-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||     

HOME   ଜିଲ୍ଲା

ବ୍ରିଟିଶ ସମୟର ରେନ୍ ଗଜ୍‌ର ହେବ ସଂରକ୍ଷଣ

03-Jun-2026



କଟକ (ତପନ ମହାନ୍ତି) – କଟକ ଜିଲ୍ଲାରେ ବ୍ରିଟିଶ ଶାସନ ସମୟରୁ ବ୍ୟବହୃତ ହୋଇଆସୁଥିବା ଏକ ବିରଳ ଓ ଐତିହାସିକ ରେନ୍ ଗଜ୍ (ବର୍ଷା ମାପିବା ଯନ୍ତ୍ର)ର ସଂରକ୍ଷଣ ପାଇଁ ପ୍ରଶାସନ ପଦକ୍ଷେପ ନେବାକୁ ଯାଉଛି। ପ୍ରାୟ ୧୪୦ ବର୍ଷରୁ ଅଧିକ ପୁରୁଣା ଏହି ଯନ୍ତ୍ରଟି କେବଳ ଏକ ବୈଜ୍ଞାନିକ ଉପକରଣ ନୁହେଁ, ବରଂ ଓଡ଼ିଶାର ପାଣିପାଗ ଇତିହାସ ଓ ବ୍ରିଟିଶ ଯୁଗର ପ୍ରଶାସନିକ ବ୍ୟବସ୍ଥାର ଏକ ନିରବ ସାକ୍ଷୀ ଭାବେ ପରିଗଣିତ ହେଉଛି।ବର୍ତ୍ତମାନ ଏହି ରେନ୍ ଗଜ୍‌ଟି କଟକ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ  ପରିସରରେ ରହିଛି। ତେବେ ପୂର୍ବରୁ ଏହାକୁ ମଙ୍ଗଳାବାଗ ଅଞ୍ଚଳରେ ଥିବା ଟେଲିଗ୍ରାମ ଅଫିସ ପରିସରରେ ସ୍ଥାପନ କରାଯାଇଥିଲା।

ଗତକାଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ମହାନିର୍ଦ୍ଦେଶକ ଡଃ ମୃତ୍ୟୁଞ୍ଜୟ ମହାପାତ୍ର କଟକ ଗସ୍ତରେ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଏହି ପୁରାତନ ଯନ୍ତ୍ରକୁ ପରିଦର୍ଶନ କରିଥିଲେ। ଯନ୍ତ୍ରଟିର ନିର୍ମାଣ ଶୈଳୀ, ଗଠନ ଓ ତଥ୍ୟ ଆଧାରରେ ଏହା ବ୍ରିଟିଶ ଅମଳର ବୋଲି ସେ ସୂଚନା ଦେଇଥିଲେ। ତାଙ୍କ ମତନୁସାରେ, ଏହି ରେନ୍ ଗଜ୍ ଓଡ଼ିଶାର ପାଣିପାଗ ଅଧ୍ୟୟନ ଇତିହାସରେ ଏକ ମୂଲ୍ୟବାନ ସମ୍ପଦ ଭାବେ ଗଣ୍ୟ ହୋଇପାରେ।
ସୂଚନା ଅନୁଯାୟୀ, ବ୍ରିଟିଶ ଶାସନ କାଳରେ ବନ୍ୟା, ଘୂର୍ଣ୍ଣିଝଡ଼ ଓ ଅନ୍ୟାନ୍ୟ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ବର୍ଷାର ପରିମାଣ ରେକର୍ଡ କରିବା ଏବଂ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏପରି ରେନ୍ ଗଜ୍ ସ୍ଥାପନ କରାଯାଉଥିଲା। ମହାନଦୀ ଅବବାହିକାରେ ଅବସ୍ଥିତ କଟକ ବନ୍ୟାପ୍ରବଣ ଅଞ୍ଚଳ ହୋଇଥିବାରୁ ବର୍ଷାର ସଠିକ ତଥ୍ୟ ସଂଗ୍ରହ ତତ୍କାଳୀନ ପ୍ରଶାସନ ପାଇଁ ଅତ୍ୟନ୍ତ ଜରୁରୀ ଥିଲା। ଏହି ରେନ୍ ଗଜ୍ ସେହି ଐତିହାସିକ ପ୍ରୟାସର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ।

ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ କହିଛନ୍ତି ଯେ, ଏହି ଐତିହାସିକ ଯନ୍ତ୍ରର ଗୁରୁତ୍ୱକୁ ବିଚାର କରି ଏହାର ଉଚିତ ସଂରକ୍ଷଣ ଓ ପ୍ରଦର୍ଶନ ପାଇଁ ଯୋଜନା ପ୍ରସ୍ତୁତ କରାଯାଉଛି। ସାଧାରଣ ଲୋକ ଓ ଗବେଷକମାନେ ଯେପରି ଏହାକୁ ଦେଖିପାରିବେ ଏବଂ ଏହାର ଐତିହାସିକ ମହତ୍ତ୍ୱ ବିଷୟରେ ଜାଣିପାରିବେ, ସେଥିପାଇଁ ଏହାକୁ ରାଜ୍ୟ ନୌବାଣିଜ୍ୟ ସଂଗ୍ରହାଳୟ କିମ୍ବା ଜିଲ୍ଲାପାଳଙ୍କ ନୂତନ କାଯ୍ୟାଳୟ ପରିସରରେ ସ୍ଥାପନ କରିବା ନେଇ ବିଚାର କରାଯାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026

You Might Also Like