-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ଆନ୍ତଃ ଜିଲ୍ଲା ମୁଖ୍ୟମନ୍ତ୍ରୀ ଟ୍ରଫି-୨୦୨୬ ଫୁଟବଲ ଚାମ୍ପିୟନସିପ୍ ଉଦ୍‌ଘାଟିତ ବାଳକ ବର୍ଗରେ ବୌଦ୍ଧ ଓ ନୟାଗଡ଼, ବାଳିକା ବର୍ଗରେ ଦେବଗଡ଼ ବିଜୟୀ

01-Jun-2026



ବଲାଙ୍ଗିର (୦୧/୦୬): ଆନ୍ତଃ ଜିଲ୍ଲା ୧୪ ବର୍ଷ ବାଳକ ଓ ବାଳିକା ମୁଖ୍ୟମନ୍ତ୍ରୀ ଟ୍ରଫି–୨୦୨୬ ଫୁଟବଲ୍‌ ଚାମ୍ପିୟନସିପ୍‌ର ଉଦ୍‌ଘାଟନ ଗାନ୍ଧୀ ଷ୍ଟାଡ଼ିୟମ, ବଲାଙ୍ଗିର ଓ ପଲ୍ଲିଶ୍ରୀ ଷ୍ଟାଡ଼ିୟମ, ସଦାଇପାଲିରେ ବିଧିବଦ୍ଧ ଭାବେ ହୋଇଛି। ବାଳକ ବର୍ଗର ପ୍ରଥମ ଖେଳରେ ବୌଦ୍ଧ ୪–୧ ଗୋଲରେ ଦେଗଗଡ଼କୁ ପରାଜିତ କରି ବିଜୟୀ ହୋଇଛି । ଅତିରିକ୍ତ ଜିଲ୍ଲାପାଳ ଡ଼. ବିଜୟାନନ୍ଦ ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଖେଳକୁ ଉଦ୍‌ଘାଟନ କରିଥିଲେ। ସମ୍ମାନୀତ ଅତିଥିମାନଙ୍କ ମଧ୍ୟରେ କ୍ରୀଡ଼ା ସଂସଦର ଉପ-ସଭାପତି କୃଷ୍ଣଚନ୍ଦ୍ର ମିଶ୍ର, ସାଧାରଣ ସଂପାଦକ ହରିନାରାୟଣ ପୂଝାରୀ, ଜିଲ୍ଲା ଶାରୀରିକ ଶିକ୍ଷା ନିରୀକ୍ଷକ ପ୍ରଦୀପ କୁମାର ପାତ୍ର, କୋଷାଧ୍ୟକ୍ଷ ହେମନ୍ତ କୁମାର ବେହେରା, ଫୁଟବଲ୍‌ ସଂପାଦକ ଶରତ କୁମାର ନନ୍ଦ, କାଉନସିଲ୍‌ ସଭ୍ୟ ସୁଧୀର ଚନ୍ଦ୍ର ପଣ୍ଡା, ପ୍ରଭାତ କୁମାର ମିଶ୍ର, କ୍ରୀଡ଼ା ସଂପାଦକ ବିଭୂତିଭୂଷଣ ପଣ୍ଡା ଓ ବରିଷ୍ଠ ସଦସ୍ୟ ଡ଼. ସିଦ୍ଧେଶ୍ଵର ମିଶ୍ର ଯୋଗଦେଇଥିଲେ। ଖେଳର ପରିଚାଳନା ଜିତେନ୍ଦ୍ର ପାତ୍ର, ମଳୟ ଘିଭେଲା, ଯଶୋବନ୍ତ ମାଝୀ ଓ ସଞ୍ଜନ କୁଦେଇ କରିଥିଲେ।

ପଲ୍ଲିଶ୍ରୀ ଷ୍ଟାଡ଼ିୟମ, ସଦାଇପାଲିରେ ଆୟୋଜିତ ବାଳିକା ବର୍ଗର ପ୍ରଥମ ଖେଳରେ ଦେବଗଡ଼ ୯–୦ ଗୋଲରେ ବୌଦ୍ଧକୁ ପରାଜିତ କରି ବିଜୟୀ ହୋଇଛି। ଅତିରିକ୍ତ ଜିଲ୍ଲାପାଳ ପବିତ୍ର କୁମାର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଖେଳକୁ ବିଧିବଦ୍ଧ ଭାବେ ଉଦ୍‌ଘାଟନ କରିଥିଲେ। ସମ୍ମାନୀତ ଅତିଥିମାନଙ୍କ ମଧ୍ୟରେ ଓଡ଼ିଶା ଫୁଟବଲ୍‌ ଏସୋସିଏସନ୍ ତଥା ଜିଲ୍ଲା କ୍ରୀଡ଼ା ସଂସଦ କାର୍ଯ୍ୟକାରୀ ସଭାପତି ଡ଼. ଶ୍ରୀକର ମିଶ୍ର, ଛାତ୍ରାବାସ ଅଧିକ୍ଷକ ପରାସର ବାଗ ଓ କ୍ରୀଡ଼ାବିତ ସୁନିଲ ଚନ୍ଦ୍ର ବିଶ୍ଵାଲ ଯୋଗଦେଇଥିଲେ। ଖେଳର ପରିଚାଳନା ସୀତା ମାରାଣ୍ଡି, ଧନେଶ୍ଵର ସେଠ, ମନୋରଞ୍ଜନ ମାଝୀ ଓ ପ୍ରିୟଙ୍କା ବିଶ୍ଵାଲ କରିଥିଲେ। ଦ୍ୱିତୀୟ ଅପରାହ୍ନ ବାଳକ ବର୍ଗର ଖେଳରେ ନୟାଗଡ଼ ୨–୧ ଗୋଲରେ ବଲାଙ୍ଗିରକୁ ପରାଜିତ କରି ବିଜୟୀ ହୋଇଛି। ଏହି ଖେଳରେ ବଲାଙ୍ଗିର ଜିଲ୍ଲା ଶିକ୍ଷା ଅଧିକାରୀ ସୁଧାଂଶୁ ଶେଖର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ସମ୍ମାନୀତ ଅତିଥିମାନଙ୍କ ମଧ୍ୟରେ କ୍ରୀଡ଼ା ସଂସଦର ଯୁଗ୍ମ ସଂପାଦକ ଶତୃଘ୍ନ ସିଂ ଓ ସଦସ୍ୟ କୈଳାସ ଚନ୍ଦ୍ର କର୍ତି ଉପସ୍ଥିତ ଥିଲେ। ମଂଚାସୀନ ଅତିଥିମାନଙ୍କ ମଧ୍ୟରେ ଜିଲ୍ଲା ଶାରୀରିକ ଶିକ୍ଷା ନିରୀକ୍ଷକ ପ୍ରଦୀପ କୁମାର ପାତ୍ର, ଛାତ୍ରାବାସ ଅଧିକ୍ଷକ ପରାସର ବାଗ, ଫୁଟବଲ୍‌ ସଂପାଦକ ଶରତ କୁମାର ନନ୍ଦ ଓ ବରିଷ୍ଠ ସଦସ୍ୟ ଡ଼. ସିଦ୍ଧେଶ୍ଵର ମିଶ୍ର ଯୋଗଦେଇଥିଲେ। ଖେଳର ପରିଚାଳନା ଶୁଭ୍ରଜିତ ସ୍ୱାଇଁ, ପପୁନ ବେହେରା, ମନୋରଞ୍ଜନ ମାଝୀ ଓ ଗୌରହରୀ ପୁଟେଲ କରିଥିଲେ। ଉଭୟ ବାଳକ ଖେଳରେ ନବୀନ ନାଏକ ମ୍ୟାଚ୍‌ କମିଶନର ଭାବେ ଦାୟିତ୍ୱ ନିଭାଇଥିଲେ। ଦ୍ୱିତୀୟ ଅପରାହ୍ନ ବାଳିକା ବର୍ଗର ଖେଳରେ ବଲାଙ୍ଗିର ଓ ନୟାଗଡ଼ ମଧ୍ୟରେ ହୋଇଥିବା ମ୍ୟାଚ୍‌ ଡ୍ରରେ ସମାପ୍ତ ହୋଇଛି। ଏହି ଖେଳର ପରିଚାଳନା ସଞ୍ଜନ କୁଦେଇ, ଅନିତା ମହାନନ୍ଦ, ମାମା ସିଂ ଓ ଧନେଶ୍ଵର ସେଠ କରିଥିଲେ। ଉଭୟ ବାଳିକା ଖେଳରେ ସୁରେଶ କୁମାର ଦାଶ ମ୍ୟାଚ୍‌ କମିଶନର ଭାବେ ଦାୟିତ୍ୱ ନିଭାଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like