-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବଙ୍ଗୋମୁଣ୍ଡା ପଂଚାୟତ ସମିତି ସ୍ନାତକ ମହାବିଦ୍ୟାଳୟ ରେ ଆରମ୍ଭ ହେଲା ବିଜ୍ଞାନ ପାଠ୍ୟକ୍ରମ

31-May-2026



ବଙ୍ଗୋମୁଣ୍ଡା(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ସ୍ଥିତ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ରେ ବିଜ୍ଞାନ ପାଠ୍ୟକ୍ରମ ଆରମ୍ଭ ହୋଇଛି ।ପ୍ରଥମ ପର୍ଯ୍ୟାୟରେ ସରକାରଙ୍କ ପକ୍ଷରୁ ୯୬ ଟି ସିଟ ର ଅନୁମୋଦନ ପାଇଛି ।ଫଳରେ ବିଜ୍ଞାନ ପାଠ ପଢିବାକୁ ଆଗ୍ରହୀ ଥିବା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା, ତୁରେକେଲା ଓ ମୁରିବାହାଲ ଅଞ୍ଚଳ ର ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ସେହିପରି ଅଞ୍ଚଳବାସୀ ଙ୍କ ଦୀର୍ଘ ଦିନର ଆଶା ମଧ୍ୟ ପୂରଣ ହୋଇଥିବା ଜଣାପଡିଛି ।ଏହି ମହାବିଦ୍ୟାଳୟ ରେ ପୂର୍ବରୁ କଳା ଓ ବାଣିଜ୍ୟ ଖୋଲିଥିବା ବେଳେ ବର୍ତ୍ତମାନ ବିଜ୍ଞାନ ବିଷୟ ଖୋଲା ଯାଇଥିବାରୁ ଛାତ୍ର ଛାତ୍ରୀ ଓ ଅଭିଭାବକ ମଧ୍ୟରେ ଖୁସି ର ଲହରୀ ଖେଳିଯାଇଛି। ଏହି ଅଞ୍ଚଳ ର ଗରିବ ମେଧାବୀ ଛାତ୍ର ଛାତ୍ରୀ ମାନେ ଆସି ବିଜ୍ଞାନ ପାଠ ପଢିବେ ବୋଲି ସ୍ଥାନୀୟ ଲୋକେ ଆଶା ବାନ୍ଧିଛନ୍ତି ।ନାମଲେଖା ଶୁଭାରମ୍ଭ ହୋଇଥିବା ନେଇ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଡ଼ଃ ଶୋଭେନ୍ଦ୍ର କୁମାର ମେହେର ଗଣମାଧ୍ୟମ କୁ ସୂଚନା ଦେଇଛନ୍ତି ।ବଲାଙ୍ଗୀର ଜିଲ୍ଲା ର ଶେଷ ସୀମାରେ ଅଛି ବଙ୍ଗୋମୁଣ୍ଡା ବ୍ଲକ ।ଆଉ ବଙ୍ଗୋମୁଣ୍ଡା ବ୍ଲକ ହେଉଛି ଦାଦନ ପ୍ରବଣ ଅଞ୍ଚଳ । ଦାଦନ ପାଇଁ ବେଶ ପରିଚିତି ପୁଣି ସେହି ଅଞ୍ଚଳରେ ବିଜ୍ଞାନ ବିଭାଗ ପାଠ୍ୟକ୍ରମ ଆରମ୍ଭ ହୋଇଛି ତେବେ ଦୀର୍ଘ ଦିନର ଶିକ୍ଷାଦାନ ର ମୁଖ୍ୟ ସମସ୍ୟା ପୂରଣ ହୋଇଥିବା ଯୋଗୁଁ ଅଞ୍ଚଳ ରେ ଖୁସି ର ଲହରୀ ଖେଳିଯାଇଛି । ବିଜ୍ଞାନ ପାଠ ପଢିବା ପାଇଁ ଅଞ୍ଚଳ ର ବହୁ ଛାତ୍ର ଛାତ୍ରୀ ମାନେ ଦୂରଦୁରାନ୍ତକୁ ଯାଇ ହଇରାଣ ହେଉଥିବା ଦେଖିବାକୁ ମିଳିଥିଲା । ତେବେ ଏଠାରେ ବର୍ତ୍ତମାନ ଛାତ୍ର ଛାତ୍ରୀ ମାନେ ନିଜ ଅଞ୍ଚଳ ରେ ସୁରକ୍ଷିତ ଭାବେ ରହି ଶିକ୍ଷାଦାନକୁ ଗ୍ରହଣ କରିବେ ବୋଲି ଶିକ୍ଷାବିତ ମହଲରେ ମତପ୍ରକାଶ ପାଇଛି। 


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like