-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ବିଧାୟକଙ୍କୁ ସମ୍ବର୍ଦ୍ଧନା ଜଣାଇ ଦୁଇ ବିଜେଡି ନେତା ଟୁନା ଦାସ ଓ ପ୍ରମୋଦ ସାହୁ ନିଲମ୍ବିତ

04-Jun-2026



ବାଲିଗୁଡା(ସୁଶୀଳ କୁମାର ପାଣିଗ୍ରାହୀ):  ରାଜ୍ୟସଭା ନିର୍ବାଚନରେ କ୍ରସଭୋଟିଂ ପାଇଁ ବିଜେଡିରୁ ନିଲମ୍ବିତ ହୋଇ ଥିବା ବାଲିଗୁଡା ବିଧାୟକ ଚକ୍ରମଣି କହଁରଙ୍କୁ ବୁଧବାର ସକାଳେ ସମ୍ବର୍ଦ୍ଧନା କରି ସନ୍ଧ୍ୟା ରେ ଦଳରୁ ବିଜେଡିର ଦୁଇଜଣ ସ୍ଥାନୀୟ ନେତା ନିଲମ୍ବିତ ହୋଇଛନ୍ତି। ସେ ହେଲେ ବାଲିଗୁଡା ନିର୍ବାଚନ ମଣ୍ଡଳୀର ବରିଷ୍ଠ ନେତା ତଥା ବିଜେଡି ଜିଲା ଉପସଭାପତି ଟୁନା ଦାସ ଓ ବିଧାୟକଙ୍କ ପ୍ରତିନିଧୂ ପ୍ରମୋଦ କୁମାର ସାହୁ। ଦଳ ବିରୋଧୀ କାର୍ଯ୍ୟ ଲାଗି ସେମାନଙ୍କୁ ନିଲମ୍ବିତ କରାଯାଇଛି। ଦଳୀୟ ସଭାପତିଙ୍କ ନିଷ୍ପତ୍ତି କ୍ରମେ ସାଧାରଣ ସମ୍ପାଦକ ବିଜୟ ନାୟକ ଏହି ଦୁଇ ନେତାଙ୍କୁ ନିଲମ୍ବନ କରିଛନ୍ତି। ବାଲିଗୁଡା ବିଧାୟକ ଚକ୍ରମଣି କହଁର ଗତ ରାଜ୍ୟସଭା ନିର୍ବାଚନରେ ଦଳବିରୋଧୀ ଭୋଟ ଦେଇ ଦଳରୁ ନିଲମ୍ବିତ ହୋଇଥିଲେ। ଏହା ପରଠାରୁ ବିଧାୟକ ନିଜ ନିର୍ବାଚନ ମଣ୍ଡଳୀକୁ ଆସି ନ ଥିଲେ। ବୁଧବାର ବିଜେଡ଼ି ଜିଲା ଉପସଭାପତି ଟୁନା ଦାସଙ୍କ ନେତୃତ୍ବରେ ନିର୍ବାଚନ ମଣ୍ଡଳୀର ୪ଟି ବ୍ଳକର ଦଳୀୟ କର୍ମର୍କତ୍ତା ଓ ହଜାର ହଜାର ହଜାର କର୍ମୀ ଉପସ୍ଥିତ ରହି ନିଲମ୍ବିତ ବିଧାୟକ ଚକ୍ରମଣି କହଁରଙ୍କୁ ସମ୍ବର୍ଦ୍ଧନା କରିଥିଲେ। ନିର୍ବାଚନ ମଣ୍ଡଳୀର ସମସ୍ତ ଆଗଧାଡିର ନେତା ଓ କର୍ମୀ ବିଧାୟକଙ୍କୁ ସାରଙ୍ଗଡ- ରାଇକିଆ ଛକ ଠାରୁ ସ୍ବାଗତ କରି ଏକ ବାଇକ୍ ଶୋଭଯାତ୍ରାରେ ପାଛୋଟି ନେଇଥିଲେ। ମହାସିଙ୍ଗି ସ୍ଥିତ ଟୁନା ଦାସ ଙ୍କ ଫାର୍ମ ହାଉସରେ ଏକ ବିରାଟ ସମ୍ବର୍ଦ୍ଧନା ସଭା ହୋଇଥିଲା। ସଭାରେ ବିଜେଡି ଜିଲା ଉପସଭାପତି ଟୁନା ଦାସ ଉଦ‌ବୋଧନ ଦେଇ ରାଜ୍ୟସଭା ନିର୍ବାଚନ ପରେ ବିଧାୟକଙ୍କୁ ବିଜେଡି ନିଲମ୍ବିତ କରିଥିଲେ ହେଁ ଦଳ ତାଙ୍କୁ ଭଲ ପାଉଥିବାରୁ କର୍ମୀମାନେ ଆଜି ଏକଜୁଟ ହୋଇ ସ୍ବାଗତ ଜଣାଇଛୁ ବୋଲି କହିଥିଲେ। ବିଧାୟକ ଅନେକ ବିକାଶ କାର୍ଯ୍ୟ କରିଛନ୍ତି। ବର୍ତ୍ତମାନ ୪୦ଟି ରାସ୍ତା କାମର ଅନୁମୋଦନ ହୋଇଯାଇଛି। ନିର୍ବାଚନମଣ୍ଡଳୀର ୫୪ ପଞ୍ଚାୟତ କୁ ୫୦ ଲକ୍ଷ ଟଙ୍କା ଲେଖାଏଁ ଅନୁଦାନ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପାଣ୍ଠିରୁ ବିଧାୟକ ଆଣିପାରିଛନ୍ତି ବୋଲି କହି ସେ ବିଧାୟକଙ୍କୁ ପ୍ରଶଂସା କରିଥିଲେ। ନିଲମ୍ବିତ ଥାଇ ମଧ୍ୟ ଟୁନା ଦାସଙ୍କ ନେତୃତ୍ବରେ ଜନସମାଗମରେ ମୋତେ ସମ୍ବଦ୍ଧିତ କରାଯାଇଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଜଣାଉଛି ବୋଲି ବିଧାୟକ ଶ୍ରୀ କହଁର ସମ୍ବର୍ଦ୍ଧନା ସଭାରେ କହିଥିଲେ। ବିଗତ ଦିନରେ ସମସ୍ତଙ୍କ ସହିତ ଥୂଲି ଏବଂ ଶେଷ ନିଃଶ୍ବାସ ପର୍ଯ୍ୟନ୍ତ ରହି ଆମ ନିର୍ବାଚନ ମଣ୍ଡଳୀର ବିକାଶ କରିବାକୁ ପ୍ରତିଶ୍ରୁତିବଦ୍ଧ ବୋଲି ସେ କହିଥିଲେ । ଏହି କାର୍ଯ୍ୟକ୍ରମରେ ବାଲିଗୁଡା ଏନଏସି ଅଧ୍ଯକ୍ଷ ଗୋବିନ୍ଦ ପ୍ରଧାନ, ବିଧାୟକଙ୍କ ପ୍ରତିନିଧୂ ଅବନୀକାନ୍ତ ନାୟକ, ପୂର୍ବତନ ଏନଏସି ଅଧ୍ୟକ୍ଷ ଲୋକନାଥ ପାଢୀ, ଜିଲା ସମ୍ପାଦକ ପ୍ରମୋଦ ସାହୁ, ବିଧାୟକଙ୍କ କୋଟଗଡ଼ ପ୍ରତିନିଧୂ ମନୋଜ ସାବତ, ତିନୋଟି ବ୍ଲକର ଅଧ୍ୟକ୍ଷ, ଜିଲା ପରିଷଦ ସଭ୍ୟ ସମେତ ଅନେକ କର୍ମୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like