-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ଦକ୍ଷତା ବିକାଶ ଓ ଉଚ୍ଚଶିକ୍ଷା ପରାମର୍ଶ ଶିବିର: ହୋଟେଲ ପରିଚାଳନା ପାଠ୍ୟକ୍ରମ ପାଇଁ ୧୧ ଜଣ ଛାତ୍ରଛାତ୍ରୀଙ୍କ ଆବେଦନ

03-Jun-2026



 

ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ବନପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଦ୍ୱାରା ଏକ ଦକ୍ଷତା ବିକାଶ/ଉଚ୍ଚ ଶିକ୍ଷା ପରାମର୍ଶ ଶିବିର ଓ ତତ୍କ୍ଷଣାତ୍ ଭର୍ତ୍ତି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏଥିରେ ମୋଟ ୧୧ ଜଣ +୨ ଓ +୩ ଛାତ୍ରଛାତ୍ରୀ ହୋଟେଲ ପରିଚାଳନାର ବିଭିନ୍ନ ପାଠ୍ୟକ୍ରମରେ ଭର୍ତ୍ତି ପାଇଁ ଫର୍ମ ପୂରଣ କରିଥିଲେ। ଏହି ଛାତ୍ରଛାତ୍ରୀମାନେ ଜିଲ୍ଲା ପ୍ରଶାସନର ଆର୍ଥିକ ସହଯୋଗ ବା ସ୍ପନସରସିପ୍‌ରେ ବଲାଙ୍ଗୀରସ୍ଥିତ ରାଜ୍ୟ ହୋଟେଲ ପରିଚାଳନା ସଂସ୍ଥାରେ ଭର୍ତ୍ତି ହେବେ।ଏହି କାର୍ଯକ୍ରମ ରେ ମୋଟ ୧୫୬ ଛାତ୍ରଛାତ୍ରୀ ଏବଂ ଅଭିଭାବକ ଭାଗ ନେଇଥିଲେ ।ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳୀନା ପ୍ରଧାନ, ରାଜ୍ୟ ହୋଟେଲ ପରିଚାଳନା ସଂସ୍ଥା ବଲାଙ୍ଗୀରର ପ୍ରଶିକ୍ଷକ ଯୁଧିଷ୍ଠିର ପ୍ରଧାନ, ସହାୟକ ବନ ସଂରକ୍ଷକ ଗିରିଧାରୀ ନାଗ ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁଶ୍ରୀ ପ୍ରୀତି ସୁନା ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ଉଦ୍‌ବୋଧନ ଦେଇଥିଲେ।କାର୍ଯକ୍ରମରେ ଓଡ଼ିଶା ପ୍ରଶାସନିକ ସେବା-୨୦୨୪ରେ ଅଷ୍ଟମ ରେଙ୍କ ହାସଲ କରିଥିବା ନୀତେଶ କୁମାର ବାରିକ ପ୍ରଶାସନିକ ସେବା ପାଇଁ ଇଚ୍ଛୁକ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ। ଏହି ଅବସରରେ ତାଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ସମ୍ବର୍ଦ୍ଧନା ଦିଆଯାଇଥିଲା।ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳୀନା ପ୍ରଧାନ ଛାତ୍ରଛାତ୍ରୀମାନଙ୍କ ମନୋବଳ ବୃଦ୍ଧି କରି କହିଥିଲେ ଯେ କୌଣସି କାର୍ଯ୍ୟ ଅସମ୍ଭବ ନୁହେଁ ଏବଂ ଜଣେ ଚାହିଁଲେ ନିଶ୍ଚିତ ଭାବରେ ନିଜ ଲକ୍ଷ୍ୟ ହାସଲ କରିପାରିବ। ନୀତେଶ ନିଜ ଅଭିଭାଷଣରେ ଛାତ୍ରଛାତ୍ରୀମାନଙ୍କୁ ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା ଦେବା ସହିତ ପାଠପଢ଼ାକୁ ରୁଚିର ସହ ଗ୍ରହଣ କରିବା ଓ ତାହାର ଆନନ୍ଦ ନେବାକୁ ପରାମର୍ଶ ଦେଇଥିଲେ।କାର୍ଯ୍ୟକ୍ରମକୁ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଚତୁର୍ଭୁଜ ଦାସ ପରିଚାଳନା କରିଥିବା ବେଳେ ଶିଶୁ ସୁରକ୍ଷା ବିଭାଗର ପ୍ରଶାନ୍ତ ମହାକୁଡ଼,ଥବିର  କଳ୍ସା,ମୃତ୍ୟୁଞ୍ଜୟ ସାହୁ,ଅନିଲ ମହଲା,ସରିତା ସୁନା,ଜିତେନ୍ଦ୍ରିୟ ମଣ୍ଡଳ,ଗୌତମ ମହାପାତ୍ର,ରୁଦ୍ରପ୍ରସନ ମିଶ୍ର ପ୍ରମୁଖ ଏଥିରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like