-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      *ସୋନପୁର ଷ୍ଟେଟବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର*-;   (14-Jun-2026)       ||      ତାଳଦଣ୍ଡା କେନାଲ୍ ପାଚେରି ନିର୍ମାଣରେ ସାଙ୍ଘାତିକ ଦୁର୍ନୀତି । କାମ ସରିନି ୨ କୋଟି ଟଙ୍କା ଖର୍ଚ୍ଚ ହେଲା କିପରି ।ଆଉ ୧୫ ଦିନ ପରେ ଚାକିରିରୁ ଅବସର ନେବେ ।ଭିଜିଲାନ୍ସ ତଦନ୍ତ ପାଇଁ ଦାବି ।   (14-Jun-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ବିଶ୍ୱ ରକ୍ତ ଦାତା ଦିବସ ଓ ରକ୍ତ ଦାନ ଶିବିର ଅନୁଷ୍ଠିତ*   (14-Jun-2026)       ||      ଜୈନ ତେରାପନ୍ଥ ଯୁବକ ପରିଷଦର ନୂତନ ଅଧ୍ୟକ୍ଷ ହେଲେ ସାମ୍ବାଦିକ ମନୋଜ କୁମାର ଜୈନ   (14-Jun-2026)       ||      ଆଉ ମାତ୍ର କିଛି ଘଣ୍ଟା ପରେ ବରପାଲି ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ । ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ।   (14-Jun-2026)       ||      କବିତା ସଂକଳନ ଝରକା ସେପାଖେ ଉନ୍ମୋଚିତ   (14-Jun-2026)       ||     

HOME   ଜିଲ୍ଲା

ଶିକ୍ଷକ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

01-Jun-2026



ଲୋଇସିଂହା, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଳକ ଅନ୍ତର୍ଗତ କରନପାଲି ସରକାରୀ ପ୍ରାଥମିକ ବିଦ୍ୟାଳୟ ରେ ଦୀର୍ଘ ବର୍ଷ ଧରି କାର୍ଯ୍ୟରତ ଭାରପ୍ରପ୍ତ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ କୁଶଲେଶ୍ୱର ବିଶ୍ୱାଳ ତାଙ୍କ ଚାକିରୀ କାର୍ଯ୍ୟକାଳରୁ ଅବସର ଗ୍ରହଣ କରିଛନ୍ତି l ପୂର୍ବତନ ବି ଆର ସି ସି ଶ୍ରୀଯୁକ୍ତ ରାଜେନ୍ଦ୍ର ବିଶ୍ୱାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟି ଚେୟାରମେନ ଶ୍ରୀଯୁକ୍ତ ରବୀନ୍ଦ୍ର ମନହୀରା, ମୁଖ୍ୟବକ୍ତା ଶ୍ରୀଯୁକ୍ତ ସୋମନାଥ ବିଶ୍ବାଳ, ସମ୍ମାନିତ ଅତିଥି ଭାବେ ସି ଆର ସି ସି ଶ୍ରୀଯୁକ୍ତ କାହ୍ନ। ପଧାନ ପ୍ରମୁଖ ଉପସ୍ଥିତ ରହି ଶିକ୍ଷକ ଜୀବନରେ ଛାତ୍ରଛାତ୍ରୀଙ୍କ ପ୍ରତି ରହିଥିବା ଭଲ ପାଇବା, ସହକର୍ମୀଙ୍କ ସହ ଉତ୍ତମ ସମ୍ପର୍କ ତଥା ଜଣେ କର୍ତ୍ତବ୍ୟନିଷ୍ଠ ଶିକ୍ଷକ ଭାବେ ସେ ତାଙ୍କ କର୍ମମୟ ଜୀବନର ସମସ୍ତ ଦାୟିତ୍ୱ ସୁଚାରୁ ରୁପେ ତୁଲାଇବା ସହ ବିଦ୍ୟାଳୟ ପାଇଁ ତାଙ୍କର ଅବଦାନ ସବୁବେଳେ ସ୍ମରଣୀୟ ହୋଇ ରହିବ ବୋଲି ଅତିଥି ମାନେ କହିଥିଲେ । ଏହି ଅବସରରେ ଶିକ୍ଷକ ଶ୍ରୀଯୁକ୍ତ କରୁଣାକର ବିଶ୍ବାଳ ମଞ୍ଚ ପରିଚାଳନା କରିଥିଲେ । ଅବସରପ୍ରାପ୍ତ ଶିକ୍ଷକଙ୍କୁ ଉପଢ଼ୌକନ ଦେଇ ଅତିଥି ମାନେ ସମ୍ବର୍ଦ୍ଧିତ କରିଥିଲେ ଏବଂ ତାଙ୍କର ଅବସର ଜୀବନ ସୁସ୍ଥ ଓ ନିରାମୟ ହେଉ ବୋଲି କାମନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026
  ଜିଲ୍ଲା  
ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   15-Jun-2026
  ଜିଲ୍ଲା  
ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   15-Jun-2026
  ଜିଲ୍ଲା  
ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   15-Jun-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   15-Jun-2026
  ଜିଲ୍ଲା  
*କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   15-Jun-2026
  ଜିଲ୍ଲା  
ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   15-Jun-2026
  ଜିଲ୍ଲା  
ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   15-Jun-2026
  ଜିଲ୍ଲା  
ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   14-Jun-2026

You Might Also Like