-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ଦାମୋଦର ଅଗ୍ରୱାଲଙ୍କ ପରଲୋକ

04-Jun-2026



ବରଗଡ(ତୁଳସୀ ଚରଣ ଦାଶ)ଗତକାଲି ବରଗଡ଼ ମାରୱାଡ଼ି ପଡ଼ା ନିବାସୀ ତଥା ବରଗଡ଼ ଜର୍ଜ ହାଇସ୍କୁଲ ୧୯୭୫ ମେଟ୍ରିକ୍ ବ୍ୟାଚର ସହପାଠୀ ଦାମୋଦର ଅଗ୍ରୱାଲଙ୍କ ୬୮ ବର୍ଷ ବୟସରେ ପରଲୋକ ହୋଇ ଯାଇଅଛି। ମୃତ୍ୟୁ ଶଯ୍ୟା ନିକଟ ରେ ସ୍ତ୍ରୀ ଲକ୍ଷ୍ମୀ, ପୁତ୍ର - ନଟବର ଅଗ୍ରୱାଲ -ପୁତ୍ରବଧୂ ରାଖୀ ଅଗ୍ରୱାଲ ତଥା ଚାରି ଝିଅ- ସୁମନ ,ବିନ୍ଦୀଆ, ଖୁସବୁ, ସୋନୀ ଓ ଜ୍ବାଇଁ ମାନେ ଉପସ୍ଥିତ ଥିଲେ । ତାଙ୍କ ମୃତ୍ୟୁ ଖବର ପାଇ ଜର୍ଜ ହାଇସ୍କୁଲ ୧୯୭୫ ମେଟ୍ରିକ୍ ବ୍ୟାଚ ର ସହପାଠୀ ମାନେ ସର୍ବଶ୍ରୀ ଗଣେଶ ରେଖାନୀ, ରାଜେନ୍ଦ୍ର ଲାଠ, କୈଳାସ ଛାପଡିଆ ବନୱାରି ଲାଲ କଟାରୁକା, ରବିନ୍ଦ୍ର ପାଣିଗ୍ରାହୀ, ଅଭୟ ଭୋଇ, ସୁନୀଲ ଦାଶ,ସ୍ବାଧୀନ ମହାରଣା, ନିର୍ମଳ କିଶୋର କର, ଗୋବିନ୍ଦ ଦାଶ, ସତ୍ୟ ନାରାୟଣ ପଣ୍ଡା ଓ ତୁଳସୀ ଚରଣ ଦାଶ ତଥା ଜ୍ଞାତି ପରିଜନ ତାଙ୍କ ବାସଭବନକୁ ଓ ଜୀରା ନଦୀ ସ୍ଵର୍ଗଦ୍ଵାରକୁ ଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ସ୍ବର୍ଗତ ଅଗ୍ରୱାଲ ନିଜ ପ୍ରଚେଷ୍ଟାରେ ପ୍ରତ୍ୟେକ ମଙ୍ଗଳବାର ଦିନ ହନୁମାନ ମନ୍ଦିରରେ ହିନ୍ଦୁ ସମାଜକୁ ଏକତ୍ରିତ କରି ହନୁମାନ ଚାଳିଶା ପାଠ କରାଉଥିଲେ । ଶ୍ୟାମ ପରିବାରର କୋଷାଧ୍ୟକ୍ଷ ଭାବେ ରହି ଅନେକ ଦାନଧର୍ମ କରୁଥିଲେ ଏହା ବ୍ୟତୀତ ବାଲାଜୀ ଭକ୍ତ ମଣ୍ଡଳୀର ଜଣେ ପରମ ଭକ୍ତ ଥିଲେ । ଅଧ୍ୟକ୍ଷ ଶ୍ରୀ କିଶନ ଲାଲ ଅଗ୍ରୱାଲ ଗଭିର ଦୁଃଖ ପ୍ରକାଶ କରି ଶ୍ୟାମ ପରିବାର ତଥା ବରଗଡ଼ ପାଇଁ ଏହା ଏକ ଅପୂରଣୀୟ କ୍ଷତି ବୋଲି ପ୍ରକାଶ କରିଛନ୍ତି ଏହା ସହିତ ଜର୍ଜ ହାଇସ୍କୁଲ ୧୯୭୫ ମେଟ୍ରିକ୍ ବ୍ୟାଚ ର ସମସ୍ତ ବନ୍ଧୁମାନେ ତଥା ଜିଲ୍ଲା ବରିଷ୍ଠ ନାଗରିକ ସଂଘ ପକ୍ଷରୁ ସଭାପତି ଶ୍ରୀ କେଦାର ମିଶ୍ର,ଉପ ସଭାପତି ନିର୍ମଳ କିଶୋର କର, ସଂପାଦକ ଗୋବିନ୍ଦ ଦାଶଙ୍କ ସମେତ ଅନ୍ୟାନ୍ୟ ସଦସ୍ୟ ମାନେ ତାଙ୍କ ବାସଭବନକୁ ଯାଇ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ପୁତ୍ର ନଟବର ଅଗ୍ରୱାଲ ମୁଖାଗ୍ନି ଦେଇଥିଲେ । 
        --------×××--------


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like