-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||     

HOME   ଜିଲ୍ଲା

୧୯୭୫ ମେଟ୍ରିକ୍ ବ୍ୟାଚ ର ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ

03-Jun-2026



ବରଗଡ଼(ତୁଳସୀ ଚରଣ ଦାଶ): ବରଗଡ଼ର ସର୍ବପୂରାତନ ବିଦ୍ୟାଳୟ ଜର୍ଜ ହାଇସ୍କୁଲ ୧୯୭୫ ମେଟ୍ରିକ୍ ବ୍ୟାଚ ର ଆଗାମୀ ନୂଆଖାଇ ଭେଟଘାଟ ପାଇଁ ସ୍ଥାନୀୟ ଜିଲ୍ଲା ବରିଷ୍ଠ ନାଗରିକ କାର୍ଯ୍ୟାଳୟରେ ଶ୍ରୀ କୃଷ୍ଣ ଚନ୍ଦ୍ର ପଣ୍ଡା ଙ୍କ ଆବାହକତ୍ୱରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଅଛି । ଶ୍ରୀ ଅଭୟ କୁମାର ଭୋଇ ତଥା ସତ୍ୟ ନାରାୟଣ ପଣ୍ଡା ଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ ସମସ୍ତ ପୁରାତନ ଛାତ୍ର ଯୋଗଦେଇ ଆଗାମୀ ସେପ୍ଟେମ୍ବର ୧୬ ତାରିଖ ବୁଧବାର ଦିନ ନୂଆଖାଇ ପର୍ବ ପଡୁଥିବାରୁ ପରବର୍ତ୍ତୀ ରବିବାର ଦିନ ନୂଆଖାଇ ଭେଟଘାଟ ପାଳନ କରାଯିବାକୁ ମତପ୍ରକାଶ ପାଇଥିଲା । ଏହା ସହିତ ଗତ ଏପ୍ରିଲ ଓ ମଇ ମାସରେ ପଡିଥିବା ୧୩ ଜଣ ବନ୍ଧୁଙ୍କ ଜନ୍ମ ଦିବସରେ ଶୁଭେଚ୍ଛା ଜ୍ଞାପନ କରାଯାଇଥିଲା। 
  ଏଥିରେ ସର୍ବଶ୍ରୀ ଗୋବିନ୍ଦ ଦାଶ, ନିର୍ମଳ କିଶୋର କର, ରାଜେନ୍ଦ୍ର ଲାଠ, ସ୍ବାଧୀନ ମହାରଣା, ବନୱାରିଲାଲ କଟାରୁକା, ତାନସେନ ସରାଫ, ଲଳିତ ବିଶି, କୁଞ୍ଜ ବିହାରୀ ଗୁପ୍ତା , ଦାମୋଦର ଅଗ୍ରୱାଲ, ଗଣେଶ ରେଖାନୀ, କହ୍ନୈୟାଲାଲ ଗୁପ୍ତା, ଅଶୋକ ଅଗ୍ରୱାଲ,ବାଳ ମୁକୁନ୍ଦ ଦାଶ, ରବିନ୍ଦ୍ର ପାଣିଗ୍ରାହୀ, ବାସୁଦେବ ପ୍ରଧାନ, ଅଶୋକ କୁଅଁର, କୁନୁ ବଢ଼େଇ, ଅଶୋକ ପ୍ରଧାନ, ଶତୃଘ୍ନ ଦାଶ, ଅଶୋକ ପଶାୟତ, ସୁନୀଲ ଦାଶ, ପ୍ରସନ୍ନ ସାମଲ, ଗୋପାଳ ଦାଶ, ଦେବୀ ପଟ୍ଟନାୟକ,ସୁଧାଂଶୁ ଶେଖର ଶତପଥୀ, ସୁରେନ୍ଦ୍ର ପାଣିଗ୍ରାହୀ ଓ ତୁଳସୀ ଚରଣ ଦାଶ ଆଦି ବହୁ ସଦସ୍ୟ ଯୋଗଦେଇ ନିଜ ନିଜର ମତାମତ ଉପସ୍ଥାପିତ କରିଥିଲେ । 
         ----------×××---------


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026

You Might Also Like