-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||     

HOME   ଜିଲ୍ଲା

ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ର କାମ କରୁଛି କିଏ ? ପ୍ରଶାସନକୁ ଜଣାନାହିଁ

02-Jun-2026



ଆଗଲପୁର, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଭରସୂଜା ଗ୍ରାମ ପଞ୍ଚାୟତ ଗଣ୍ଡପାଲି ଗ୍ରାମ ରେ ମନରେଗା ଯୋଜନା ର କାମ କରୁଛି କିଏ ? ଜଣା ନାହିଁ ପ୍ରଶାସନକୁ । ଭରସୂଜା ରୁ ଗଣ୍ଡପାଲି ଯିବା ରାସ୍ତାରେ କିରକିଚି ରୋଡ ଯାଇଛି ଯାହାକି ଲଡ ଗାଁ ଜୋର କୁ ଯାଇଛି । ଯାହାକି କୌଣସି ପ୍ରକାର ସୂଚନା ଫଳକ ଦିଆଯାଇ ନାହିଁ । ଗ୍ରାମବାସୀ କହିବା ଅନୁସାରେ 24/25 /25/26 ଦୁଇ ବର୍ଷ ରେ ଦୁଇଥର କାମ ହୋଇଥିବା ସୂଚନା ଦେଇଛନ୍ତି । ଏହାର ଅଟକଳ ପରିମାଣ କେତେ, କେଉଁଫଣ୍ଡ ରୁ ଆସିଛି , ଆରମ୍ଭ ଓ ଶେଷ ସମୟ ସୀମା କେତେ , ବ୍ଲକ କାମ ନା ଗ୍ରାମ ପଞ୍ଚାୟତ କାମ କୌଣସି ସୂଚନା ନାହିଁ ।ବିନା ସୂଚନାଫଳକ ରେ ଚାଲିଛି ରାସ୍ତା କାମ । ଏହି ମନରେଗା ଯୋଜନା କାମ କୁ ରାତି ରେ ମେସିନ ଦ୍ୱାରା କାମ ହେଉ ଥିବା ସୂଚନା ମିଳିଛି । ଉକ୍ତ ରାସ୍ତା କାମ 200 ମିଟର ରୁ 300 ମିଟର ପର୍ଯ୍ୟନ୍ତ ଚାଲିଥିବା ଗ୍ରାମବାସି ସୂଚନା ଦେଇ ଛନ୍ତି ।ଏହା ବ୍ୟତୀତ ଅଧା ପନ୍ତରିଆ ହୋଇ ପଡିଥିବା ଦେଖାଯାଇଛି ।ଏହି କାର୍ଯ୍ୟ ଉପରେ ବ୍ଲକ କନିଷ୍ଠ ଯନ୍ତ୍ରୀ ଙ୍କୁ ଯୋଗାଯୋଗ କରିବାରୁ ଏହାର  ଡିମାଣ୍ଡ ହୋଇନାହିଁ କିଏ କରୁଛି ଜାଣି ନାହିଁ ମୁଁ ବୋଲି କହିବା ସହ ଯାଇକି ଦେଖୁଛି ଏହି ରାସ୍ତା କାମ ଏବଂ ଆପଣ ମାନଙ୍କୁ କହୁଛି ବୋଲି ସୂଚନା ଦେଇଥିଲେ । ଉକ୍ତ ଗ୍ରାମର ପ୍ରକାଶ ସାହୁ , ଜଗବନ୍ଧୁ ବାଗ , ସନ୍ତୋଷ ପୋଡ଼, ଜୟକୁମାର ସାହୁ, ସୁଦାମ ବାଗ , ଗଣେଶ ବାଗ ପ୍ରମୁଖ ଚାଷୀ ଏହି କାମ କୁ ତଦନ୍ତ କରିବା ସହ ପଦକ୍ଷେପ ନେବାକୁ ଦାବି କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026

You Might Also Like