୁରନ୍ତ ପୋଲିସ ହସ୍ତକ୍ଷେପ କରି ସନ୍ଧ୍ୟା ହେଲେ ତଳ ବାଲିଯାତ୍ରା ପଡିଆରୁ ପ୍ରେମୀ ଯୁଗଳଙ୍କୁ ଘୋଉଡେଇବା ସହ  ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କଟକ ମୁରବି ମାନଙ୍କ ପକ୍ଷରୁ ଦାବି ହେଉଛି।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like