-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||     

HOME   ଜିଲ୍ଲା

*ନୂଆପଡ଼ା ଜିଲ୍ଲା ଅଣୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ସଚେତନ ଏବଂ ପ୍ରୋତ୍ସାହନ କାର୍ଯ୍ୟକ୍ରମ*

03-Jun-2026



(ଡୋଲେଶ୍ୱର  ବାଗ )
ନୂଆପଡ଼ା ଜିଲ୍ଲା ଅଣୁ  କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ସଚେତନ ଏବଂ ପ୍ରୋତ୍ସାହନ କାର୍ଯ୍ୟକ୍ରମ  ଜିଲ୍ଲା ସଦଭାବନା ସଭାଗୃହରେ ଅନୁଷ୍ଠିତ ହୋଇଅଛି। ଜିଲ୍ଲାପାଳ ମଧୁସୂଦନ ଦାଶ  ଅଧ୍ୟକ୍ଷତା କରି ଯୁବ ଉଦ୍ୟୋଗୀଙ୍କୁ ଆବଶ୍ୟକ ସହାୟତା ସମସ୍ତ ପ୍ରକାର ପ୍ରୋତ୍ସାହନ ପ୍ରଦାନ ପାଇଁ ଆହ୍ୱାନ କରିଥିଲେ।ସଫଳ ଉଦ୍ୟୋଗୀ କୁ ସମ୍ମାନିତ କରି ସମ୍ବର୍ଦ୍ଧନା କରିଛନ୍ତି। ନୂଆପଡ଼ା ଜିଲ୍ଲାରେ  ଅଣୁ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ କେନ୍ଦ୍ର ପ୍ରତିଷ୍ଠା ସହ ଜିଲ୍ଲାର ଯୁବ ଉଦ୍ୟୋଗୀମାନେ ଆତ୍ମନିର୍ଭରଶୀଳ ହୋଇ ଶିକ୍ଷାର ଯୁବକଙ୍କୁ ରୋଜଗାର ଏବଂ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ପାଇଁ ଆହ୍ୱାନ କରିଛନ୍ତି। 
କାର୍ଯ୍ୟକ୍ରମରେ ନୂଆପଡ଼ା ବ୍ଲକ ଅଧ୍ୟକ୍ଷା ତାରେଶ୍ୱରୀ ସାହୁ, କୋମନା ବ୍ଲକ ଅଧ୍ୟକ୍ଷା ଅନୁସୂୟା କୁମ୍ଭାର ଏବଂ ଜିଲ୍ଲା ପରିଷଦର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ କ୍ଷମାନିଧି ଭୋଇ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଉଦ୍ୟୋଗ ମାଧ୍ୟମରେ ରୋଜଗାର ସୃଷ୍ଟି ଓ ଆର୍ଥିକ ସଶକ୍ତିକରଣର ଆବଶ୍ୟକତା ଉପରେ ମତବ୍ୟକ୍ତ କରିଥିଲେ।
ଜିଲ୍ଲା ଶିଳ୍ପ କେନ୍ଦ୍ରର ମହାପ୍ରବନ୍ଧକ ସମୀର ମୁଦୁଲି ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ପ୍ରକଳ୍ପ ପରିଚାଳକ ପ୍ରଜ୍ଞା କୁମାର ମିଶ୍ର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଏମ୍‌ଏସ୍‌ଏମ୍‌ଇ ବିଭାଗର ବିଭିନ୍ନ ଯୋଜନା, ନୀତି ଆଲୋକପାତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026

You Might Also Like