-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||     

HOME   ଜିଲ୍ଲା

ସହକାରୀ ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

04-Jun-2026



(ରଂଜିତ ମହାନ୍ତି )
  ବରୀ ଶିକ୍ଷାମଣ୍ଡଳ ଅଧିନସ୍ଥ ବାଲିବିଲ ପଂଚାୟତ ଭଗବତୀ ନୋଡାଲ ବିଦ୍ୟାଳୟ ର ସହକାରୀ ଶିକ୍ଷକ ରାମଚନ୍ଦ୍ର ପଣ୍ଡା ଙ୍କୁ ଚାକିରିରୁ ଅବସର ନେବା ପରେ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ବିଦାୟ କାଳୀନ ସମ୍ବର୍ଦ୍ଧନା ରେ ପ୍ରଧାନ ଶିକ୍ଷୟତ୍ରୀ ପଦ୍ମାବତୀ ଜେନା ସଭାପତିତ୍ୱ କରିଥିବାବେଳେ ଏହି ବିଦ୍ୟାଳୟ ର ଶିକ୍ଷକ ଗୌତମ ମଲ୍ଲିକ ମଞ୍ଚ ପରିଚାଳନା କରିଥିଲେ। ଅବସର ପ୍ରାପ୍ତ ଶିକ୍ଷକ ରାମଚନ୍ଦ୍ର ପଣ୍ଡା ଙ୍କର ଅମାୟିକ ବ୍ୟକ୍ତିତ୍ୱ, ଶିକ୍ଷାଦାନ ପ୍ରଣାଳୀ ଓ ଛାତ୍ର ପଛଳତା ଯୋଗୁ ସେ କେବଳ ଜଣେ ଶିକ୍ଷକ ଭାବେ ନୁହେଁ ଛାତ୍ରୀ /ଛାତ୍ର ମାନଙ୍କର ଜଣେ ଅଭିଭାବକ ଭାବେ କାର୍ଯ୍ୟ ତୁଲାଉଥିଲେ ବୋଲି ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଶିକ୍ଷାମଣ୍ଡଳ ଅଧିକାରୀ ସଂଯୁକ୍ତା ମିଶ୍ର ଯୋଗ ଦେଇ ମତ ରଖିଥିଲେ। ଉକ୍ତ କାର୍ଯ୍ୟକ୍ରମ ରେ ବାଲିବିଲ ପଞ୍ଚାୟତ ର ସରପଞ୍ଚ ମଧୁସ୍ମିତା ସାମଲ, ପୂର୍ବତନ ପ୍ରଧାନ ଶିକ୍ଷକ ଅଶୋକ ସାମଲ, ରବୀନ୍ଦ୍ର ପତି, ପ୍ରଦୀପ୍ତ ସାମଲ, ଦେବବ୍ରତ ରାଉତ, ଜିତେନ୍ଦ୍ର ସାହୁ, ନିକୁଞ୍ଜ ବିହାରୀ ପାତ୍ର, ଯଶୋବନ୍ତ ବେହେରା, ପ୍ରଫୁଲ୍ଲ କୁମାର ଓଝା, ତନ୍ମୟା ସାମଲ, ଖଗେଶ୍ୱର ନାୟକ, ରୂପା ରାଣୀ ଦାସ, ନିକୁଞ୍ଜ ସାମଲ, ଲିଜାଲିନ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ବିଦାୟୀ ଶିକ୍ଷକ ଶ୍ରୀ ପଣ୍ଡାଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ। ପରେ ଏକ ସଭା ଯାତ୍ରାରେ ଅବସର ନେଇଥିବା ଶିକ୍ଷକ ଶ୍ରୀ ପଣ୍ଡାଙ୍କୁ ଏକ ଶୋଭାଯାତ୍ରା ରେ ତାଙ୍କ ବାସଭବନ କୁ ନିଆଯାଇଥିଲା। ଏହି କାର୍ଯ୍ୟ ସୂ ଚାରୁରୂପେ ସମ୍ପାଦିତ ହୋଇଥିବାରୁ ବିଦ୍ୟାଳୟ ର ଶିକ୍ଷକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026

You Might Also Like