-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

*ସ୍ୱାମୀଙ୍କ ସମ୍ମୁଖରେ ମହାନଦୀକୁ ଡେଇଁ ପଡ଼ିଲେ ମହିଳା*

31-May-2026



ସୁବର୍ଣ୍ଣପୁର, ( ମନୋରଞ୍ଜନ  ତ୍ରିପାଠୀ ) ସୋନପୁର ମହାନଦୀ ବ୍ରିଜ ଉପରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସୋନପୁର ସହର ମହାନଦୀ ପୋଲ ଉପରୁ ସ୍ୱାମୀ ଦେଖୁ ଦେଖୁ ତାଙ୍କ ସମ୍ମୁଖରେ ତଳକୁ ଡେଇଁ ପଡ଼ିଲେ ବିବାହିତା ମହିଳା । କୌଣସି କାମରେ ସୋନପୁର ବ୍ଲକ ମୟୁରାଉଡ଼ାନ ପଂଚାୟତ ର ନିଜ ଗାଁ କଇଁଫୁଲ ରୁ ବାହାରି ଉଲୁଣ୍ଡା ପଟକୁ ସ୍ୱାମୀ ଙ୍କ ସହିତ ଯାଉଥିବା ଵେଳେ ମହାନଦୀ ପୋଲରେ ଅଟକି ସ୍ବାମୀ ଚାହୁଁ ଚାହୁଁ ପୋଲରୁ ମହାନଦୀକୁ ଡେଇଁ ପଡ଼ି ଆତ୍ମହତ୍ୟା ଉଦ୍ୟମ କରିଥିଲେ ମହିଳା । ସେ ଡେଇଁବା ପରେ ମହାନଦୀ ପାଣି ଉପରେ ପଡିବାରୁ ବାର ବାର ବଞ୍ଚିଯାଇଥିବା ସେଠାରେ ଗୋଧାଉ ଥିବା ସ୍ଥାନିୟ କିଛି ଯୁବକ କହିଛନ୍ତି  । ସେ ଓହଳି ଯାଉଥିବା ବେଳେ ପ୍ରଥମେ ସ୍ଥାନୀୟ ଯୁବକ ଏବଂ ପରେ ଘଟଣା ସ୍ଥଳରୁ ତୁରନ୍ତ ଅଗ୍ନିଶମ ବିଭାଗକୁ ଖବର ଦିଆଯିବାରୁ ତୁରନ୍ତ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କୁ ସୁରକ୍ଷିତ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇ ଯାଇଥିବା ଅଗ୍ନିଶମ ଅଧିକାରୀ ଶ୍ରୀ ଭବେନ୍ଦ୍ର ଦେ ସୂଚନା ଦେଇଛନ୍ତି । ପରେ ଜିଲ୍ଳା ମୁଖ୍ୟ ଚିକିତ୍ସାଳୟରେ ପୋଲିସ ଉପସ୍ଥିତିରେ ଚିକିତ୍ସା ଚାଲିଥିବା ବେଳେ ତାଙ୍କ ଘର ଲୋକଙ୍କୁ ସୂଚନା ଦିଆଯାଇଥିବା ପୋଲିସ ସୂତ୍ର ରୁ ଜଣାପଡ଼ିଛି । ସମ୍ପୃକ୍ତ ମହିଳାଙ୍କ ଘର ବଲାଙ୍ଗୀର ପାଖ ଅଞ୍ଚଳର ହୋଇଥିବା ବେଳେ ସେ ସୋନପୁର ସଦର ବ୍ଲକ କଇଁଫୁଲ ଗାଁ ରେ ବାହା ହୋଇଥିଲେ । ହେଲେ କେଉଁ କାରଣରୁ ସେ ଡେଇଁଲେ କାରଣ ଅସ୍ପଷ୍ଟ ଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି । ସେପଟେ ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ତ୍ୱରିତ ପଦକ୍ଷେପକୁ ଜନସାଧାରଣ ରେ ବେଶ୍ ପ୍ରଶଂସା କରାଯାଇଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like