-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ସହରରେ ଜଳସଂକଟଦୂର ପାଇଁ ପୌରପାଳିକାର ବଡପଦକ୍ଷେପ

04-Jun-2026



ବଲାଙ୍ଗୀର(ପ୍ରେରଣା ଖବର): ଆଜି ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବଲାଙ୍ଗୀର ସହରର ଐତିହାସିକ ରାଣୀବନ୍ଧର ପୁନଃରୁଦ୍ଧାରକାମ ପରିଦର୍ଶନ କରି ତଦାରଖ କରିଛନ୍ତି। ଏହି ବନ୍ଧକୁ  ରାଜାରାଜୁଡା ଅମଳରେ ରାଜପରିବାରର ରାଣୀ ଖୋଲାଇଥିଲେ ଓ ନିଜେ ଏଠାରେ ଗାଧୋଉଥିଲେ । ସେହିଦିନରୁ ରାଜପରିବାର ସହିତ ଏହି ବନ୍ଧର ସମ୍ପର୍କରହିଆସିଛି । ଏବେ ପୌରପାଳିକା ଏହାକୁ ପୁନଃରୁଦ୍ଧାର କରାଉଛି । ପୌରପାଳିକା ଅଧ୍ୟକ୍ଷା ଲିକା ସାହୁ, ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରା,କନିଷ୍ଠଯନ୍ତ୍ରୀ ଇଂ.ରୋଜାଲିସା ରାଉତ ପ୍ରମୁଖ ଉପସ୍ଥିତ ରହି ଚାଲିଥିବା ମାଟି ପୁନଃରୁଦ୍ଧାର ବିଷୟରେ ବିଧାୟକଙ୍କୁ ଅବଗତ କରିଥିଲେ। ନିର୍ବାହୀ ଅଧିକାରୀ ଶ୍ରୀ ବେହେରା ବିଧାୟକଙ୍କୁ ଅବଗତ

କରିଥିଲେ ଯେ,ଏବେ ରାଣୀବନ୍ଧର ମାଟିକାମ ପାଇଁ ୩୯ଲକ୍ଷ ଟଙ୍କାର ଟେଣ୍ଡର କରାଯାଇଛି । ମାଟିକାମ ଓ ଆଉଟଲେଟ କାମ ସରିଲା ପରେ ପାରିପାଶ୍ୱିର୍କ ସୌନ୍ଦର୍ଯ୍ୟକରଣ କାମ କରାଯିବ ବୋଲି କହିଥିଲେ । ତେବେ ନିର୍ଦ୍ଧାରିତ ସମୟରେ ବର୍ଷାପୂର୍ବରୁ ମାଟିକାମ ସାରିବାକୁ ବିଧାୟକ କଳିକେଶ ଅଧିକାରୀଗଣଙ୍କୁ ନିର୍ଦ୍ଦେଶ କରିଥିଲେ । ବିଧାୟକ ଶ୍ରୀ ସିଂଦେଓ ଏହି ଅବସରରେ କହିଛନ୍ତି ଯେ,ବଲାଙ୍ଗୀର ସହରରେ ଜଳସଂକଟ ଦୂରକରିବାକୁ ପୌରପାଳିକା ଏକ ବଡ ପଦକ୍ଷେପ ଗ୍ରହଣ କରିଛି । ସହରର ୧୧ଟି ବନ୍ଧକଟାର ପୁନଃରୁଦ୍ଧାର କାମ ହାତକୁ ନେଇଛନ୍ତି । ଯୁଦ୍ଧକାଳିନ ଭିତ୍ତିରେ ମାଟିକାମ ଚାଲିଛି । ତେଣୁଏହାର ସଫଳତା ପାଇଁ ବଲାଙ୍ଗୀର ଜନସାଧାରଣଙ୍କ ସହଯୋଗର ଆବଶ୍ୟକତା ରହିଛି ।

ବଲାଙ୍ଗୀର ସହରର ବନ୍ଧକଟାର ପୁନଃରୁଦ୍ଧାର ହେଲେ ଆଗକୁ ବର୍ଷାପାଣି ସଂରକ୍ଷିତ ରହିବ ଓ ସହରବାସୀ ସଫାପାଣି ବ୍ୟବହାର କରିପାରିବେ ବୋଲି ବିଧାୟକ କଳିକେଶ କହି ଥିଲେ। ଏହି ଅବସରରେ ସ୍ଥାନୀୟପଡାର ବରିଷ୍ଠନେତା ଭଗବାନ ବଗର୍ତ୍ତି, ପୂର୍ବତନ ପୌରାଧ୍ୟକ୍ଷ ପ୍ରଦୀପ ସାହୁ,ପ୍ରକାଶ ନେପାକ,ସ୍ଥାନୀୟ କାଉନସିଲର ଇସ୍ମତ ଆରାଖାନ,ପୂର୍ବତନ କାଉନସିଲର ମୁନ୍ନା ଖାନ,ଅମିତାଭ ନାଗ, କାଉନସିଲର ଶମ୍ଭୁ ନାଗ, ସନ୍ତୋଷିନୀ କୁଅଁର, ଗଙ୍ଗାଧର ଚାନ୍ଦ, ନନ୍ଦିନୀ ପୋଢ ପ୍ରମୁଖଙ୍କ ସହିତ ବହୁସଂଖ୍ୟାରେ  ସ୍ଥାନୀୟ ଲୋକ ଉପସ୍ଥିତ ରହି ବିଧାୟକଙ୍କ ସହିତ ଆଲୋଚନା କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like