-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ପଞ୍ଚମ ର ମାସନ୍ତ ସଂଗୀତ ସଂଧ୍ୟା

01-Jun-2026



ବଲାଙ୍ଗିର(ପ୍ରେରଣା ଖବର): ଗତକାଲି ସଙ୍ଗୀତ ବିଦ୍ୟାଳୟ ପଞ୍ଚମ ର ନୃତ୍ୟ ବିଭାଗ ପ୍ରକୋଷ୍ଠରେ ପ୍ରତ୍ୟେକ ମାସ ଶେଷ ରବିବାର ଭଳି ଚଳିତ ମାସର ର ମାସାନ୍ତ ରବିବାସରୀୟ ସଙ୍ଗୀତ ସନ୍ଧ୍ୟା ଆୟୋଜିତ ହୋଇ ଯାଇଛି। ବରିଷ୍ଠ କଣ୍ଠଶିଳ୍ପୀ ମୁରଲି ପତି ଙ୍କ ପ୍ରାରମ୍ଭିକ ପାରମ୍ପରିକ ଭଜନ ପୟୋଜି ମେନେ ରାମ ରତନ ଧନ ପୟୋ ଗୀତ ରୁ କାର୍ଯ୍ୟକ୍ରମ କର୍ମ ଆରମ୍ଭ

ହୋଇଥିବା ବେଳେ କଣ୍ଠଶିଳ୍ପୀ ଆୟୁଷ୍ମାନ ପାଣିଗ୍ରାହୀ ଆହେ ନୀଳ ଶୈଳ ବିନାୟକ ମିଶ୍ରଙ୍କ ମୁଇତ୍ତ ଅଛେ ରେ ସ୍ମୁତି ବିନ୍ଦୁ ଝାଙ୍କର ଜଗତର ନାଥ ଆହେ ଜଗନାଥ, ଅଙ୍କିତ ସାହୁ ଦିନର ସୁରୁଜ ତୁ ମୋ ରାତିର ତାରା, ଏକାପାର୍ଣ୍ଣିକା ମିଶ୍ର କୋଶଲ ମାଇଟ ମା ମୋର, ଗାୟତ୍ରୀ ପୋଢ଼ ହାତୀ ଘୋଡା ପ୍ରଭୃତି ଗୀତ ପରିବେଷଣ କରିଥିବା ବେଳେ ବାଦ୍ୟଯନ୍ତ୍ର ରେ ସଂସ୍କାର ସ୍ୱରୂପ ମିଶ୍ର, ଅଂଶୁମାନ ପଣ୍ଡା, ଅଦ୍ୱେତ କୁମାର ସାହୁ,ରୁଦ୍ରାନ୍ସ ବ୍ରହ୍ମ୍ଛା, ସତ୍ଵିକ ହୋତା, ଆୟୁଷ କୁମାର ପ୍ରଧାନ, ଜି. କୁମାର, ସାତ୍ଵିକ

ହୋତା ବିଶ୍ୱନାଥ ବାବୁ ପ୍ରମୁଖ ସହଯୋଗ କରିଥିଲେ। କାର୍ଯ୍ୟକ୍ରମକୁ ଗୁରୁଃଶ୍ରୀ ଗୌର କିଶୋର ମହାପାତ୍ର, କ୍ରିଷ୍ଣରାଜ ପତି, ଶୁଭେନ୍ଦୁ ଜାଲ ଓ ରାଜ ହୋତା ସୁଚାରୁ ରୂପେ ସମ୍ପାଦନ କରିଥିଲେ। ସୂଚନାଯୋଗ୍ୟ ଯେ ପ୍ରତେକ ମାସର ଶେଷ ରବିବାର ଦିନ ଆୟୋଜିତ ଏହି କାର୍ଯ୍ୟକ୍ରମ ଧୀରେ ଧୀରେ ଆଦୃତ୍ତି ଲାଭ କରୁଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like