-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ବରପାଲି ଡାକ୍ତରଖାନାରେ ବିଧାୟକ ସନତ କୁମାର ଗଡ଼ତୀୟାଙ୍କ ଅଚାନକ ପରିଦର୍ଶନ

02-Jun-2026



ବରପାଲି - (ସୁଦାମ ଦୀପ) ବିଜେପୁର ନିର୍ବାଚନ ମଣ୍ଡଳୀର ବିଧାୟକ ଶ୍ରୀଯୁକ୍ତ ସନତ କୁମାର ଗଡତିଆ ବରପାଲି ଡାକ୍ତର ଖାନାକୂ ପରିଦର୍ଶନ ରେ ଆସିଥିଲେ।ସେ ରୋଗୀମାନଙ୍କ ସହିତ ସିଧାସଳଖ କଥାବାର୍ତ୍ତା କରି ଚିକିତ୍ସା ସୁବିଧା ବାବଦରେ ବୁଝିଥିଲେ। ଏହି ଲକ୍ଷ୍ୟ ହାସଲ ପାଇଁ ଓ ବର୍ହିବିଭାଗ
ସରକାରଙ୍କ ପକ୍ଷରୁ ଯେଉଁ ସମସ୍ତ ସୁବିଧା ଆବଶ୍ୟକ, ତାହା ଯୋଗାଇ ଦିଆଯିବ। ଡାକ୍ତରଖାନାରେ ଆବଶ୍ୟକ ଭିତ୍ତିଭୂମି * ସୁବିଧା, ଚିକିତ୍ସା ଉପକରଣ, ଔଷଧ ଏବଂ ମାନବ ସମ୍ବଳର କୌଣସି ଅଭାବ ରହିଲେ ତାହାର ସମାଧାନ ପାଇଁ ସେ ଉଚ୍ଚସ୍ତରରେ ଆଲୋଚନା କରିବେ ବୋଲି ପ୍ରକାଶ କରିଥିଲେ। ସେ ଡାକ୍ତର ଓ କର୍ମଚାରୀମାନଙ୍କୁ ରୋଗୀ ସେବାକୁ ସର୍ବାଧୂକ ପ୍ରାଥମିକତା ଦେବାକୁ କହିଥିଲେ। ଡାକ୍ତରଖାନାକୁ ଆସୁଥିବା କୌଣସି ରୋଗୀ ଯେପରି ଚିକିତ୍ସା ସେବା ପାଇବାରେ ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ସେଥ‌ିପାଇଁ ସମସ୍ତେ ନିଷ୍ଠା ଓ ଦାୟିତ୍ବ ବୋଧର ସହ କାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଇଥିଲେ। ରୋଗୀଙ୍କ ପ୍ରତି ଅବହେଳା କିମ୍ବା କର୍ତ୍ତବ୍ୟରେ ଅବହେଳାକୁ କୌଣସି ପରିସ୍ଥିତିରେ ବରଦାସ୍ତ କରାଯିବ ନାହିଁ ବୋଲି କହିଥିଲେ। ଏହି ସମୟରେ ଡାକ୍ତରଖାନାର ପରିବେଶ, ପରିଚ୍ଛନ୍ନତା ବ୍ୟବସ୍ଥା, ପରିଦର୍ଶନ କରି ସେଠାରେ ଚାଲିଥିବା ଚିକିତ୍ସା ସେବା, ରୋଗୀଙ୍କ ଔଷଧ ବଣ୍ଟନ କେନ୍ଦ୍ର ଏବଂ ରୋଗୀ ସହାୟତା ସେବା ଉପରେ ସୁବିଧା ଏବଂ ସ୍ବାସ୍ଥ୍ୟ ବ୍ୟବସ୍ଥାର ସ୍ଥିତି ସମ୍ପର୍କରେ ସମୀକ୍ଷା ମଧ୍ୟ ସେ ନଜର ଦେଇଥିଲେ।ଏହି ଅବସରରେ ସେ ଡାକ୍ତରଖାନାର ବିଭିନ୍ନ ୱାର୍ଡ ସମ୍ପର୍କୀୟଙ୍କ ସହ ଆଲୋଚନା କରି ସେମାନଙ୍କ ସନ୍ତୋଷ ଓ ବୁଲି ଦେଖୁବା ସହ ଚିକିତ୍ସାଧୀନ ରୋଗୀମାନଙ୍କ ସହ ସିଧାସଳଖ ଅସନ୍ତୋଷର କାରଣ ଜାଣିବାକୁ ଚେଷ୍ଟା କରିଥିଲେ। ସ୍ଥାନୀୟ କ‌ଥାବାର୍ତ୍ତା କରି ସେମାନଙ୍କ ସମସ୍ୟା ଓ ଚିକିତ୍ସା ସେବା ଅଞ୍ଚଳରେ ସ୍ବାସ୍ଥ୍ୟ ସେବାର ମାନ ବୃଦ୍ଧି ପାଇଁ ଏଭଳି ନିୟମିତ ସମ୍ପର୍କରେ ବୁଝିଥିଲେ। ବିଧାୟକ ଶ୍ରୀଯୁକ୍ତ ଗଡ଼ତୀୟା ସମୀକ୍ଷା ଓ ପରିଦର୍ଶନ ଆବଶ୍ୟକ ବୋଲି ମତ ପ୍ରକାଶ ପାଇଛି ରୋଗୀମାନଙ୍କୁ ପଚାରିଥିଲେ ଯେ ସେମାନେ ଡାକ୍ତରଖାନାରେ ବିଧାୟକଙ୍କ ଏହି ଗସ୍ତ ଡାକ୍ତରଖାନାର କର୍ମଚାରୀଙ୍କ ମଧ୍ୟରେ ଆବଶ୍ୟକ ଚିକିତ୍ସା ସୁବିଧା ପାଉଛନ୍ତି କି ନାହିଁ, ଔଷଧ ଯୋଗାଣ, ଦାୟିତ୍ବବୋଧ ବଢ଼ାଇବା ସହ ରୋଗୀ ସେବାକୁ ଆହୁରି ଉନ୍ନତ ପରୀକ୍ଷା ବ୍ୟବସ୍ଥା ଓ ଡାକୁରଙ୍କ ସେବାରେ କୌଣସି ଅଭାବ କରିବାରେ ସହାୟକ ହେବ ବୋଲି ସ୍ଥାନୀୟ ବାସିନ୍ଦାମାନେ ରହିଛି କି ନାହିଁ। ରୋଗୀମାନଙ୍କ ମତାମତ ଶୁଣିବା ପରେ ସେ ଆଶା ପ୍ରକାଶ କରିଛନ୍ତି। ସେ ଅଧିକ ଯନ୍ତ୍ରଶୀଳ ହେବାକୁ ପରାମର୍ଶ ଦେଇଥିଲେ।ପରିଦର୍ଶନ ବିଧାୟକଙ୍କ ସହ ଡାକ୍ତରଖାନାର ବିଭିନ୍ନ ବିଭାଗ ପରିଦର୍ଶନ ସମୟରେ ବିଧାୟକ ଡାକୁର ଓ ସ୍ବାସ୍ଥ୍ୟ କର୍ମଚାରୀଙ୍କ ସହ ଏକ କରିଥିଲେ ଏବଂ ସ୍ଥାନୀୟ ଲୋକଙ୍କ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ବୈଠକ କରି ଡାକ୍ତରଖାନାର ବିଭିନ୍ନ ସମସ୍ୟା ଓ ଆବଶ୍ୟକ‌ତା ଆବଶ୍ୟକତା ଉପରେ ଆଲୋଚନା କରିଥିଲେ। ବରପାଲି ସମ୍ପର୍କରେ ଆଲୋଚନା କରିଥିଲେ। ଚିକିତ୍ସା ସେବାକୁ ଆହୁରି ଅଞ୍ଚଳରେ ସ୍ବାସ୍ଥ୍ୟ ସେବାର ଉନ୍ନତି ପାଇଁ ସମସ୍ତଙ୍କ ମିଳିତ ପ୍ରୟାସ ସୁଦୃଢ଼ କରିବା, ରୋଗୀମାନଙ୍କୁ ସମୟାନୁସାରେ ଚିକିତ୍ସା ପ୍ରଦାନ ଜାରି ରହିବ ବୋଲି ସେ କହିଥିଲେ। ବିଧାୟକଙ୍କ ଏହି କରିବା ଏବଂ ଡାକ୍ତରଖାନାରେ ଉପଲବ୍ଧ ସମସ୍ତ ସରକାରୀ ପରିଦର୍ଶନକୁ ସ୍ଥାନୀୟ ଜନସାଧାରଣ ସ୍ବାଗତ କରିଥିବା ବେଳେ, ଯୋଜନାର ସୁବିଧା ଲୋକମାନଙ୍କ ନିକଟରେ ପହଞ୍ଚାଇବା ସରକାରଙ୍କ ସ୍ବାସ୍ଥ୍ୟସେବାକୁ ଆହୁରି ଲୋକାଭିମୁଖୀ କରିବା ଉପରେ ସେ ଗୁରୁତ୍ବ ଦେଇଥିଲେ।ଶ୍ରୀଯୁକ୍ତ ଗଡ଼ତୀୟା କହିଥିଲେ ଦିଗରେ ଏହା ଏକ ସକାରାତ୍ମକ ପଦକ୍ଷେପ ବୋଲି ମତ ପ୍ରକାଶ ଯେ ରାଜ୍ୟ ସରକାର ଜନସାଧାରଣଙ୍କୁ ଉନ୍ନତ ଓ ଗୁଣାତ୍ମକ ପାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like