-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ଶ୍ରୀଶ୍ରୀ ଅପର୍ଣ୍ଣା ପାର୍ବତୀ ରାମଲୀଳା ପ୍ରଚାର ସମିତି ଚାଉଳିଆଗଞ୍ଜ ତରଫରୁ ଶ୍ରୀରାମଲୀଳା ମହୋତ୍ସବ

02-Jun-2026



କଟକ(ତପନ ମହାନ୍ତି ସାମ୍ବାଦିକ): ଶ୍ରୀଶ୍ରୀ ଅପର୍ଣ୍ଣା ପାର୍ବତୀ ରାମଲୀଳା ପ୍ରଚାର ସମିତି ଚାଉଳିଆଗଞ୍ଜ ତରଫରୁ ଶ୍ରୀରାମ ଲୀଳା ମହୋତ୍ସବ ସୋମବାର ଠାରୁ ଆରମ୍ଭ ହୋଇଛି। ଏହା ୩ ଦିନ ଧରି ଚାଲିବ ଚାଉଳିଆଗଞ୍ଜ ସାହି ଛକଠାରେ ଶ୍ରୀରାମ ଲୀଳା ପରିବେଷଣ କରାଯିବ ପ୍ରଥମ ସନ୍ଧ୍ୟାରେ ଶ୍ରୀ କାମେଶ୍ବର ନାଟ୍ୟ ସଂଘ ପକ୍ଷରୁ ପୌରାଣିକ ନାଟକ 'ହନୁହାତେ ମଲା ପାତାଳ ରାଜା' ପରିବେଷଣ କରାଯାଇଛି। ସ୍ବର୍ଗତ ରବୀନ୍ଦ୍ର ସେଠୀ ନାଟକର ରଚନା କରିଥିବା ବେଳେ ନିର୍ଦ୍ଦେଶନା ଦେଇଛନ୍ତି ରଘୁନାଥ ସାହୁ।

କର୍ପୋରେଟର ମୀନା ସାହୁ, ବିଜେପି ନେତା ନୟନ କିଶୋର ମହାନ୍ତି, ଚାଉଳିଆଗଞ୍ଜ ଥାନା ଅଧିକାରୀ ଡିଉଟି ମହାନ୍ତି, ସିଆରଆରଆଇ ଥାନା ଅଧିକାରୀ ପିଟି ଗଣେଶ ସାହୁଙ୍କ ସମେତ ଅପର୍ଣ୍ଣା ପାର୍ବତୀ ରାମଲୀଳା ପଚାର ସମିତିର ସଭାପତି ଜିତେନ୍ଦ୍ର ସ୍ବାଇଁ, ସାଧାରଣ ସମ୍ପାଦକ ବିନୋଦ ସାହୁ ଲୀଳା ଅଧ୍ୟକ୍ଷ ବିଭୁତି ଭୂଷଣ ବୈଶାକଙ୍କ ସହିତ ଲିଙ୍ଗରାଜ ବସ୍ତିଆ, ବନମାଳୀ ଦାସ, ଶ୍ୟାମ ସୁନ୍ଦର ସାହୁ, ଶ୍ରୀଧର ପୃଷ୍ଟି, ନୃସିଂହ ଚରଣ ମହଲା, ବିଦ୍ୟାଧର ପାତ୍ର, ରବୀନ୍ଦ୍ର ସାହୁ, ଜିତନ ଲେଙ୍କା, ଜଗବନ୍ଧୁ ପୃଷ୍ଟି, ଶ୍ୟାମସୁନ୍ଦର ନାୟକ, ବିରଞ୍ଚି ନାରାୟଣ ସାହୁ, କୈଳାସ ବେହେରା, ଜଗନ୍ନାଥ ମଲ୍ଲିକ, ସୁକାନ୍ତ ସାହାଣୀ, ମହେଶ ପାଟରା, ମିଳନ ସାହୁ, ଭଗବାନ ବେହେରା, ପୂର୍ଣ୍ଣ ବେହେରା, ଶେଷଦେବ ସାହୁ, ଅଜୟ ସାହୁ, ଗଣେଶ ମହଲା, ଈଶ୍ବର ସାହୁ, ଅଶୋକ ବେହେରା, ଭବାନୀ ଭୂଷଣ ବୈଶାକ, ବିଜୟ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like