-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ଜିଲ୍ଲା

ବାଲିଆ-ବାଲିକୁଦା ରାସ୍ତା ପାଲଟିଛି ମରଣ ଯନ୍ତା

01-Jun-2026



(ରଂଜିତ ମହାନ୍ତି )
ଗମନାଗମନ କ୍ଷେତ୍ରରେ ସର୍ବାଧ‌ିକ ଗୁରୁତ୍ବ ଦେଉଥ‌ିବା ବେଳେ ଏଠାରେ ତାହାର ବ୍ୟତିକ୍ରମ ଦେଖ‌ିବାକୁ ମିଳିଛି ବାଲିଆ ବାଲିକୁଦା ରାସ୍ତା କ୍ଷେତ୍ରରେ। କଟକ ବଡ଼ ଡାକ୍ତରଖାନା । ଯିବାକୁ ହେଉ । ଅବା ଯେକୌଣସି ସରକାରୀ କାର୍ଯ୍ୟାଳୟ ଯିବାକୁ ହେଲେ ଧାରପୁର, ଚନ୍ଦନପୁର, ଗୋଳକୁଣ୍ଡ, ସ୍ବାଇଁଖଣ୍ଡ ବାଲିଆ, ଈଶାଣପୁର, ସାହୁପଡ଼ା, ପଞ୍ଚାୟତର ଲୋକମାନେ ସାଧାରଣତଃ ଏହି ବାଲିଆ ବାଲିକୁଦା ରାସ୍ତା ଦେଇ ହିଁ ଯାତାୟତ କରିଥାନ୍ତି। ସେପଟୁ ତାଳୁଆ, ବାଲିକୁଦା ମୂଷାଟିକିରି, ଗଇପୁର, ବଣିଆରି, ବରପଦା ପଦା, ସାଉଡ଼ିଆ, ନିଆଳି, ଜନକ ପ୍ରଭୃତି ଗ୍ରାମର ଲୋକମାନେ ବାଲିଆ ପ୍ରାଥ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ
ନିର୍ଭର କ କରି ଏହି ରାସ୍ତା ଦେଇ ଆସୁଥିବା ବେଳେ ଉପରୋକ୍ତ ଗ୍ରାମ ଗୁଡ଼ିକରୁ ଛାତ୍ରଛାତ୍ରୀ ଅଭିମନ୍ୟୁ ସାମନ୍ତସିଂହାର ମହାବିଦ୍ୟାଳୟକୁ ଅଧ୍ୟୟନ ପାଇଁ ଆସିଥାନ୍ତି । ଅନୁରୂପ ଭାବେ ଉକ୍ତ ରାସ୍ତା ଦେଇ ଚାରି ପାଞ୍ଚ ଗୋଟି ଯାତ୍ରୀବାହୀ ବସ୍ ଚାଲୁଥିବା ବେଳେ ଆମ୍ବୁଲାନ୍ସ, ଏଟିଏମ୍ ପରିଚାଳନା ପାଇଁ ପ୍ରତ୍ୟେହିଁ ଦୁଇ ତିନିଟି ଗାଡ଼ି ଶିଶୁମନ୍ଦିର ପିଲାମାନଙ୍କୁ ନେବା ଆଣିବା କରିବାକୁ ଗାଡ଼ି ଏବଂ ପ୍ରତେକ ଦିନ ସହ ସହ ଯାନ ବାହାନ ଯାତାୟତ କରୁଥିବା ବେଳେ ପ୍ରତେକ ଦିନ ଛୋଟ ବଡ଼ ଦୁର୍ଘଟଣା ମାନ ଘଟୁଥ‌ିବା ଦେଖ‌ିବାକୁ ମିଳୁଛି। ବାଲିଆରୁ ବାଲିକୁଦାକୁ ଯାଇଥିବା ସଡ଼କଟିର ପ୍ରଥମ ୩.୩୫ କିମି ଅଞ୍ଚଳ ବରୀ ବ୍ଲକ ଅଧୀନରେ ଥିବା ବେଳେ ଅବଶିଷ୍ଟ ଅଞ୍ଚଳ ବଡ଼ଚଣା ବ୍ଲକ
ଅଧୀନରେ ରହିଛି। ବାଲିଆ ଠାରୁ ବଡ଼ଚଣା ବ୍ଲକ ସୀମାନ୍ତ ପର୍ଯ୍ୟନ୍ତ ପିଚୁ ହୋଇଥିବା ବେଳେ ସେପଟୁ କିଛି ଅଂଶ ମଧ୍ଯ ପିଚୁ ହୋଇଛି, କିନ୍ତୁ ଏହାର ମଝିରେ ପ୍ରାୟ ୫୦୦ ମିଟର ଢଳେଇ ରାସ୍ତା ଅବସ୍ଥା ନ କହିଲେ ଭଲ ଆଣ୍ଠୁଏ ଆଣ୍ଠୁଏ ଖାଲ, ବଡ଼ ବଡ଼ ଗୋଡ଼ି ଗୁଡିକ ରାସ୍ତାରୁ ଉଠି ଏପରି ବିକ୍ଷିପ୍ତ ହୋଇପଡ଼ିଛି। ଗାଡ଼ି ମଟର କଥା ଅଲଗା ପାଦରେ ଚାଲି ଚାଲିଯିବା କଷ୍ଟକର ହୋଇପଢୁଛି। କିନ୍ତୁ ପରିତାପର ବିଷୟ ଭକ୍ତ ରାସ୍ତାର ଉନ୍ନତି କରଣ କାର୍ଯ୍ୟ ପାଇଁ ପ୍ରଶାସନିକ ଅଧିକାରୀ, ବିଭାଗୀୟ କର୍ତ୍ତୃପକ୍ଷ ବା ନିର୍ବାଚିତ ପ୍ରତିନିଧ୍ କାହାରି ନଜର ନାହିଁ। ବିଭାଗୀୟ କର୍ତ୍ତୃପକ୍ଷ ତୁରନ୍ତ ଉକ୍ତ ରାସ୍ତାର ଉନ୍ନ‌ତୀକରଣ କାର୍ଯ୍ୟ ଆରମ୍ଭକରିବାକୁ ସାଧାରଣରେ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like