-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ରାଜ୍ୟ

ଟିକ୍ରାପଡା ଶୀତଳ ଷଷ୍ଠୀ ମହୋତ୍ସବର ପ୍ରସ୍ତୁତି ବୈଠକ

04-Jun-2026



ବଲାଙ୍ଗିର(ପ୍ରେରଣା ଖବର)- ଟିକ୍ରାପଡା ଠାରେ ଆସନ୍ତା ଶୀତଳ ଷଷ୍ଠୀ ମହୋତ୍ସବ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମହୋତ୍ସବ ପାଇଁ ପୂର୍ବତନ ନଗରପାଳ ପ୍ରଦୀପ ସାହୁଙ୍କୁ ସଭାପତି, ବିକାଶ ସା ଙ୍କୁ ସଂପାଦକ ଓ ରାଜେଶ ସାହୁଙ୍କୁ କୋଷାଧ୍ୟକ୍ଷ ଭାବେ ମନୋନୀତ କରାଯାଇଛି । ମହୋତ୍ସବ ଉଦ୍ଦେଶ୍ୟରେ ପଡାର ସମସ୍ତ ଘରେ ଆଲୋକ ସାଜସଜ୍ଜା କରାଯିବା ସହ ମହାଦେବଙ୍କ କଳସ ଯାତ୍ରାରେ ସମସ୍ତେ ସାମିଲ ହେବା ପାଇଁ ସିଦ୍ଧାନ୍ତ ଗ୍ରହଣ କରାଯାଇଛି। ତା ଛଡା ଅଷ୍ଟମ ବର୍ଷ ପାଇଁ  ହେଉଥିବା ଏହି ଶୀତଳ ଷଷ୍ଠୀ ମହୋତ୍ସବକୁ ମହାଆଡମ୍ବରରେ ପାଳନ କରିବା ଦିଗରେ ସମସ୍ତେ ସହଯୋଗ କରିବେ ବୋଲି କମିଟି ଅନୁରୋଧ କରିଛି । ଏହି ସଭାରେ ବାବୁ ସା, ସଂଜୟ ଶତପଥି, ତୋଫାନ ସାହୁ, ଆଶୁତୋଷ ସାହୁ, ଅଭିଷେକ ପୁଝାରୀ, ସଂଜୀବ ସାହୁ, ଜ୍ୟୋତିଷ କର, ସ୍ୱସ୍ତିକ ମିଶ୍ର, ରାଜେନ୍ଦ୍ର ପାଣି, ଶ୍ୟାମଲାଲ ଅଗ୍ରୱାଲ, ଜ୍ୟୋତି ରାଉତରାଏ, କଲୁ ମହାନ୍ତି, ପଂଚାନନ ପୁଝାରୀ, ସରୋଜ ନନ୍ଦ, ସୁବାଷ ଦାସ, ପ୍ରଦୀପ ଦାଶ, ଟୁଲୁ ସାହୁ, ଆକାଶ ନନ୍ଦ, ସୋନୁ ଅଗ୍ରୱାଲ, ସଂଜୟ ଅଗ୍ରୱାଲ, ରିତେଶ କେଡିଆ, ରଂଜିତ ଦାସ, ଅଶୋକ ଦାସ, ଚିତ୍ତରଂଜନ ସାହୁ, ଅମିତ ଦାସ ଓ ସୋମନାଥ ଦାସ ପ୍ରମୁଖ ଉପସ୍ଥିତ ରହି ନିଜସ୍ୱ ମତାମତ ରଖିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like