-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||     

HOME   ଜିଲ୍ଲା

ଚୌଦ୍ୱାର-କଟକ ବିଧାୟକ ସୌଭିକି ବିଶ୍ୱାଳ ନୂଆବାଜର କୁଷ୍ଠାଶ୍ରମ ପରିଦର୍ଶନ କରି ଆଜିବେଷ୍ଟ କାଢି ଛାତ କରିବାପାଇଁ ପୂର୍ତ୍ତ ବିଭାଗକୁ ନିର୍ଦେଶ ଦେଲେ।

03-Jun-2026



କଟକ ୨/୦୬/୨୦୨୬(ତପନ ମହାନ୍ତି ସାମ୍ବାଦିକ)ଚୌଦ୍ୱାର-କଟକ ବିଧାୟକ ମଙ୍ଗଳବାର ଦିନ ନୂଆବଜାରସ୍ଥିତ କୁଷ୍ଠାଶ୍ରମ ପରିଦର୍ଶନ କରିବା ସହ ଏହାର ବିଭିନ୍ନ ସମସ୍ୟା ବାବଦରେ ଅନ୍ତେବାସୀଙ୍କ ସହ ଆଲୋଚନା କରିଥିଲେ। ଆଶ୍ରମର ଗୃହଗୁଡ଼ିକ ଦୀର୍ଘଦିନ ହେବ ଜରାଜୀର୍ଣ୍ନ ଅବସ୍ଥାରେ ଥୂବାରୁ ଅନ୍ତେବାସୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ଦେଇଛନ୍ତି|

ଏହି ସମସ୍ୟାର ସମାଧାନ ତଥା ଗୃହଗୁଡ଼ିକର ପୁନରୁଦ୍ଧାର, ମରାମତି ଓ ଅତ୍ୟନ୍ତ ଖରାପ ଥିବା ଗୃହଗୁଡ଼ିକର ନୂତନ ନିର୍ମାଣ ପାଇଁ ପୂର୍ତ୍ତ ବିଭାଗ-୨ ଅଧିକ୍ଷଣ ଯନ୍ତ୍ରୀ ଜ୍ୟୋତି ପ୍ରକାଶ ମିଶ୍ର ଏସଡ଼ିଓ ମନୋଜ କୁମାର ମିଞ୍ଜ  କନିଷ୍ଠ ଯନ୍ତ୍ରୀ ବଳରାମ ସ୍ୱାଇ ଏବଂ ସମସ୍ତ ବିଭାଗୀୟ ଅଧୂକାରୀବୃନ୍ଦଙ୍କ ସହ ମିଳିତ ଭାବେ କ୍ଷେତ୍ର ପରିଦର୍ଶନ (Field Visit) କରିବା ସହ ବିସ୍ତୃତ ଆଲୋଚନା କରାଯାଇଛି। ଖୁବ୍‌ଶୀଘ୍ର ଏହି ସମସ୍ୟାର ସମାଧାନ ପାଇଁ ବିଭାଗୀୟ ଅଧୂକାରୀମାନେ ପ୍ରତିଶ୍ରୁତି ଦେଇଛନ୍ତି।

ଏହି ପରିଦର୍ଶନ ସମୟରେ ଦେବାଶିଷ ଦଳେଇ, ହୁର୍ଷିକେଶ ସାହୁ,କୃଷ୍ଣ ପଣ୍ଡା, ରବୀନ୍ଦ୍ର ନାୟକ,ଅବିନାଶ ବିଶ୍ୱାଳ ସହ ସ୍ଥାନୀୟ ଅଞ୍ଚଳର ମୂରବୀ, ଗୁରୁଜନ, ବୁଦ୍ଧିଜୀବୀ, ଆଶ୍ରମର ଅନ୍ତେବାସୀବୃନ୍ଦ ଓ ବହୁ ଜନସାଧାରଣ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026

You Might Also Like