-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||     

HOME   ଜିଲ୍ଲା

ଲୋକଙ୍କ ବିଶ୍ୱାସ ଜିତିଥିବା ଅତିରିକ୍ତ କମିଶନରଙ୍କୁ ଭାବବିହ୍ୱଳ ବିଦାୟୀ ସମ୍ବର୍ଦ୍ଧନା

01-Jun-2026




ଯାଜପୁର(ପ୍ରଦୀପ କୁମାର ମଲ୍ଲିକ): ଯାଜପୁର ଜିଲ୍ଲା ବ୍ୟାସନଗରସ୍ଥିତ ଅତିରିକ୍ତ କମିଶନର କାର୍ଯ୍ୟାଳୟରେ ଅତିରିକ୍ତ କମିଶନର ଅକ୍ଷୟ କୁମାର ମଲ୍ଲିକଙ୍କୁ ଶନିବାର ଭାବବିହ୍ୱଳ ପରିବେଶ ମଧ୍ୟରେ ବିଦାୟୀ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଦୀର୍ଘ ଦୁଇ ବର୍ଷର କାର୍ଯ୍ୟକାଳ ମଧ୍ୟରେ ସେ ନିଜର ଦକ୍ଷ ପ୍ରଶାସନିକ କାର୍ଯ୍ୟଦକ୍ଷତା, ମାନବିକ ଦୃଷ୍ଟିଭଙ୍ଗୀ ଓ ସାଧାରଣ ଲୋକଙ୍କ ପ୍ରତି ସମର୍ପିତ ଭାବନା ଯୋଗୁଁ ଲୋକ ମାନଙ୍କ ବିଶ୍ୱାସ ଭାଜନ ହୋଇପାରିଥିବା ଆଲୋଚନା କରା ଯାଇଥିଲା। କମିଶନରଙ୍କ କାର୍ଯ୍ୟାଳୟରେ ଆୟୋଜିତ ଏହି ବିଦାୟୀ କାର୍ଯ୍ୟକ୍ରମରେ କର୍ମଚାରୀମାନଙ୍କ ପକ୍ଷରୁ ପୁଷ୍ପଗୁଚ୍ଛ, ଫୁଲମାଳା ପ୍ରଦାନ ସହ କେକ୍ କାଟି ସମ୍ମାନଜନକ ଭାବେ ସମ୍ବର୍ଦ୍ଧନା ଜଣାଯାଇଥିଲା। ଏହା ସହିତ ଯାଜପୁରରୋଡ଼ ଓକିଲ ସଂଘ ଓ ଆଇନଜୀବୀମାନଙ୍କ ପକ୍ଷରୁ ମଧ୍ୟ ଅକ୍ଷୟ କୁମାର ମଲ୍ଲିକଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଏହି ଅବସରରେ ତାଙ୍କ ଚାକିରି ଜୀବନ ଉପରେ ଆଲୋକପାତ କରାଯାଇଥିଲା। ସେ ଜୀବନର ପ୍ରଥମ ପୋଷ୍ଟିଂ ଭଦ୍ରକରୁ ବଣାଇରେ ଯୋଗଦେଇଥିବା ବେଳେ ପରବର୍ତ୍ତୀ ସମୟରେ ବିଂଝାରପୁର, ଯାଜପୁର ସମେତ ବିଭିନ୍ନ ସ୍ଥାନରେ କାର୍ଯ୍ୟ କରିବାର ସୁଯୋଗ ପାଇଥିଲେ। କଳିଙ୍ଗନଗର କମିଶନର କାର୍ଯ୍ୟାଳୟରେ ଦୁଇ ବର୍ଷର କାର୍ଯ୍ୟକାଳ ମଧ୍ୟରେ ସେ ଅନେକ ଲୋକମୁଖୀ ଓ ପ୍ରଶାସନିକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିଥିବା କୁହାଯାଇଥିଲା। ନିଜ ଅଭିଭାଷଣରେ ଅକ୍ଷୟ କୁମାର ମଲ୍ଲିକ ମାଟି ସହ ମଣିଷର ସମ୍ପର୍କକୁ ସବୁବେଳେ ଅତୁଟ ରଖିବା ଉପରେ ଗୁରୁତ୍ୱ ଆରୋପ କରିଥିଲେ। ସେ କହିଥିଲେ ଯେ, ୧୯୨୮ ମସିହାରୁ ରହିଆସୁଥିବା କୌଣସି ପରିବାରକୁ ଯଦି ସେଟେଲମେଣ୍ଟ ପ୍ରକ୍ରିୟାରେ ବଞ୍ଚିତ କରାଯିବ କିମ୍ବା ଲୋକଙ୍କୁ ତାଙ୍କର ଭିଟାମାଟିରୁ ଅଲଗା କରାଯିବ, ତାହା କେବେବି ଉଚିତ ନୁହେଁ। ସାଧାରଣ ଲୋକଙ୍କ ସ୍ୱର ଭାବେ ଆଇନଜୀବୀମାନେ ଆଗକୁ ଆସିବା ଆବଶ୍ୟକ ବୋଲି ସେ ମତପ୍ରକାଶ କରିଥିଲେ। ଲୋକଙ୍କ ସମସ୍ୟାର ସମାଧାନ ପାଇଁ ଆଇନଗତ ପଦକ୍ଷେପ, କାଗଜପତ୍ର ଓ କଲମର ସଠିକ୍ ବ୍ୟବହାରକୁ ପ୍ରାଧାନ୍ୟ ଦେବା ଉପରେ ସେ ଜୋର ଦେଇ ଥିଲେ। ଏହି ବିଦାୟୀ ସମାରୋହରେ ଅତିରିକ୍ତ କମିଶନର କାର୍ଯ୍ୟାଳୟର କର୍ମଚାରୀ, ଆଇନଜୀବୀ ଏବଂ ବହୁ ଶୁଭେଚ୍ଛୁ ଉପସ୍ଥିତ ରହି ତାଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଓ ସୁସ୍ଥ ସୁଖମୟ ଜୀବନ କାମନା କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026

You Might Also Like