-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟକୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କଲେ ଓଟିଡିସି ଅଧ୍ଯକ୍ଷା ଶ୍ରୀମୟୀ ମିଶ୍ର

08-Feb-2021



ବଲାଙ୍ଗିର (ପ୍ରେରଣା ଖବର) :ସ୍କୁଲରେ ହିଁ ଆମ ବ୍ୟକ୍ତିତ୍ବର ମୂଳଦୁଆ ପଡ଼ିଥାଏ ।  ଶିକ୍ଷା ହିଁ ସଭ୍ୟତା ଓ ସଂସ୍କାରକୁ  ଆଗକୁ ନେଇଥାଏ ଏବଂ ରୂପାନ୍ତରର ଭିତ୍ତି ପକାଇଥାଏ । ତେଣୁ ଆମ ଶିକ୍ଷା ଭିତ୍ତିଭୂମିରେ ଉନ୍ନତି ଆଣି ସରକାରୀ ବିଦ୍ୟାଳୟ ଗୁଡ଼ିକରେ ଏକ ଆଦର୍ଶ ଶୈକ୍ଷିକ ପରିବେଶ ସୃଷ୍ଟି କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ମୋ ସ୍କୁଲ’ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଜଣେ ବ୍ୟକ୍ତି ଚାହିଁଲେ ସେ ପଢୁଥିବା ସ୍କୁଲର ବିକାଶରେ ଭାଗିଦାରୀ ହୋଇପାରିବ । ତାହା ଭିତ୍ତିଭୂମି ବିକାଶ ହେଉ ବା ଶିକ୍ଷାଦାନ । ରାଜ୍ୟ ସରକାରଙ୍କ ଏହି କାର୍ଯ୍ୟକ୍ରମରେ ଦେଶ ବିଦେଶର ବହୁ ଓଡ଼ିଆ ସାମିଲ ହୋଇ ସେମାନେ ପଢ଼ିଥିବା ବିଦ୍ୟାଳୟର କାୟାକଳ୍ପରେ ସାମିଲ ହୋଇଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ପୋଷ୍ୟ ସ୍କୁଲ ଗ୍ରହଣରେ ସାମିଲ ହୋଇଛନ୍ତି ଓଟିଡ଼ିସି ଅଧ୍ଯକ୍ଷା ଶ୍ରୀମତୀ ଶ୍ରୀମୟୀ ମିଶ୍ର । ଶ୍ରୀମତୀ ମିଶ୍ର ମୁଖ୍ୟମନ୍ତ୍ରୀ ଙ୍କ ଆହ୍ଵାନ ରେ ଅନୁପ୍ରାଣିତ ହୋଇ ବଲାଙ୍ଗୀର ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କରିଛନ୍ତି । ଆଗାମୀ ଦିନରେ ଏହି ବିଦ୍ୟାଲୟରେ କିଭଳି ଭିତ୍ତିଭୂମି ର ବିକାଶ ହୋଇପାରିବ ଏବଂ ଶିକ୍ଷାଦାନ ର ମାନ ଓ ପ୍ରକ୍ରିୟା କିଭଳି ଛାତ୍ରୀ ମାନଙ୍କ ପାଇଁ ଏକ ନୂଆ ଦିଶା ପ୍ରଦାନ କରିପାରିବ, ଏହା ଉପରେ ଯଥାସମ୍ଭବ ଚେଷ୍ଟା କରିବେ ବୋଲି ଶ୍ରୀମତୀ ମିଶ୍ର କହିଛନ୍ତି । ସୂଚନା ରୁ ପ୍ରକାଶ ଯେ, ଶ୍ରୀମତୀ ମିଶ୍ର ଏହି ବିଦ୍ୟାଳୟ ରେ ପାଠ ପଢୁଥିଲେ ଆଉ ବିଦ୍ୟାଳୟ ର ଭିତ୍ତିଭୂମି ଓ ଶୈକ୍ଷିକ ବାତାବରଣ ର ବିକାଶ ପାଇଁ ସବୁବେଳେ ଆଗେଇ ଆସିଛନ୍ତି । ସେ ୨୦୧୮/୧୯ ରେ ମଧ୍ୟ ନିଜ ସହପାଠୀ ତଥା ବିଦ୍ୟାଳୟ ର ପୁରାତନ ଛାତ୍ରୀଙ୍କ ସହ ମିଶି ବିଦ୍ୟାଳୟ ର ବିକାଶ ପାଇଁ ଅର୍ଥରାଶି ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026

You Might Also Like