-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||     

HOME   ଜିଲ୍ଲା

*ଉସର୍ଗୀକୃତ ସେବା ପାଇଁ ସମସ୍ତଙ୍କୁ କୃତଜ୍ଞତା ଜଣାଇଲେ ଜିଲ୍ଲପାଳ*

02-Jun-2026



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ସହରରେ ତାଣ୍ଡବ ରଚି ଯାଇଥିବା ଝଡ ବାତ୍ୟାରେ ନିଜ ଜୀବନକୁ ବାଜି ଲଗାଇ ଉତ୍ସର୍ଗୀକୃତ ସେବା ପ୍ରଦାନ କରିଥିବା ଅଗ୍ନିଶମ, ପୌର ପରିଷଦ, ବିଦ୍ୟୁତ୍ ବିଭାଗ ଓ ପୋଲିସ ବିଭାଗ ସମେତ ଜିଲ୍ଲା ତଥା ପଡ଼ୋଶୀ ଜିଲ୍ଲାର ବିଭିନ୍ନ ବିଭାଗର ସରକାରୀ କର୍ମଚାରୀ ଓ ବିଭିନ୍ନ ସମାଜସେବୀ ସଙ୍ଗଠନକୁ କୃତଜ୍ଞତା ଜ୍ଞାପନ ଜଣାଇଛନ୍ତି ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଓ ଏସପି ଶ୍ରୀ ନାରାୟଣ ନାୟକ । ସନ୍ଧ୍ୟାବେଳେ ସମସ୍ତ ବିଭାଗ ର ଯୋଦ୍ଧା ଓ ସମାଜସେବୀ ସଙ୍ଗଠନ ଏଵଂ ସମାଜସେବୀ ଗୋବିନ୍ଦ ମହାରଣା ଙ୍କୁ ଜିଲ୍ଲା ପ୍ରସାଶନ ପକ୍ଷରୁ ସମ୍ବର୍ଦ୍ଧିତ କରାଯିବା ସହ ଜିଲ୍ଲାପାଳଙ୍କ ବାସଭବନ ସ୍ଥିତ କାର୍ଯ୍ୟଳୟରେ ଆପ୍ୟାୟିତ କରାଯାଇଥିଲା । ଏହି ଅବସରରେ ଡ. ସାହୁ କହିଥିଲେ ଆମ ପ୍ରଶାସନିକ ଅଧିକାରଙ୍କ ସହିତ ଆମେ ସମସ୍ତେ ମିଶି କାଳ ବୈଶାଖୀ ର ତିନି ଦିନ ଭିତରେ ପ୍ରାୟ କାର୍ଯ୍ୟ ର ସମାଧାନ କରିଥିବାରୁ ସମସ୍ତ ଯୋଦ୍ଧା ଙ୍କୁ ଅନେକ ଅନେକ ଧନ୍ୟବାଦ । ସୂଚନା ଯୋଗ୍ୟ ଯେ ୨୮ ତାରିଖ ଗୁରୁବାର ଦିନ ସନ୍ଧ୍ୟା ପ୍ରାୟ ୮ ଟା । ସୋନପୁର ସହରକୁ ଗ୍ରାସ କଲା କାଳ ବୈଶାଖୀ । ଚାହୁଁ ଚାହୁଁ କିଛି ସମୟ ଭିତରେ ସବୁ ହୋଇଗଲା ଓଲଟ ପାଲଟ । ଭାଙ୍ଗିଗଲା ଶହ ଶହ ଗଛ, ଉଡ଼ିଲା ବାଇକ୍, ଟିଣ ଛାତ, ଭାଙ୍ଗିଗଲା ଶହ ଶହ ଲାଇଟ୍ ପୋଲ । ଜିଲ୍ଲା ପ୍ରଶାସନ ତଥା ଅଗ୍ନିଶମ ବାହିନୀ ଓ ଟାଟା ପାୱାରର ଓ ପୌର ବିଭାଗ ର ଶହ ଶହ କର୍ମଚାରୀ ଙ୍କ ଅକ୍ଲାନ୍ତ ପରିଶ୍ରମ ପରେ ସ୍ଥିତିରେ ୩ ଦିନ ପରେ ଗତକାଲି ସୁଧାର ଆସିଥିଲା । ସନ୍ଧ୍ୟାବେଳେ ଜିଲ୍ଲାପାଳ ଙ୍କ ଅଫିସରେ କାର୍ଯ୍ୟ ରେ ନିୟୋଜିତ ହୋଇଥିବା ସମସ୍ତ ଯୋଦ୍ଧା ଙ୍କୁ ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଙ୍କ ସହିତ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞଳିନା ପ୍ରଧାନ, ଉପ ଜିଲ୍ଲାପାଳ ଡ଼ ସୌମ୍ୟାରୂପା ରଥ, ବିଡ଼ିଓ ପ୍ରତୀକ କର ଏବଂ ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ରହି କୃତଜ୍ଞତା ଜ୍ଞାପନ କରାଯିବା ସହ ସମସ୍ତଙ୍କୁ ଆପ୍ୟାୟିତ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026

You Might Also Like