-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ଜରୁରୀକାଳୀନ କ୍ରେଡିଟ ଲାଇନ ଗ୍ୟାରେଣ୍ଟି ଯୋଜନା (ଇସିଏଲଜିଏସ୍‌) ୫.୦ ଜନ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

03-Jun-2026



କଟକ,(ତପନ ମହାନ୍ତି )- ଅର୍ଥ ମନ୍ତ୍ରଣାଳୟ ଅଧୀନସ୍ଥ ଜରୁରୀକାଳୀନ ଜାତୀୟ କ୍ରେଡିଟ ଗ୍ୟାରେଣ୍ଟି ଟ୍ରଷ୍ଟି କମ୍ପାନୀ ଲିମିଟେଡ ଦ୍ଵାରା ପରିଚାଳିତ ଜରୁରୀକାଳୀନ କ୍ରେଡିଟ ଲାଇନ ଗ୍ୟାରେଣ୍ଟି ଯୋଜନା (ଇସିଏଲଜିଏସ୍‌) ୫.୦ ର ଜନ ସଚେତନତା କାର୍ଯ୍ୟକ୍ରମ ଆଜି ଅପରାହ୍ନରେ ପ୍ରମୋଦ ହୋଟେଲ ଠାରେ ସୂକ୍ଷ୍ମ,କ୍ଷୁଦ୍ର,ମଧ୍ୟମ ଉଦ୍ୟୋଗ ବିଭାଗ ଅଧିନସ୍ତ କ୍ଷେତ୍ର ଗୁଡ଼ିକ ପାଇଁ ରାଜ୍ୟସ୍ତରୀୟ ବ୍ୟାଙ୍କର  ସମିତି ପକ୍ଷରୁ କଟକ ଜିଲ୍ଲା ଅଗ୍ରଣୀ ବ୍ୟାଙ୍କ୍ ସହାୟତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଯୋଜନାର ବ୍ୟାପକ ପ୍ରଚାର ପ୍ରସାର ସହ ଅଂଶୀଦାରମାନଙ୍କ ମଧ୍ୟରେ ସଚେତନତା ବୃଦ୍ଧି  କରିବା ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ।ଏହି ଯୋଜନା ରାଜ୍ୟର ସୂକ୍ଷ୍ମ, କ୍ଷୁଦ୍ର,ମଧ୍ୟମ ଉଦ୍ୟୋଗ ଗୁଡ଼ିକ(ଏମଏସଏମଇ ୟୁନିଟ୍) ପାଇଁ ସ୍ୱଳ୍ପକାଳୀନ ଆର୍ଥିକ ଆହ୍ୱାନ ଦୂର କରିବା, ନିଯୁକ୍ତି ସୁରକ୍ଷା ସୁନିଶ୍ଚିତ କରିବା ଏବଂ ଶିଳ୍ପ କାର୍ଯ୍ୟକଳାପରେ ନିରନ୍ତରତା ବଜାୟ ରଖିବାରେ ସହାୟକ ହେବ। 
ପଶ୍ଚିମ ଏସିଆ ସଙ୍କଟରୁ ଉପୁଜିଥିବା ସାମୟିକ ଆର୍ଥିକ ଅସନ୍ତୁଳନକୁ ଦୂର କରିବା ପାଇଁ ଯୋଗ୍ୟ ଋଣଗ୍ରହୀତାଙ୍କ ପାଇଁ ଋଣ ଗ୍ୟାରେଣ୍ଟି ନିମନ୍ତେ ଲକ୍ଷ୍ୟତ ପଦକ୍ଷେପ ଭାବେ ଏହି ଯୋଜନା ଆରମ୍ଭ କରାଯାଇଛି।ଏହାଦ୍ୱାରା ବିମାନ କ୍ଷେତ୍ରର ସଂସ୍ଥାଗୁଡ଼ିକ ସମେତ ଅଣଏମଏସଏମଇ ପାଇଁ ୯୦% ଏବଂ ଏମଏସଏମଇ ସଂସ୍ଥାଗୁଡ଼ିକ ପାଇଁ ୧୦୦ ପ୍ରତିଶତ ପର୍ଯ୍ୟନ୍ତ ଋଣ ପ୍ରୋତ୍ସାହନ ଦିଆଯାଇପାରିବ।
ଏହି ଯୋଜନା ଜରିଆରେ ଚଳନ୍ତି ପୁଞ୍ଜିର ବୃଦ୍ଧି ସହିତ, ସୂକ୍ଷ୍ମ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗଗୁଡ଼ିକ ବର୍ତ୍ତମାନର ଆର୍ଥିକ ଆହ୍ୱାନ, ବର୍ଦ୍ଧିତ ଖର୍ଚ୍ଚ ଏବଂ ବଜାର ଅନିଶ୍ଚିତତାକୁ ଦୂର କରିବାରେ ସହାୟତା ପାଇବେ। ଉତ୍ପାଦନ, ନିଯୁକ୍ତି ସୃଷ୍ଟି ଏବଂ ବ୍ୟବସାୟିକ କାର୍ଯ୍ୟକଳାପରେ ଦୀର୍ଘସ୍ଥାୟିତ୍ୱ ବଜାୟ ରଖିବାରେ ସାହାଯ୍ୟ କରିବ ଏବଂ ଓଡ଼ିଶାର ଶିଳ୍ପ ଓ ଆର୍ଥିକ ବିକାଶକୁ ତ୍ୱରାନ୍ୱିତ କରିବ।
କାର୍ଯ୍ୟକ୍ରମରେ ନିତିଶା ମାନ୍, ଯୁଗ୍ମ ନିର୍ଦ୍ଦେଶକ, ଏମଏସଏମଇ-ଡିଏଫଓ, କଟକ; ପ୍ରଣବ କୁମାର ବିଶ୍ୱାସ, ମହାପ୍ରବନ୍ଧକ ଏବଂ ସଂଯୋଜକ, ଏସଏଲବିସି ଓଡ଼ିଶା;  ହୃଷୀକେଶ ସାୱନ୍ତ, ଉପ ମହାପ୍ରବନ୍ଧକ, ଏନସିଜିଟିସି; ବର୍ଷା, ଉପ ମହାପ୍ରବନ୍ଧକ, ୟୁକୋ ବ୍ୟାଙ୍କ;  ସ୍ୱେତା ବେଲ୍ଲାରେ, ବରିଷ୍ଠ ପ୍ରବନ୍ଧକ, ଜନସମର୍ଥ ଏବଂ ପିଏସବି ଆଲାଏନ୍ସ; ମନୋଜ କୁମାର ମହାପାତ୍ର, ମହାପ୍ରବନ୍ଧକ, ଜିଲ୍ଲା ଶିଳ୍ପ କେନ୍ଦ୍ର (ଡିଆଇସି), କଟକ; ସତ୍ୟ ରଞ୍ଜନ ମହାନ୍ତି, ଲିଡ୍ ଜିଲ୍ଲା ପ୍ରବନ୍ଧକ, କଟକଙ୍କ ସମେତ ଓଡ଼ିଶାର ବିଭିନ୍ନ ବ୍ୟାଙ୍କର ବରିଷ୍ଠ ଅଧିକାରୀ, ଶିଳ୍ପ ସଂଘ ଓ ଏମଏସଏମଇ ସଂଘର ପ୍ରତିନିଧି ତଥା ଏମଏସଏମଇ ଉଦ୍ୟୋଗୀମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like