-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||     

HOME   ଜିଲ୍ଲା

ଲେଖିକା ଜ୍ୟୋତ୍ସ୍ନାମୟୀ ତ୍ରିପାଠୀଙ୍କ ଦ୍ଵିତୀୟ କବିତା ସଂକଳନ "ଅକ୍ଷୟ ଭକ୍ତି "ଉନ୍ମୋଚିତ

02-Jun-2026



ବଲାଙ୍ଗୀର: ଲେଖିକା ଜ୍ୟୋତ୍ସ୍ନାମୟୀ ତ୍ରିପାଠୀଙ୍କ ଦ୍ଵିତୀୟ କବିତା ସଂକଳନ "ଅକ୍ଷୟ ଭକ୍ତି "ଉନ୍ମୋଚିତ ହୋଇଯାଇଛି l ଲାଇସିୟମ ପବ୍ଲିକେସନ ଦ୍ୱାରା ପ୍ରକାଶିତ ଏହି ଭକ୍ତି ସଂକଳନକୁ ସ୍ଥାନୀୟ ଶାନ୍ତିପଡା ଠାରେ ଅନୁଷ୍ଠିତ ସଭାରେ କଵି ଓ ସାମ୍ବାଦିକ ଆନନ୍ଦ ଚନ୍ଦ୍ର ସାହୁ ଏବଂ ଅବସରପ୍ରାପ୍ତ କୃଷି ଅଧିକାରୀ କେଶବ ଚନ୍ଦ୍ର ମିଶ୍ର  ଅତିଥି ଭାବରେ ଯୋଗଦେଇ ଉନ୍ମୋଚନ କରିଥିଲେ l କଵି ଶ୍ରୀଯୁକ୍ତ ସାହୁ ନିଜ ବକ୍ତବ୍ୟରେ ଲେଖିକା ଶ୍ରୀମତୀ ତ୍ରିପାଠୀଙ୍କ ସରଳ ଓ ନିରାଡ଼ମ୍ବର ସାହିତ୍ୟ ସାଧନା ତଥା ତାଙ୍କ କବିତାରେ ଥିବା ଈଶ୍ୱରଙ୍କ ପ୍ରତି ସମ୍ପୂର୍ଣ ସମର୍ପଣର ଭାବକୁ ପ୍ରଶଂସା କରିବା ସହିତ,କବିତା କିପରି ମଣିଷର ଏକଲାପଣକୁ ଦୂରକରି ସମସ୍ତଙ୍କ ସହିତ ଯୋଡିହେବାର ଭାବ ପ୍ରଦାନ କରିଥାଏ ଉପସ୍ଥିତ ସାହିତ୍ୟ ପ୍ରେମୀଙ୍କୁ ସୁନ୍ଦର ଭାବରେ ବୁଝାଇଥିଲେ l ଅନ୍ୟତମ ଅତିଥି ଶ୍ରୀଯୁକ୍ତ ମିଶ୍ର ନିଜର କବିତା ପ୍ରତିରୁଚି କିପରି ତାଙ୍କୁ ଏହି କାର୍ଯ୍ୟକ୍ରମକୁ ଟାଣି ଆଣିଥାଏ କହିବା ସହିତ ଲେଖିକାଙ୍କ ସାହିତ୍ୟ ପ୍ରତି ସମର୍ପଣ ଭାବକୁ ପ୍ରଶଂସା କରିଥିଲେ l ଲେଖିକା ଶ୍ରୀମତୀ ତ୍ରିପାଠୀ ନିଜ ଲେଖକୀୟ ମତରେ କିପରି ରୀତିଯୁଗୀୟ କବିତା ପ୍ରତି ତାଙ୍କର ଆଗ୍ରହ ବଢିଲା ଏବଂ ନିଜେ ଏହିପରି କବିତା ଲେଖିବା ପାଇଁ ପ୍ରେରିତ ହେଲେ କହିଥିଲେ l ଅଥିତି ମାନଙ୍କ ଦ୍ୱାରା ପୁସ୍ତକ ଉନ୍ମୋଚନ ହେଲା ପରେ ଏହାର ସଂକ୍ଷିପ୍ତ ଆଲୋଚନାଏବଂ ସଭା ପରିଚାଳନା କରିଥିଲେ କଵି ରତ୍ନମୟ ତ୍ରିପାଠୀ l ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ ପୁସ୍ତକର ପ୍ରକାଶକ ବିମଲ କିଶୋର ମିଶ୍ର l କାର୍ଯ୍ୟକ୍ରମକୁ ସଫଳ କରିବାରେ, ପ୍ରିୟା ମିଶ୍ର, ଲିଜା, ଶ୍ରୀଯା, ଆରାଧ୍ୟା, ସୁଜାତା, ରିଷି ଖୁସି ସହଯୋଗ କରିଥିଲେ l ଏହି କାର୍ଯ୍ୟକ୍ରମରେ ସହରର ଅନେକ ସାହିତ୍ୟପ୍ରେମୀ ଯୋଗଦେଇ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026

You Might Also Like