-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||     

HOME   ଜିଲ୍ଲା

ପଞ୍ଚାୟତ ସ୍ତରୀୟ ନବ ବର୍ଷ ଓ ପୌଷ ପୂର୍ଣ୍ଣିମା ଭେଟଘାଟ ଅବସରରେ ବନ୍ଧୁ ମିଳନ

08-Feb-2021



କଣ୍ଟାବାଞ୍ଜି (ପ୍ରେରଣା ଖାବର) ତୁରେକେଲା ବ୍ଳକ ଅନ୍ତର୍ଗତ ଚଟୁଅନକା ଗ୍ରାମ ପଞ୍ଚାୟତ ର ପଞ୍ଚାୟତ ସ୍ତରରେ ଚଟୁଅନକା ଠାରେ ନଵ ଵର୍ଷ ଓ ପୌଷ ପୂର୍ଣିମା ଉପଲକ୍ଷେ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଧାୟକ ସନ୍ତୋଷ ସିଂ ସାଲୁଜା, ମୁଖ୍ୟ ବକ୍ତା ଭାବରେ ମାଝୀପଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିରଞ୍ଚି ନାରାୟଣ ଦାଶ, ସମ୍ମାନିତ ଅତିଥି ଭାବରେ ବ୍ଳକ ଚେୟାରମ୍ୟାନ ଶ୍ରାମତୀ ଅନୁ ଭୋଇ,ସରପଞ୍ଚ ଶ୍ରୀ ମତୀ ସସ୍ମିତା ମହାନନ୍ଦ, ଯୋଗଦେଇଥିଲେ।ନିଜ ପରିବେଶ କୁ ପରିଷ୍କାର, ପରିଛନ୍ନତା ରଖିବା ସହିତ ବୃକ୍ଷ ରୋପଣ କଲେ ଏକ ସୁସ୍ଥ ସୁନ୍ଦର ବାତାବରଣ ସୃଷ୍ଟି ହେବ ବୋଲି ମୁଖ୍ୟ ବକ୍ତା ଯୁକ୍ତି ବାଢିଥିଲେ।ଆମ ଅଞ୍ଚଳର ପର୍ବପର୍ବାଣି ଧୀରେ ଧୀରେ ଲୋପ ପାଇବାରେ ବସିଛି ଏଣୁ ଏଭଳି କାର୍ଯ୍ୟକ୍ରମ ମାଧ୍ୟମରେ ଲୋକଙ୍କ ମଧ୍ୟରେ ଜନସଚେତନତା ସୃଷ୍ଟି କରିହେବ ବୋଲି ମୁଖ୍ୟ ଅତିଥି ନିଜ ଅଭିଭାଷଣରେ କହିଥିଲେ।ବେହେରେନ ସିଲେଟ,କୁର୍ଲି ଓ ଚଟୁଅନକା ଗ୍ରାମର ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଉପ ଢୌକନ ଦେଇ ସମ୍ମାନିତ କରାଯାଇଥିଲା।ଉପସ୍ଥିତ ଭଦ୍ରବ୍ୟକ୍ତି ଥମିର ଛତ୍ରିଆ, ହୀରାଧର ବଏ,କବିରାଜ ପୁଟେଲ, ନିଜ ନିଜ ବକ୍ତବ୍ୟ ରଖିଥିଲେ ଓ ବିଷିକେଶନ ତାଣ୍ଡି ମଞ୍ଚ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026

You Might Also Like