-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||     

HOME   ରାଜ୍ୟ

ମୋଟରସାଇକେଲ ଧକ୍କାରେ ପଥଚାରୀ ର ମୃତ

03-Jun-2026



ରିପୋର୍ଟ : କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର

ଗାଙ୍ଗପୁର ଥାନା ଅନ୍ତର୍ଗତ ସିଙ୍ଗିପୁର ଛକରେ ମୋଟରସାଇକେଲ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଗାଙ୍ଗପୁର ଥାନା ଅନ୍ତର୍ଗତ ଖୁକୁଣ୍ଡିଆ ଗ୍ରାମର ଚିତ୍ତରଞ୍ଜନ ବିଶ୍ଵାଳ।  ଚିତ୍ତରଞ୍ଜନଙ୍କ ଭଣଜା ମିଥୁନ ବରାଡ  ଗାଙ୍ଗପୁର ଥାନାରେ ଅଭିଯୋଗ କରିଛନ୍ତି। ମିଥୁନଙ୍କ ଅଭିଯୋଗ ପ୍ରକାରେ ଆଜି ମଧ୍ୟାହ୍ନ ରେ ଚିତ୍ତରଞ୍ଜନ ଗାଙ୍ଗପୁର ବ୍ୟାଙ୍କ୍ ରେ କାମ ସାରି ନିଜ ଗ୍ରାମକୁ ଫେରୁଥିବା ସମୟରେ ସିଙ୍ଗିପୁର ଛକରେ ନିଜ ସ୍କୁଟି ରଖି ରାସ୍ତା କଡ଼ରେ ଛିଡ଼ା ହୋଇଥିଲେ। ଏହି ସମୟରେ ଆସିକା ପଟୁ OD07BB9324 ନମ୍ୱର୍ ବିଶିଷ୍ଟ ଏକ ମୋଟସାଇକେଲ ଆସି ଚିତ୍ତରଞ୍ଜନଙ୍କ ଆଗପଟୁ ଜୋର୍ ରେ ଧକ୍କା ଦେଇଥିଲା। ଫଳରେ ଚିତ୍ତରଞ୍ଜନ ରାସ୍ତା ଉପରେ ଛିଟିକି ପଡ଼ି ଗୁରୁତର ଆହତ ହୋଇଥିଲେ। ଖବର ପାଇ ମିଥୁନ ଘଟଣା ସ୍ଥଳରେ ପହଞ୍ଚି ଗୁରୁତର ଚିତ୍ତରଞ୍ଜନଙ୍କୁ ସାଙ୍ଗ ସାଥିଙ୍କ ସହାୟତାରେ ୧୦୮ ଆମ୍ବୁଲାନ୍ସ ଯୋଗେ ଆସିକା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ମୋଟରସାଇକେଲ ଚାଳକଙ୍କ ଦ୍ରୁତ ଏବଂ ବେପରୁଆ ଗାଡ଼ି ଚାଳନା ଯୋଗୁଁ ହିଁ ଦୁର୍ଘଟଣା ଘଟିଥିବା ନେଇ ମିଥୁନ ଗାଙ୍ଗପୁର ଥାନାରେ ଅଭିଯୋଗ କରିଛନ୍ତି। ଅନ୍ୟ ପକ୍ଷରେ ଗାଁ ଅଞ୍ଚଳରେ କୋଳାହଳ ମୟ ସୃଷ୍ଟି ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026

You Might Also Like