-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ବିଦ୍ୟୁତ ବିଭାଗର ଗ୍ରାହକ ମାରଣ ନୀତି ବିରୁଦ୍ଧରେ ଗର୍ଜିଲା ବିଜେଡି ♦️ ୭ଦଫା ଦାବି ନେଇ ପାଟଣାଗଡ଼ ବିଦ୍ୟୁତ ବିଭାଗ କାର୍ଯ୍ୟାଳୟ ଷେରାଉ

03-Jun-2026



ବଲାଙ୍ଗୀର(ପ୍ରେରଣା ଖବର): ସ୍ମାର୍ଟ ମିଟର ଆଳରେ ଗ୍ରାହକ ମାନଙ୍କୁ ଲୁଟୁଛି ବିଦ୍ୟୁତ ବିଭାଗ । ପ୍ରତିଦିନ ଘଂଟା ଘଂଟା ବିଦ୍ୟୁତ କାଟ ଯୋଗୁଁ ସାଧାରଣ ଲୋକେ ଅତିଷ୍ଟ ହୋଇ ପଡିଥିବା ବେଳେ ଉପଭୋକ୍ତାଙ୍କ ଠାରୁ ପୂରୁଣା ବିଦ୍ୟୁତ ବକେୟା ବିଲ୍ ଆଦାୟ କରାଯାଉଛି । ଏହା ସହ ବିଭିନ୍ନ କାରଣ ଦର୍ଶାଇ ବିଦ୍ୟୁତ ଫାଇନ୍ ଆଦାୟ କରାଯାଉଛି। ତେବେ ରାଜ୍ୟରେ  ଶାସନ କରୁଥିବା ଡବଲ ଇଂଜିନ୍ ସରକାରଙ୍କ ଅପାରଗତା ଯୋଗୁଁ ବିଦ୍ୟୁତ ଉପଭୋକ୍ତା ମାନେ ଆଜି ବିଦ୍ୟୁତ ସମସ୍ୟାକୁ ନେଇ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରି କିଛି ପ୍ରସଙ୍ଗକୁ ନେଇ ଆଜି ପାଟଣାଗଡ଼ ବିଜୁ ଜନତା ଦଳ ତରଫରୁ ନିଜର ୭ଦଫା ଦାବି ନେଇ ମହାମହିମ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ପାଟଣାଗଡ଼ ବିଦ୍ୟୁତ ବିଭାଗ ଏସ୍‌ଡିଓ ଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି । ପାଟଣାଗଡ଼ର ପୂର୍ବତନ ବିଧାୟକ ତଥା ବିଜେଡି ଜିଲ୍ଲା ସଭାପତି ସାରୋଜ ମେହେରଙ୍କ ନେତୃତ୍ୱରେ ଶତାଧିକ ବିଜେଡି କର୍ମୀ ଓ କର୍ମକର୍ତ୍ତା ତଥା ବିଭିନ୍ନ ସଂଗଠନର ସଭ୍ୟ ମାନେ ଏକ ରେଲିରେ ବାହାରି  ପାଟଣାଗଡ଼ ବିଦ୍ୟୁତ ଅଫିସ ଘେରାଓ କରିଥିଲେ । ୨ଠ୨୪ ନିର୍ବାଚନ ପୂର୍ବରୁ ବିଜେପି ସରକାର ନିଜର ନିର୍ବାଚନ ଇସ୍ତାହାରରେ ପ୍ରତ୍ୟେକ ଉପଭୋକ୍ତାଙ୍କୁ ୩ଠଠୟୁନିଟ୍ ବିଦ୍ୟୁତ ବିଲ୍ ମାଗଣାରେ ଦିଆଯିବ ବୋଲି ପ୍ରତିଶୃତି ଦେଇଥିଲେ । ଆଜି ରାଜ୍ୟରେ ଡବଲ ଇଂଜିନ୍ ସରକାର ଲୋକଙ୍କୁ  ପ୍ରତିଶୃତି ନାଁ ରେ କେବଳ ପ୍ରତାରଣା ଦେଇଛି ବୋଲି ବିଜେଡି ଅଭିଯୋଗ କରିଛି । ଖୋଦ ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀରେ ଯଦି ଏପରି ଅଭାବନୀୟ ଚିତ୍ର ଦେଖିବାକୁ ମିଳିଛି, ତେବେ ରାଜ୍ୟରେ ବିଦ୍ୟୁତ ଉପଭୋକ୍ତା ମାନେ କେଉଁ ପରିସ୍ଥିତିରେ ଥିବା ତାହାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ପାଟଣାଗଡ଼ର ପୂର୍ବତନ ବିଧାୟକ ସରୋଜ ମେହେର । ଆଜି ଶତାଧିକ ବିଜେଡି କର୍ମୀ ହାତରେ ପ୍ଲାକାର୍ଡ ଧରି ବିଭିନ୍ନ ସରକାରୀ ବିରୋଧୀ ସ୍ଲୋଗାନ ଦେଇ ପାଟଣାଗଡ଼ ବିଜେଡି କାର୍ଯ୍ୟାଳୟ ଠାରୁ ବିଦ୍ୟୁତ ବିଭାଗ କାର୍ଯ୍ୟଳୟ ପର୍ଯ୍ୟନ୍ତ ଏକ ବିଶାଳ ରେଲି ବାହାରିଥିଲା । କେ.ବି ସିଂହଦେଓ ମୁର୍ଦ୍ଦାବାଦ , କେ.ବି ସିଂହଦେଓ ହାଏ ହାଏ ନାରା ଦେଇ ବିଜେଡି କର୍ମୀ ମାନେ ବାହାରି ଥିଲେ। ଆନ୍ଦୋଳନକାରୀ ମାନେ ଉପମୁଖ୍ୟମନ୍ତ୍ରୀ ତଥା ପାଟଣାଗଡ଼ ବିଧାୟକ କନକବର୍ଦ୍ଧନ ସିଂଦେଓଙ୍କ କୁଶପୁତ୍ତଳିକା ଦାହ କରିଥିଲେ। ବିଦ୍ୟୁତ ବିଭାଗ ସ୍ମାର୍ଟ ମିଟର ପ୍ରଦଳନ ତରୁନ୍ତ ବନ୍ଦ କରିବା ସହ ଚାଷୀ ମାନଙ୍କୁ ସଂପୂର୍ଣ୍ଣ ମାଗଣା ବିଦ୍ୟୁତ ବିଲ୍ ପ୍ରଦାନ କରିବା ଏବଂ ପୂରୁଣା ବକେୟା ବିଲ୍ ଥିଲେ ମଧ୍ୟ ନୂତନ ବିଦ୍ୟୁତ ସଂଯୋଗ କରାଯିବା ପାଇଁ ପାଟଣାଗଡ଼ ବିଜେଡି ପକ୍ଷରୁ ଦାବି କରାଯାଇଛି । ଆଗାମୀ ଦିନରେ ପାଟଣାଗଡ଼ ବିଦ୍ୟୁତ ବିଭାଗ ଉପଭୋକ୍ତା ମାନଙ୍କ ସାମୂହିକ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହି ଦାବି ସବୁ ପୂରଣ ନକଲେ  ବିଜେଡି ଆନ୍ଦୋଳନକୁ ଆହୁରି ତୀବ୍ରତର କରିବ ବୋଲି ଚେତାବନୀ ଦେଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like