-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ଏସ୍‌ଆଇଆର୍ କାର୍ଯ୍ୟକ୍ରମର କ୍ଷେତ୍ରସ୍ତରୀୟ ତଦାରଖ କଲେ ଜିଲ୍ଲାପାଳ

01-Jun-2026



କଟକ, (ତପନ ମହାନ୍ତି)  ସ୍ୱତନ୍ତ୍ର ସଘନ ସଂଶୋଧନ-୨୦୨୬  କାର୍ଯ୍ୟକ୍ରମର ସଫଳ ରୂପାୟନ ନିମନ୍ତେ ଆଜି ଜିଲ୍ଲାପାଳ ଓ ଜିଲ୍ଲା ନିର୍ବାଚନ ଅଧିକାରୀ  ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଥିଲେ । ଏଥିସହ କ୍ଷେତ୍ରସ୍ତରରେ ଚାଲିଥିବା ବୁଥ୍ ସ୍ତରୀୟ ଅଧିକାରୀ (BLO)ମାନଙ୍କ କାର୍ଯ୍ୟର ସମୀକ୍ଷା କରିଥିଲେ । ପରିଦର୍ଶନ ସମୟରେ BLOମାନଙ୍କ ଦ୍ୱାରା କରାଯାଉଥିବା ଘରକୁ ଘର ଯାଇ ସର୍ଭେ, ଭୋଟର ତଥ୍ୟ ଯାଞ୍ଚ, ଫର୍ମ ବଣ୍ଟନ ଓ ସଂଗ୍ରହ ପ୍ରକ୍ରିୟା ତଦାରଖ କରିବା ସହ ଲୋକମାନଙ୍କ ସହ ଆଲୋଚନା କରି ସେମାନଙ୍କ ମତାମତ ଗ୍ରହଣ କରିଥିଲେ । ଏସ୍‌ଆଇଆର୍-୨୦୨୬ ଏନ୍ୟୁମେରେସନ୍ ପ୍ରକ୍ରିୟାର ତୃତୀୟ ଦିବସରେ ଘରକୁ ଘର ଯାଇ ଭୋଟରମାନଙ୍କ ତଥ୍ୟ ସଂଗ୍ରହ ଓ ଯାଞ୍ଚ କାର୍ଯ୍ୟ ସୁଚାରୁରୂପେ ଜାରି ରହିଛି । ନିୟୋଜିତ ଏନ୍ୟୁମେରେସନ୍ ଟିମ୍‌ଗୁଡ଼ିକ ଭୋଟରଙ୍କ ବିବରଣୀ ଯାଞ୍ଚ କରିବା ସହିତ ଗଣନା ଫର୍ମ ବଣ୍ଟନ ଓ ସଂଗ୍ରହ କରୁଛନ୍ତି । ସେହିପରି ନାଗରିକମାନଙ୍କୁ ସର୍ଭେ ପ୍ରକ୍ରିୟା ଓ ଏହାର ଗୁରୁତ୍ୱ ସମ୍ପର୍କରେ ଅବଗତ କରାଯାଉଛି । ଏଥିସହ ଫର୍ମ ସଂଗ୍ରହ କରି ଭୋଟରଙ୍କୁ ଗୋଟିଏ ଲେଖାଏଁ ପ୍ରାପ୍ତି ସ୍ଵୀକାର ପତ୍ର ମଧ୍ୟ ପ୍ରଦାନ କରାଯାଉଛି । ଜିଲ୍ଲାରେ ସମୁଦାୟ ଭୋଟର ସଂଖ୍ୟା ୨୦,୮୫,୭୭୯ ଜଣ ଥିବାବେଳେ ତା ୧.୦୬.୨୦୨୬ ରିଖ ସୁଦ୍ଧା ୧,୦୬,୫୭୬ଟି ଏନ୍ୟୁମେରେସନ୍ ଫର୍ମ ବଣ୍ଟନ କରାଯାଇଛି । ବିଶେଷକରି ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀରେ ୨,୪୨,୧୨୯ ଜଣ ଭୋଟରଙ୍କ ମଧ୍ୟରୁ ୧୭,୦୭୧ଟି ଫର୍ମ ବଣ୍ଟନ ହୋଇସାରିଛି । ବୁଥ ସ୍ତରୀୟ ଅଧିକାରୀ ମାନେ ଟୋଲ ଫ୍ରି ନିର୍ବାଚନ ହେଲ୍ପ ଲାଇନ ନମ୍ବର ୧୯୫୦ ଏବଂ voters.eci.gov.in ପୋର୍ଟାଲ ଓ “Voter Helpline App” ସମ୍ପର୍କରେ ମଧ୍ୟ ଜନସାଧାରଣଙ୍କୁ ଅବଗତ କରାଉଛନ୍ତି । ସଠିକ୍ ନିର୍ବାଚନୀ ତାଲିକା ହେଉଛି ଦୃଢ଼ ଗଣତନ୍ତ୍ରର ମୂଳଦୁଆ ସେଥି ନିମନ୍ତେ  ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ଯୋଗ୍ୟ ଭୋଟରଙ୍କୁ ଏହି ସଂଶୋଧନ ପ୍ରକ୍ରିୟାରେ ସକ୍ରିୟ ସହଯୋଗ କରି ସଠିକ୍ ଓ ନିର୍ଭୁଲ ନିର୍ବାଚନୀ ତାଲିକା ପ୍ରସ୍ତୁତିରେ ସହଭାଗୀ ହେବାକୁ ଅନୁରୋଧ କରାଯାଇଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like