-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||     

HOME   ଜିଲ୍ଲା

ଅଶୋକ ଚନ୍ଦନ ସ୍ନୁତି ସମାରୋହ ପାଳିତ

01-Jun-2026



ବଲାଙ୍ଗୀର/ପାଟଣାଗଡ଼(ପ୍ରେରଣା ଖବର): ଜିଲ୍ଲା ଲେଖକ ପରିଷଦ, ବଲାଙ୍ଗୀର ଓ ଅଶୋକ ଚନ୍ଦନ ସ୍ନୃତି ପରିଷଦ ଆନୁକୂଲ୍ୟରେ ପାଟଣାଗଡ଼ ଓମ୍ କଲ୍ୟାଣ ମଣ୍ଡପ ଠାରେ ଏକ ବର୍ଣ୍ଣାଢ଼୍ୟ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଉତ୍ସବରେ ଆଇନଜୀବୀ ଆଶିଷ କୁମାର ଚନ୍ଦନ ସ୍ବାଗତ ଭାଷଣ ଦେଇଥିଲେ ଓ ଲେଖକ ପରିଷଦର ସମ୍ପାଦକ କବି ସୁଶାନ୍ତ ବାଗ ପ୍ରାରମ୍ଭିକ ମାତୃ ବନ୍ଦନା ଗାନ କରିଥିଲେ। ସଂଯୁକ୍ତା ଚନ୍ଦନ ମଂଚ ପରିଚାଳନା କରିଥିଲେ। ଉକ୍ତ ସଭାର ପ୍ରଥମ ଅଧିବେଶନରେ ସଭା ମୂଖ୍ୟ ଭାବରେ ଡଃ. ଜୟକୁମାର ଆଚାର୍ଯ୍ୟ, ମୂଖ୍ୟ ବକ୍ତା ଭାବରେ ଡଃ. ସୁଜିତ୍ କୁମାର ପୃଷେଠ ଙ୍କ ସମେତ ସର୍ବଶ୍ରୀ କବି ଭିକାରି ଚରଣ ମିଶ୍ର, ସ୍ଥପତି ଅନ୍ତର୍ଯ୍ୟାମୀ ମେହେର, କବି ଭାଗିରଥି ମିଶ୍ର ଓ ମୂଖ୍ୟ ଟ୍ରଷ୍ଟି ଅନୂପ କୁମାର ଚନ୍ଦନ ମଞ୍ଚାସୀନ ହୋଇ ସ୍ବର୍ଗତ ସାହିତ୍ୟିକ ଅଶୋକଙ୍କୁ ଭାବବି‌ହ୍ବଳ ହୋଇ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ଦ୍ଵିତୀୟ ଅଧିବେଶନରେ ଶିକ୍ଷାବିତ୍ ସନାତନ ଠାକୁରଙ୍କ ସଭାପତିତ୍ବରେ ଅନୁଷ୍ଠିତ ରଂଗାରଂଗ କବିତା ଆସରରେ ନାରାୟଣ ମିଶ୍ର, ଦିଲିପ କୁମାର ପଶାୟତ, ସୁଶ୍ରୀ ସଂଯୁକ୍ତା ପରିଛା, ଶିବ ପ୍ରସାଦ ସା ଓ ଅର୍ଜୁନ କୁମାର ସାହୁଙ୍କ ସହିତ କବି ସୁଶାନ୍ତ ବାଗ ମଞ୍ଚାସୀନ ଥିଲେ। ସୁନାମଧନ୍ୟ ଚିତ୍ରଶିଳ୍ପୀ ଲିନା ମେହେରଙ୍କ ତତ୍ବାବଧାନରେ ହୋଇଥିବା ଚିତ୍ରାଙ୍କନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ମାନପତ୍ର ସହିତ ଆର୍ଥିକ ଅନୁଦାନ ମଧ୍ୟ ଦିଆଯାଇଥିଲା। ସମଗ୍ର କାର୍ଯ୍ୟକ୍ରମରେ କବି ନିସାର ଅହମ୍ମଦ(ମଣ୍ଟୁ) ବାଦ୍ୟଯନ୍ତ୍ର ରେ ସହଭାଗିତା କରି କାର୍ଯ୍ୟକ୍ରମକୁ ସରସ ଓ ମନଲୋଭା କରି ଧରି ତୋଳିଥିଲେ। ଶେଷରେ ଉଦ୍ୟୋକ୍ତା ଆଶିଷ କୁମାର ଚନ୍ଦନ ଧନ୍ୟବାଦ ଦେଇ ଥିଲେ। ସମାରୋହରେ ପ୍ରାୟ ପଚାଶ ସରିକି କବି କବିତା ପାଠ କରିଥିବାବେଳେ ପାଖାପାଖି ତିନିଶହରୁ ଉର୍ଦ୍ଧ୍ବ ସାହିତ୍ୟପ୍ରେମୀ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026

You Might Also Like